ଗର୍ଭବତୀ ମହିଳାଙ୍କ ଅସ୍ବାଭାବିକ ମୃତ୍ୟୁ : ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ଓଡ଼ଗାଁ,୩୦ା୬(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଥାନା କୋମଣ୍ଡ ପଞ୍ଚାୟତ ନବରତ୍ନପୁର(ବୁଢ଼ାପଦା)ରେ ଜଣେ ଗର୍ଭବତୀ ମହିଳାଙ୍କ ଅସ୍ବାଭାବିକ ଅବସ୍ଥାରେ ରବିବାର ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ବନମାଳୀ ବେହେରାଙ୍କ ସ୍ତ୍ରୀ ସୁଷମା(୨୯)ବୋଲି ଜଣାପଡ଼ିଛି। ପରିବାର ଲୋକେ ଅକସ୍ମାତ ଗର୍ଭପାତ କାରଣରୁ ମୃତ୍ୟୁ ଘଟିଥିବା କହୁଥିବାବେଳେ ବାପଘର ଲୋକେ ତାଙ୍କ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି । ପୋଲିସ ଓ ଫରେନ୍‌ସିକ୍‌ ଟିମ୍‌ ଘଟଣାସ୍ଥଳ ପରିଦର୍ଶନ କରି ତଥ୍ୟ ସଂଗ୍ରହ କରିଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରିବା ସହିତ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ଗାଁ ଏନ୍‌ଏସି, ପୋଲିସର ମିଳିତ ଚଢ଼ାଉ: ମାସ୍କ ନ ପିନ୍ଧି ଗଣିଲେ ଜରିମାନା

ଓଡ଼ଗାଁ,୧୯ା୪(ସ୍ବ.ପ୍ର.): ସମଗ୍ର ରାଜ୍ୟରେ କରୋନା ପାଇଁ କଟକଣା ଲାଗି ରହିଥିବା ବେଳେ ପ୍ରତିକାର ନିମନ୍ତେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇଛି। ଏପରିସ୍ଥଳେ ନୟାଗଡ଼ ଜିଲା ଓଡ଼ଗାଁ...

ଅଙ୍ଗାରକାମ୍ଳ ଗ୍ୟାସ୍‌ ଲିକ୍‌: ଲୋକେ ଅଣନିଃଶ୍ୱାସୀ

ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ବଲାଙ୍ଗୀର-ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥର ନୟାଗଡ଼ ଜିଲା ରଣପୁର ଥାନା ଅନ୍ତର୍ଗତ ରାଜସୁନାଖଳା ନିକଟ ବିନୋଦପଡ଼ା ଛକରେ ଗୁରୁବାର ରାତି ପ୍ରାୟ ସାଢ଼େ...

୨ ମନ୍ତ୍ରୀଙ୍କ ସମ୍ପୃକ୍ତି ଅଭିଯୋଗ

ନୟାଗଡ଼ ଅଫିସ/ରଣପୁର,୨୩ା୩(ସ୍ବ.ପ୍ର.): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣା ଧୀରେ ଧୀରେ ବିବାଦୀୟ ହେବାରେ ଲାଗିଛି। ଏହି ଘଟଣାରେ ଦୁଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର...

ମୃତଦେହରେ କେମିକାଲ ବ୍ୟବହାର ପ୍ରମାଣ ମିଳିନି

ନୟାଗଡ଼ ଅଫିସ,୧୭।୨:ବହୁଚର୍ଚ୍ଚିତ ନୟାଗଡ଼ ଯଦୁପୁରର ୫ବର୍ଷୀୟା ଶିଶୁ ପରୀ ହତ୍ୟା ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କ୍ରାଇମବ୍ରାଞ୍ଚର ଏସ୍‌ଆଇଟି (ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌) ସୋମବାର ୪୮୨ପୃଷ୍ଠାର ଚାର୍ଜଶିଟ୍‌...

ଜିଲାସ୍ତରୀୟ ଯୁବ ଉତ୍ସବ ଉଦ୍‌ଯାପିତ: ପ୍ରତିଭା ପ୍ରଦର୍ଶନର ଉତ୍ତମ ମଞ୍ଚ

ନୟାଗଡ଼ ଅଫିସ,୨୧।୧୧: ନୟାଗଡ଼ ଜିଲା ପ୍ରଶାସନ ପକ୍ଷରୁ ଦୁଇ ଦିନ ଧରି ଅନୁଷ୍ଠିତ ଜିଲାସ୍ତରୀୟ ଯୁବ ଉତ୍ସବ ୨୦୧୯ ବୁଧବାର ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ଉଦ୍‌ଯାପିତ...

ନୟାଗଡ଼ ମୁଖ୍ୟଚିକିତ୍ସାଳୟର ଷ୍ଟାଫ ନର୍ସ କରୋନା ଆକ୍ରାନ୍ତ

ନୟାଗଡ଼ ଅଫିସ,୪।୬: ନୟାଗଡ଼ ଜିଲାରୁ ଗୁରୁବାର ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ଜଣେ ଜିଲା ମୁଖ୍ୟ ଚିକିତ୍ସାଳୟରେ ନିୟୋଜିତ ଷ୍ଟାଫ ନର୍ସ...

ବାପାଙ୍କୁ ଘରେ ଲୁଚାଇଥିବା ନେଇ ପୁଅଙ୍କୁ ମାଡ଼

ନୟାଗଡ଼ ଅଫିସ/ ରଣପୁର,୨୮ା୩(ସ୍ବ.ପ୍ର.): ବାପା କେରଳରେ ଫସିଛନ୍ତି। ଏପରିସ୍ଥଳେ ଘରେ ଲୁଚାଇଥିବା ନେଇ ଗଁ।ର କିଛି ଲୋକଙ୍କ ଅକ୍ରୋଶର ଶିକାର ହୋଇ ମାଡ ଖାଇଛନ୍ତି ପୁଅ,...

ମହାନଦୀ କୂଳର ମୃତ୍ତିକା କ୍ଷୟ ରୋକିବା ଚିନ୍ତା: ମଣିଭଦ୍ରାଠାରେ ପଥର ବୁରୁଜ କାର୍ଯ୍ୟ ନିମ୍ନମାନର, ମାଟି ଗଦା ଉପରେ ହେଉଛି ନିର୍ମାଣ

ଗଣିଆ,୨୧ା୭ (ଡି.ଏନ.ଏ.): ମହାନଦୀ ପ୍ରଖର ଜଳସ୍ରୋତକୁ ମନ୍ଥର କରିବା ଓ କୂଳର ମୃତ୍ତିକା ଅବକ୍ଷୟ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗ ତରଫରୁ...

Advertisement
Archives

Model This Week