ଗର୍ଭାବସ୍ଥାରେ ପିଉଛନ୍ତି କି ମୃଦୁପାନୀୟ? ପଡ଼ିପାରନ୍ତି ଏହି ସମସ୍ୟାରେ

ଗର୍ଭାବସ୍ଥାରେ ମହିଳାମାନେ ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ୍‌। କାରଣ ସେମାନେ ଖାଉଥିବା ଖାଦ୍ୟର ପ୍ରଭାବ ପେଟରେ ବଢ଼ୁଥିବା ଶିଶୁ ଉପରେ ପଡ଼ିବ। ଅନେକ ମହିଳା ନିଜକୁ ଅବହେଳା କରି ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତି ନାହିଁ। ଫଳରେ ସେମାନେ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ଏମିତି କିଛି ଖାଦ୍ୟପେୟ ଅଛି ଯାହାକୁ ଗର୍ଭାବସ୍ଥାରେ ଆଦୌ ଖାଇବା ଉଚିତ୍‌ ନୁହେଁ। କାରଣ ସେଭଳି ଖାଦ୍ୟ ମାଆ ଏବଂ ଗର୍ଭସ୍ଥ ଶିଶୁ ପ୍ରତି ବିପଦ ସୃଷ୍ଟି କରିଥାଏ। ସବୁଠୁ କ୍ଷତିକାରକ ହେଉଛି ଗର୍ଭାବସ୍ଥାରେ ମୃଦୁପାନୀୟ ଗ୍ରହଣ କରିବା।

ଏକ ଗବେଷଣାରୁ ଜଣାପଡ଼ିଛି, ଯେଉଁ ମହିଳା ଗର୍ଭାବସ୍ଥା ସମୟରେ ଅଧିକ ପରିମାଣର ମୃଦୁପାନୀୟ ଗ୍ରହଣ କରିଛନ୍ତି; ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପୂର୍ଣ୍ଣ ବିଗିଡ଼ିଯାଇଛି। ପ୍ରସବ ପରେ ପିଲା ମେଦବହୁଳତା ପରି ସମସ୍ୟାର ସମ୍ମୁଖୀନ ହେବାର ଯଥେଷ୍ଟ ସମ୍ଭାବନା ଥାଏ। ମୃଦୁପାନୀୟ ଗ୍ରହଣ କରିଥିବା ଗର୍ଭବତୀଙ୍କ ପିଲାଙ୍କଠାରେ ଶାସକ୍ରିୟାଜନିତ ସମସ୍ୟା ଦେଖାଦେଇଥାଏ। ମୃଦୁପାନୀୟଠାରୁ ଯେତେ ସମ୍ଭବ ଦୂରେଇ ରହିବା ଭଲ। ଗର୍ଭାବସ୍ଥା ସମୟରେ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ଖାଦ୍ୟ ଖାଇଲେ ମାଆ ଓ ପିଲା ଉଭୟ ସୁସ୍ଥ ରହିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri