Posted inଜାତୀୟ

ଗର୍ଭବତୀ ଗାଈକୁ ବିସ୍ଫୋରକ ଖୁଆଇବା ଘଟଣା: ପଡୋଶୀ ଅଟକ

ବିଳାସପୁର,୭।୬: କେରଳରେ ଗର୍ଭବତୀ ହାତୀକୁ ସପୁରୀରେ ବିସ୍ଫୋରକ ଭର୍ତ୍ତି କରି ଖାଇବାକୁ ଦେବା ଘଟଣା ମନରୁ ନ ଲିଭୁଣୁ ହିମାଚଳ ପ୍ରଦେଶ ବିଳାସପୁରରୁ ଆସିଥିଲା ସେମିତି ଏକ ଘଟଣା। ସେଠାରେ ଗର୍ଭବତୀ ଗାଈକୁ ବିସ୍ଫୋରକ ଖୁଆଇ ଗାଈଟି ଆହତ ହେବାର ଏକ ଭିଡିଓ ସୋସିଆଲ ମିଡିଆରେ ଘୁରିବୁଲିବା ପରେ ଘଟଣା ସାମ୍ନାକୁ ଆସିଥିଲା। ମେ ୨୫ରେ ଏହି ଘଟଣାଟି ଘଟିଥିବା ବେଳେ ଗାଈ ମାଲିକଙ୍କ ଅଭିଯୋଗ କ୍ରମେ ଶନିବାର ଏହି ମାମଲାରେ ତାଙ୍କର ଜଣେ ପଡୋଶୀଙ୍କୁ ପୋଲିସ ଅଟକ ରଖି ପଚରା ଉଚରା କରୁଛି। ଅନ୍ୟପଟେ ଗୁରଦିଆଲ ସିଂଙ୍କ ଗର୍ଭବତୀ ଗାଈର ଚିକିତ୍ସା ଏବେ ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା କରାଯାଉଥିବା କହିଛନ୍ତି ପ୍ରାଣୀସମ୍ପଦ ବିଭାଗର ଡେପୁଟି ଡାଇରେକ୍ଟର ଅବିନାଶ ଶର୍ମା।


Enter your email to get our daily news in your inbox.

All Right Reserved By Dharitri.Com

ଚିରାଗଙ୍କ ପ୍ରତିଶ୍ରୁତି: ଶାସନ କ୍ଷମତା ମିଳିଲେ ତିଆରି କରିବେ ରାମ ମନ୍ଦିରଠାରୁ ବଡ଼ ସୀତା ମନ୍ଦିର

ପାଟନା,୨୫ ।୧୦: ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ଅଧ୍ୟକ୍ଷ ଚିରାଗ ପାଶୱାନ ବିହାର ବିଧାନସଭା ନିର୍ବାଚନକୁ ନେଇ ଏକ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି ଅଯୋଧ୍ୟାରେ...

ଦେଶର ୭୧୮ଜିଲା ମଧ୍ୟରୁ ୫୩୩ରେ କରୋନା ପଜିଟିଭ୍‌..

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦେଶର...

ଦାୟିତ୍ୱ ନେବା ପରେ ପ୍ରଥମେ ସିଆଚେନ୍‌ ଗ୍ଲାସିୟର ଯିବେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳର ଭାଗ ବଣ୍ଟା ପରେ ଏବେ କାମ ଆରମ୍ଭ ହୋଇଯାଇଛି। ସମସ୍ତେ ନିଜ ନିଜ ଦାୟିତ୍ୱ ବହନ କରିଛନ୍ତି। ଏହି...

ପୁଣି ଶହେ ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୨।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ସଂଖ୍ୟାଲଘୁଙ୍କୁ ଟାର୍ଗେଟ କରାଯାଉଛି

ଉଦୟପୁର,୧୪।୫(ପି.ଟି.): ରାଜସ୍ଥାନର ଉଦୟପୁରଠାରେ କଂଗ୍ରେସର ୩ ଦିନିଆ ଚିନ୍ତନ ଶିବିରକୁ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶୁକ୍ରବାର ଉଦ୍‌ଘାଟନ କରିବା ସହ ଭାଜପା ଏବଂ ପ୍ରଧାନମନ୍ତ୍ରୀ...

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ଭାଜପା ଗଡ଼ ରକ୍ଷା ଚିନ୍ତାରେ ଥିବାବେଳେ କଂଗ୍ରେସ ପାଇଁ ପୁରୁଣା ଗାଦି ବିଜୟ ଲକ୍ଷ୍ୟ

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ୯ଟି ରାଜ୍ୟର ୭୧ ଆସନ ପାଇଁ ସୋମବାର ମତଦାନ କରାଯିବ। ଏସବୁ ଆସନରେ ଭାଜପା ଗଡ଼ ରକ୍ଷା...

ସକ୍ରିୟ ମାମଲା ୦.୦୧ ପ୍ରତିଶତ…

ନୂଆଦିଲ୍ଲୀ, ୫।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ନୂଆ ଆଇଟି ନିୟମ ମାନୁନାହିଁ ଟୁଇଟର

ନୂଆଦିଲ୍ଲୀ, ୨୯।୫: ପ୍ରିଭେସିକୁ ନେଇ କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକ ମଧ୍ୟରେ ଚାଲିଥିବା ଶୀତଳ ଯୁଦ୍ଧ ଶୁକ୍ରବାର ଭିନ୍ନ ମୋଡ଼ ନେଇଛି। ଦେଶର...

Advertisement
Archives

Model This Week