ଗହୀରମଥାରୁ ୨ ଟ୍ରଲର ଜବତ, ୨୨ ମତ୍ସ୍ୟଜୀବୀ କୋର୍ଟ ଚାଲାଣ

ରାଜନଗର,୨୨।୧୨(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ରାଜନଗର ଗହୀରମଥା ସାମୁଦ୍ରିକ ନିଷିଦ୍ଧାଞ୍ଚଳରେ ରବିବାର ବେଆଇନ ଭାବରେ ମାଛ ଧରୁଥିବା ଦୁଇଟି ଟ୍ରଲରକୁ ରାଜନଗର ବନବିଭାଗ ଜବତ କରିଛି। ଏଥିରେ ଥିବା ୨୨ ଜଣ ମତ୍ସ୍ୟଜୀବୀଙ୍କୁ ଗିରଫ କରାଯାଇଛି। ୧୯୭୨ ବନ୍ୟପ୍ରାଣୀ ଆଇନ ଧାରା ୧୯, ୨୯ରେ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଛି। ରାଜନଗର ରେଞ୍ଜ ଅଫିସର ଦେବାଶିଷ ଭୋଇଙ୍କ ନେତୃତ୍ୱରେ ଏକ ପାଟ୍ରୋଲିଂ ଟିମ୍‌ ନିଷିଦ୍ଧାଞ୍ଚଳରେ ଅଲିଭ୍‌ ରିଡ୍‌ଲେଙ୍କ ସୁରକ୍ଷା ପାଇଁ ପଇଁତରା ମାରୁଥିବା ସମୟରେ ବାଲେଶ୍ୱର ଜିଲାର ୨ଟି ଟ୍ରଲର ଜବତ କରିବା ସହ ୨୨ ଜଣ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୩ ରିପୋର୍ଟ ନେଗେଟିଭ

ଅନୁଗୋଳ ଅଫିସ, ୪।୪- ଅନୁଗୋଳ ଜିଲାରେ ଥିବା କରୋନା ସନ୍ଦିଗ୍ଧଙ୍କ ରକ୍ତ ନମୁନା ଓ ସ୍ବାବ ଭୁବନେଶ୍ବର ପଠାଯାଇଥିଲା। ମୋଟ ୧୩୩ ନମୁନା ମଧ୍ୟରୁ ୫୮ଟି...

ବଲାଙ୍ଗୀର ଜିଲା: ଫେରିବେ ୯୦ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ

ବଲାଙ୍ଗୀର ଅଫିସ, ୨୬ା୪-   ମେ’ ୩ରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଅବଧି ସରିବ। ଏହାପରେ ଜିଲା ତଥା ରାଜ୍ୟ ବାହାରେ ଥିବା ପ୍ରବାସୀ ଶ୍ରମିକମାନେ ଘରକୁ...

ସଶକ୍ତୀକରଣ ରାସ୍ତା ଦେଖାଇଲା ‘ଜଜ୍‌ବା’

ବ୍ରହ୍ମପୁର ଅଫିସ୍‌,୧୭ା୯-ଦୃଢ଼ମନା ଯୁବପିଢ଼ିଙ୍କ ବିନା କୌଣସି ଦେଶ ସଶକ୍ତ ହୋଇପାରିବ ନାହିଁ। ଏଣୁ ଅଧିକରୁ ଅଧିକ ଯୁବତୀ ଯୁବକଙ୍କୁ ସଶକ୍ତୀକରଣ କରାଇବାର ଆବଶ୍ୟକତା ରହିଛି। ଯୁବପିଢି...

ଆରମ୍ଭ ହେଲା ‘ଛେରାପହଁରା’

ପୁରୀ ଅଫିସ,୧।୭: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଦୀର୍ଘ ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି। ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେ...

ଇଟା ବୋଝେଇ ଇଞ୍ଜିନ ରିକ୍ସା ଓଲଟି ଛାତ୍ରଙ୍କ ଜୀବନ ଗଲା, ଚାଳକ ଗିରଫ

ଜଳେଶ୍ୱର,୨୦।୧୨(ଡି.ଏନ୍‌.ଏ) : ବାଲେଶ୍ୱର ଜିଲା ଜଳେଶ୍ବର ନୂଆ ବଜାର ରେଳ ଫାଟକରେ ଇଟା ବୋଝେଇ ଇଞ୍ଜିନ ରିକ୍ସା ଓଲଟି ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ...

କଣ୍ଟେନର୍‌ରୁ ବିଦେଶୀ ମଦ ଜବତ ଘଟଣା: ଗିରଫ ସଂଖ୍ୟା ୫ରେ ପହଞ୍ଚିଲା

ଢେଙ୍କାନାଳ ଅଫିସ, ୧୩।୩: ଏକ କଣ୍ଟେନରରେ ଆସାମରୁ ଅନୁଗୋଳକୁ ୭୫ ଲକ୍ଷ ଟଙ୍କାର ମଦ ଚୋରା ଚାଲାଣ ବେଳେ ଢେଙ୍କାନାଳ ଅବକାରୀ ବିଭାଗ ହାତରେ ଧରାପଡ଼ିଥିଲା।...

ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷଣା

ଖୋର୍ଦ୍ଧା ଅଫିସ,୨୮ା୯: ଖୋର୍ଦ୍ଧା ଜିଲା ତାପଙ୍ଗର ହାତିଆ ମୁଣ୍ଡିଆକୁ ନିଷିଦ୍ଧାଞ୍ଚଳ ଘୋଷଣା କରିଛି ଜିଲା ପ୍ରଶାସନ। ଏହାର ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ପ୍ରତ୍ୟେକ ଦିନ ପର୍ଯ୍ୟଟକଙ୍କ...

ଭଦ୍ରକ ଜିଲା: ଶନିବାର, ରବିବାର ଶଟ୍‌ଡାଉନ

ଭଦ୍ରକ ଅଫିସ, ୧ା୮-ଅଗଷ୍ଟ ମାସର ସବୁ ଶନିବାର ଓ ରବିବାର ଶଟ୍‌ଡାଉନ ରହିବ। ଭଦ୍ରକ ଜିଲାର ବିଭିନ୍ନ କୋଣାନୁକୋଣରେ ଏହି ନିୟମ ବଳବତ୍ତର ରହିବ ବୋଲି...

Advertisement
Archives

Model This Week