ଗର୍ଭବତୀ ମହିଳାଙ୍କୁ ମେଡିକାଲ ସ୍ଥାନାନ୍ତର

ଭଦ୍ରକ ଅଫିସ,୧୯।୫: ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରଶାସନ ପକ୍ଷରୁ ବେଶ ତତ୍ପରତା ଦେଖାଦେଇଛି। ବାତ୍ୟା ପାଇଁ ପ୍ରଶାସନ ବାସୁଦେପୁର, ଧାମରା ଓ ଚାନ୍ଦବାଲି ଅଞ୍ଚଳର ୧୦ରୁ ଊର୍ଦ୍ଧ୍ୱ ଗର୍ଭବତୀଙ୍କୁ ନିକଟସ୍ଥ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆବଶ୍ୟକ ପଡିଲେ ଏହି ସବୁ ଅଞ୍ଚଳର ଲୋକଙ୍କୁ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ନିକଟସ୍ଥ ବାତ୍ୟା ଆଶ୍ରୟସ୍ଥଳୀମାନଙ୍କୁ ସ୍ଥାନାନ୍ତର କରାଯିବ ବୋଲି ଜିଲାପାଳ ଡ଼ ଜ୍ଞାନ ରଞ୍ଜନ ଦାସ କହିଛନ୍ତି। ଅମ୍ଫନ ମୁକାବିଲା ପାଇଁ ପ୍ରଶାସନ ଆଗୁଆ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ସମୁଦ୍ରକୁଳିଆ ଲୋକମାନେ କିନ୍ତୁ ଆତଙ୍କିତ ହୋଇପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri