ଗର୍ଭବତୀଙ୍କୁ ଡାକ୍ତରଖାନାରେ ପହଞ୍ଚାଇଲା ପୋଲିସ ପାଟ୍ରୋଲିଂ ଗାଡ଼ି

ଚିତ୍ରକୋଣ୍ଡା,୨୨।୩(ଡି.ଏନ୍‌.ଏ.): ମାଲକାନଗିର ଜିଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳର ଯୋଡ଼ାମ୍ବ ଅଞ୍ଚଳରୁ ଜଣେ ଗର୍ଭବତୀଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ପରିବାର ଲୋକେ ବୋଟ୍‌ରେ ଆଣି ଘାଟ କୂଳରେ ଆମ୍ବୁଲାନ୍ସକୁ ଅପେକ୍ଷା କରିଥିଲେ। ମାତ୍ର ପ୍ରସବ ଯନ୍ତ୍ରଣା ବଢ଼ିବାରୁ ପାଟ୍ରୋଲିଂରେ ଥିବା ପୋଲିସ ଗାଡ଼ି ଗର୍ଭବତୀଙ୍କୁ ଚିତ୍ରକୋଣ୍ଡା ଉପଖଣ୍ଡ ଡାକ୍ତରଖାନାରେ ନେଇ ପହଞ୍ଚାଇଥିଲା। ଥାନା ଅଧିକାରୀ ଯୁଗଳ କିଶୋର ଶବରଙ୍କ ନେତୃତ୍ୱରେ ଏଏସ୍‌ଆଇ ରାଜେନ୍ଦ୍ର ପାଙ୍ଗି, କନଷ୍ଟେବଳ ନିଗମ ପ୍ରଧାନ, ହୋମଗାର୍ଡ ବୁଜି ଦୋରା ଏବଂ ରାଜେଶ ସାହୁଙ୍କ ଏକ ଟିମ୍‌ ଗର୍ଭବତୀଙ୍କୁ ଡାକ୍ତରଖାନା ନେଇଥିଲେ। ଥାନାଧିକାରୀଙ୍କ ଏପରି କାର୍ଯ୍ୟକୁ ଜନସାଧାରଣରେ ପ୍ରଶଂସା କରାଯାଇଛି। ଅନ୍ୟପକ୍ଷରେ ଗର୍ଭବତୀଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏକ ଛୋଟ ସହରର ପୁଅର ସ୍ବପ୍ନ’… ଜାତୀୟ ପୁରସ୍କାର ଜିତିବା ପରେ ଭାବବିହ୍ବଳ ହେଲେ କାର୍ତ୍ତିକ ଆର୍ଯ୍ୟନ; ଲେଖିଲେ ହୃଦୟସ୍ପର୍ଶୀ ପୋଷ୍ଟ

ମୁମ୍ବାଇ: ଗୁଜୁରାଟରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇଥିବା ବ୍ୟକ୍ତିବିଶେଷଙ୍କ…

ଭାଜପା ପାଇଁ ଆସିଲା ବଡ଼ ଖୁସି ଖବର: ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ…

ଶିଲଂ,୨୩।୯: ମେଘାଳୟର ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ ଭାଜପାରେ ଯୋଗ ଦେଉଛନ୍ତି। ଖ୍ଲିହରିଆଟ (Khliehriat) ବିଧାୟକ କାଇରମେନ ଶାଇଲାଙ୍କ ନେତୃତ୍ୱରେ ଏହି ବିଧାୟକମାନେ…

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ…

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି…

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ଓଡ଼ିଆ-ଅର୍ଥନୀତି ବିଭାଗର ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ଶୃଙ୍ଖଳିତ ଭବିଷ୍ୟତ ଗଢ଼ିବାକୁ ପରାମର୍ଶ

ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଅର୍ଥନୀତି ବିଭାଗ ପକ୍ଷରୁ ଯୁକ୍ତ ୩ ପ୍ରଥମ…

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?