Posted inଜାତୀୟ

ଗଲଓ୍ବାନ ସଂଘର୍ଷ: ଜୟଶଙ୍କର ଓ୍ବାଙ୍ଗ ୟିଙ୍କ ସହିତ ଫୋନ୍‌ରେ କଲେ ଆଲୋଚନା

ନୂଆଦିଲ୍ଲୀ, ୧୭।୬: ଲଦାଖର ଗଲଓ୍ବାନ ଘାଟିରେ ସୋମବାର ରାତିରେ ଘଟିଥିବା ସଂଘର୍ଷ ପରେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଚାଇନା ପ୍ରତିପକ୍ଷ ଓ୍ବାଙ୍ଗ ୟିଙ୍କ ସହିତ ଆଲୋଚନା କରିଛନ୍ତି। ବୁଧବାର ଜୟଶଙ୍କର ଓ୍ବାଙ୍ଗଙ୍କୁ ଫୋନ କରିଛନ୍ତି। ଏହି ଘଟଣା ପାଇଁ ଦାୟୀ ଥିବା ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଉପରେ ଓ୍ବାଙ୍ଗ୍‌ ଗୁରୁତ୍ୱାରୋପ କରିଛନ୍ତି। ଦୁଇଦେଶ ମଧ୍ୟରେ ଆପୋଷ ବୁଝାମଣା ଦ୍ୱାରା ଏହାର ସମାଧାନ କରାଯିବା ଆବଶ୍ୟକ ବୋଲି ଚାଇନା କହିଛି। ସୂଚନାଯୋଗ୍ୟ, ପୂର୍ବରୁ ଦୁଇପକ୍ଷଙ୍କ ମଧ୍ୟରେ ସେନା କମାଣ୍ଡରସ୍ତରୀୟ ଆଲୋଚନା ହୋଇଥିଲା। ତେବେ ଚାଇନାର ସ୍ଥାନୀୟ କମାଣ୍ଡର ଏହାକୁ ଉଲ୍ଲଂଘନ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେରାଡୁନରେ ୨ ଦିନିଆ ସଟ୍‌ଡାଉନ୍‌

ଡେରାଡୁନ,୬।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରାଖଣ୍ଡର ଡେରାଡୁନରେ ସପ୍ତାହକୁ ୨ ଦିନ ସଟ୍‌ଡାଉନ ଘୋଷଣା କରାଯାଇଛି। ଶନିବାର ଓ ରବିବାର ସଟ୍‌ଡାଉନ ଘୋଷଣା କରାଯାଇଥିବାରୁ...

ତେଲର ବିଜ୍ଞାପନ ପାଇଁ ବଲିଉଡ୍‌ ଅଭିନେତାଙ୍କ ଉପରେ ୨୦ ହଜାର ଟଙ୍କା ଜରିମାନା

ମୁମ୍ବାଇ,୨୫।୧୧: ବଲିଉଡ୍‌ ଅଭିନେତା ଗୋବିନ୍ଦା ଓ ଜ୍ୟାକି ଶ୍ରଫ ଦରଜ ଭଲ ହେବା ତେଲର ଏକ ବିଜ୍ଞାପନରେ କାମ କରିଥିଲେ। ହେଲେ ଏବେ ଏହା ତାଙ୍କୁ...

ୟୁପିରେ ମେଣ୍ଟ କରିବ ନାହିଁ କଂଗ୍ରେସ, ପ୍ରିୟଙ୍କାଙ୍କ ନେତୃତ୍ୱରେ ଲଢିବ ନିର୍ବାଚନ: ଖୁର୍ଶିଦ

ଲକ୍ଷ୍ନୌ,୧୩ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସଲମାନ ଖୁର୍ଶିଦ କହିଛନ୍ତି ଉତ୍ତର ପ୍ରଦେଶରେ ନିର୍ବାଚନ ରାଷ୍ଟ୍ରୀୟ ମହାସଚିବ ତଥା ରାଜ୍ୟ ପ୍ରଭାରୀ...

ବରିଷ୍ଠ ସିପିଆଇ(ଏମ୍‌) ନେତା ଶ୍ୟାମଲ ଚକ୍ରବର୍ତ୍ତିଙ୍କ ପରଲୋକ

କୋଲକାତା,୬।୮: ପଶ୍ଚିମବଙ୍ଗର ବରିଷ୍ଠ ସିପିଆଇ(ଏମ୍‌) ନେତା ଶ୍ୟାମଲ ଚକ୍ରବର୍ତ୍ତିଙ୍କର ଗୁରୁବାର ପରଲୋକ ହୋଇଛି। ସେ ଟ୍ରେଡ ୟୁନିୟନର ନେତା ଥିବା ସହ ରାଜ୍ୟ ପରିବହନ ମନ୍ତ୍ରୀ...

ଅପରାହ୍ନରେ ଘୋଷଣା ହେବ ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ସୋମବାର ଅପରାହ୍ନରେ ଅର୍ଥାରତ ୩ଟା ୩୦ରେ ଘୋଷଣା କରାଯାଇପାରେ। ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ନିର୍ବାଚନ କମିଶନ ଏହା...

ମଙ୍ଗୁ ମଠ ନ ଭାଙ୍ଗିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦରଙ୍କ ଅନୁରୋଧ

ଭୁବନେଶ୍ୱର(ବ୍ୟୁରୋ)/ଚଣ୍ଡିଗଡ଼, ୧୫।୯(ଆଇଏଏନ୍‌ଏସ୍‌): ଶିଖ୍‌ ଗୁରୁ ନାନକ ଦେବଙ୍କ ସହ ଜଡ଼ିତ ପୁରୀର ମଙ୍ଗୁ ମଠ ନ ଭାଙ୍ଗିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଓଡ଼ିଶା ପ୍ରତିପକ୍ଷ...

ଆନ୍ଦୋଳନ ପାଇଁ ଆମେରିକା ଗସ୍ତକୁ ସ୍ଥଗିତ ରଖିଛନ୍ତି ଡାକ୍ତର

ନୂଆଦିଲ୍ଲୀ,୭।୩ : କେନ୍ଦ୍ର ସରକାରଙ୍କ ୩ ନୂଆ ଆଇନ ବିରୋଧରେ ଗତ ୩ ମାସ ହେଲା ଦିଲ୍ଲୀର ଟିକ୍ରି ସୀମାରେ ଚାଲିଥିବା ଅନ୍ଦୋଳନରେ ସାମିଲ ହୋଇଛନ୍ତି...

ଇଲେକ୍ଟୋରାଲ ବଣ୍ଡ୍‌ ଉପରେ ରହିତାଦେଶ ଲାଗି ଆବେଦନ

ନୂଆଦିଲ୍ଲୀ,୩୦ା୧୧(ଆଇଏଏନ୍‌ଏସ୍‌): ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା ଉପରେ ରହିତାଦେଶ ଲାଗି ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମ (ଏଡିଆର୍‌) ପକ୍ଷରୁ ଶୁକ୍ରବାର ସୁପ୍ରିମକୋର୍ଟରେ ଆବେଦନ କରାଯାଇଛି। ଏଡିଆର୍‌ ପକ୍ଷରୁ...

Advertisement


Archives

Model This Week