ଗହଳି କମାଇବାକୁ ସମସ୍ତ ବ୍ୟାଙ୍କକୁ ନିର୍ଦ୍ଦେଶ ଦେଲା ବିଏମ୍‌ସି

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରେନା ସଂକ୍ରମଣକୁ ଏଡ଼ାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିଜ ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ ଘରୋଇ ବ୍ୟାଙ୍କ ପାଇଁ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ ନିର୍ଦ୍ଦେଶନାମା ଜାରି କରିଛନ୍ତି। ବ୍ୟାଙ୍କରେ ଗହଳି କମାଇବା, ପ୍ରବେଶ ଦ୍ୱାରକୁ ନିୟମିତ ବିଶୋଧନ ସହ ହ୍ୟାଣ୍ଡ ଓ୍ବାସ୍‌ ବ୍ୟବସ୍ଥା ସହ ଗ୍ରାହକ ଓ ବ୍ୟାଙ୍କ କର୍ମକର୍ତ୍ତା ହାତ ଧୋଇ ଭିତରକୁ ଯିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ହାତଧୁଆ ସ୍ଥାନରେ ସଚେତନତା ପୋଷ୍ଟର କିମ୍ବା ହୋର୍ଡିଂ ଲଗାଇବା ସହ ବ୍ୟାଙ୍କ ମଧ୍ୟରେ ସର୍ବନିମ୍ନ ଦୂରତା ବଜାୟ ରଖିବା, ନିୟମିତ ପୋଛା ଲଗାଇବା, ଏଟିଏମ୍‌ଗୁଡ଼ିକୁ ବିଶୋଧନ କରିବା ଓ ଏଟିଏମ୍‌ ଗୃହ ଚଟାଣକୁ ସଫା ରଖିବା ପାଇଁ ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି। ଅନ୍ୟପକ୍ଷରେ ଜ୍ୱର, ଥଣ୍ଡା, କାଶରେ ପୀଡିତ କର୍ମଚାରୀଙ୍କୁ ଘରେ ରହିବାକୁ ବ୍ୟାଙ୍କ କର୍ତ୍ତୃପକ୍ଷ ଅନୁମତି ଦେବାକୁ କମିଶନର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ୍‌ କୋଇଲା ବାଷ୍ପୀକରଣ ଲକ୍ଷ୍ୟ

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ଭାରତରେ ୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ୍‌ କୋଇଲା ବାଷ୍ପୀକରଣ ଲକ୍ଷ୍ୟ ରଖାଯାଇଛି। ଏଥିଲାଗି କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ମିଶନ ଦସ୍ତାବିଜ୍‌...

ଆସନ୍ତା ଦୁଇ ସପ୍ତାହ ଗୁରୁତ୍ୱପୂର୍ଣ୍ଣ, କରୋନାଠାରୁ ୧୫ ଦିନର ମହଲତ ଛଡ଼ାଇ ଆଣିବାକୁ ପଡ଼ିବ: ବାଗ୍‌ଚୀ

ଭୁବନେଶ୍ୱର,୧।୪(ବ୍ୟୁରୋ): ସାରା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର ୨୦୦ ଦେଶରେ କରୋନାର ଚିହ୍ନଟ ହୋଇଥିବା ବେଳେ ବୁଧବାର ଅପରାହ୍ନ...

୮ରେ ଭାରତ ବନ୍ଦ: ଉତ୍କଳ ବିଶ୍ୱବିଦ୍ୟାଳୟର ପରୀକ୍ଷା ବାତିଲ

ଭୁବନେଶ୍ୱର, ୭।୧(ବ୍ୟୁରୋ): ୧୨ ଦଫା ଦାବି ନେଇ ୧୦ଟି ଟ୍ରେଡ୍‌ ୟୁନିୟନ ପକ୍ଷରୁ ଆସନ୍ତା ୮ ତାରିଖରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ...

ଶୁକ୍ରବାର ଅବପାତ ରୂପ ନେବ ଲଘୁଚାପ: ୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ବଙ୍ଗଳାଦେଶ ଉପକୂଳରେ ବର୍ତ୍ତମାନ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ର ଭାବେ...

ଛତ୍ରପୁର ଆରଟିଓ ଅଫିସରେ ତରିକା ବଦଳାଇଲେ ଦଲାଲ: ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଛତ୍ରପୁର,୧୫ା୧୨(ଡି.ଏନ.ଏ)-ଗାଡି ରେଜିଷ୍ଟ୍ରେଶନଠାରୁ ଆରମ୍ଭ କରି ଇନ୍‌ସ୍ୟୁରାନ୍ସ ସାର୍ଟିଫିକେଟ୍‌, ଡ୍ରାଇଭିଂ ଲାଇସେନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ ପ୍ରସ୍ତୁତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅବଧିକୁ ଆଉ...

ଚତୁର୍ଥ ପର୍ଯ୍ୟାୟରେ ୧୭,୦୮୯ ବୁଥ୍‌ରେ ହେବ ମତଦାନ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ୨୨ ତାରିଖରେ ଚତୁର୍ଥ ପର୍ଯ୍ୟାୟ ପାଇଁ ହେବ ମତଦାନ । ୨୭ଟି ଜିଲାରେ ଚତୁର୍ଥ ପର୍ଯ୍ୟାୟରେ ୧୭,୦୮୯...

ବର୍ଷା ସତ୍ତ୍ୱେ ତାତି ବଢ଼ୁଛି, ୩୦ ଡିଗ୍ରୀ ଉପରେ ୨୦ ସହର

ଭୁବନେଶ୍ୱର, ୨୫।୨(ବ୍ୟୁରୋ)- ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କିଛି ଜିଲାରେ ବର୍ଷା ଜାରି ରହିଛି। ଶୁକ୍ରବାର ତାଳଚେର, ଅନୁଗୋଳ, ବାରିପଦାରେ ବର୍ଷା ହୋଇଥିବାବେଳେ ଶନିବାର ଉପକୂଳ...

ବିପଦସଂକେତ ଟପିଲା ଜଳକା

ବସ୍ତା,୧୯ା୮(ସ୍ବ.ପ୍ର.): ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାର ବିଭିନ୍ନ ନଦୀରେ ଏବର୍ଷର ପ୍ରଥମ ବନ୍ୟାଜଳ ଆସିଛି। ସୁବର୍ଣ୍ଣରେଖା, ବୁଢାବଳଙ୍ଗ, ଗଙ୍ଗାହାର ନଦୀରେ ଜଳପତ୍ତନ ବୃଦ୍ଧି ପାଇଥିବା...

Advertisement
Archives

Model This Week