ଗାଁକୁ କ୍ୱାରାଣ୍ଟାଇନ୍‌ କଲେ ଗ୍ରାମବାସୀ

ଲୁଧିଆନା,୨୫।୩: କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ପଞ୍ଜାବର ଏକ ଗାଁକୁ ଗ୍ରାମବାସୀ କ୍ୱାରାଣ୍ଟାଇନ୍‌ କରିଛନ୍ତି। ସ୍ଥାନୀୟ ନାଭା ଅଞ୍ଚଳରେ ଥିବା ଅଗେତା ଗାଁକୁ ଅନ୍ୟ ଗାଁଠାରୁ ଅଲଗା କରି ରଖିବାକୁ ଗ୍ରାମବାସୀମାନେ ଉଦ୍ୟମ ଆରମ୍ଭ କରିଛନ୍ତି। ଜନତା କର୍ଫ୍ୟୁ ପରଦିନ ଗାଁରେ ଗ୍ରାମବାସୀମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଅନ୍ୟ ଗାଁର ଲୋକଙ୍କ ସହିତ ମିଳାମିଶା କମାଇବାକୁ ନିଷ୍ପତ୍ତିି ଗ୍ରହଣ କରାଯାଇଥିଲା। ଏହି ଗାଁର ଜନସଂଖ୍ୟା ୭୫୦ ରହିଛି। ଏବେ ଗାଁ ଲୋକେ କରୋନା ସଂକ୍ରମଣଠାରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ସମସ୍ତ ସଚେତନତା ବାର୍ତ୍ତାକୁ ମାନୁଥିବା ଗାଁ ମୁଖିଆ ହରବିନ୍ଦର ସିଂ ଅଗେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିପଥ ଯୋଜନାକୁ ନେଇ ଭାରତ ବନ୍ଦ, ବିହାରର ୧୭ ଜିଲାରେ ଇଣ୍ଟରନେଟ ବନ୍ଦ

ନୂଆଦିଲ୍ଲୀ,୨୦ ।୬: ସେନାରେ ଭର୍ତ୍ତି ହେବା ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ଆଗତ ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି...

ଓମିକ୍ରନ ସହ ଲଢ଼େଇରେ ବୁଷ୍ଟର ଡୋଜ୍‌ ଜରୁରୀ

ନୂଆଦିଲ୍ଲୀ,୨।୪: କରୋନା ଭାଇରସ୍‌ର ଓମିକ୍ରନ ଭାରିଆଣ୍ଟ ମାମଲାରେ କୋଭିଶିଲ୍ଡ, କୋଭାକ୍ସିନ ଏବଂ ଉଭୟର ମିଶ୍ରଣର ଟିକା ନେଇଥିବା ଲୋକମାନଙ୍କ ମଧ୍ୟରେ ଆଣ୍ଟିବଡି ସ୍ତର ୬ ମାସ...

ମୁଲାୟମ୍‌ ସିଂ ଅସୁସ୍ଥ

ଲକ୍ଷ୍ନୌ,୧।୭: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି (ଏସ୍‌ପି)ର ପ୍ରତିଷ୍ଠାତା ମୁଲାୟମ୍‌ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଗୁରୁବାର ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ...

ବିଶ୍ୱକୁ ପ୍ରଦୂଷଣ ଚିନ୍ତା: ସବୁଠାରୁ ଉପରେ ଲାହୋର, ଦିଲ୍ଲୀର ପ୍ରଦୂଷଣ ରୋଗ ସୃଷ୍ଟି କରିବାକୁ ଯଥେଷ୍ଟ

ନୂଆଦିଲ୍ଲୀ,୧୫ ।୧୧: ସୁପ୍ରିମକୋର୍ଟଙ୍କ କଡା ଚେତାବନୀ ପରେ ଦିଲ୍ଲୀର ବାୟୁ ପ୍ରଦୂଷଣ କମ୍ କରିବାକୁ ସରକାର କିଛି ପଦକ୍ଷେପ ନେବାକୁ ଯାଉଛନ୍ତି । ଏହାର କିଛି...

ଆସନ୍ତା ମାସ ସୁଦ୍ଧା ଭାରତ ମୁତୟନ କରିବ ଏସ୍‌-୪୦୦ କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀ, ପେଣ୍ଟାଗନର ସୂଚନା…

ନୂଆଦିଲ୍ଲୀ/ଓ୍ବାଶିଂଟନ, ୧୮।୫ : ଆମେରିକୀୟ ପ୍ରତିରକ୍ଷା ପ୍ରତିଷ୍ଠାନ (ପେଣ୍ଟାଗନ) ଭାରତ ବିଷୟରେ ଏକ ବଡ଼ ଦାବି କରିଛି। ପେଣ୍ଟାଗର ଜଣେ ବରିଷ୍ଠ ଅଧିକାରୀ ଆମେରିକାର ସାଂସଦଙ୍କୁ...

ନରେନ୍ଦ୍ର ମୋଦି ତୃତୀୟ ଥର ଲାଗି ହେବେ ପ୍ରଧାନମନ୍ତ୍ରୀ: ଅମିତ ଶାହା

ନୂଆଦିଲ୍ଲୀ,୧୮ ।୩: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ଏକ ବଡ ଘୋଷଣା କରିଛନ୍ତି । ଶୁକ୍ରବାର ଅମିତ ଶାହା...

ମତେ କହୁଛନ୍ତି ପପୁ, ମୋ ବୁଢ଼ୀମାଙ୍କୁ ମଧ୍ୟ କହୁଥିଲେ ଗୁଙ୍ଗି ଗୁଡ଼ିଆ: ରାହୁଲ…

ନୂଆଦିଲ୍ଲୀ,୨୮।୧୨ : କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସବୁ ଦଳର ରାଜନେତା ’ପପୁ’ ବୋଲି କହୁଥିବାର ଶୁଣିବାକୁ ମିଳୁଛି। ଏହାର ଉତ୍ତରରେ ରାହୁଲ ଗାନ୍ଧୀ କହିଛନ୍ତି...

ପଡ଼ୋଶୀଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ: ମୋଦି-ରାଜପାକ୍ସେ ଭର୍ଚୁଆଲ ବୈଠକ

ନୂଆଦିଲ୍ଲୀ, ୨୬।୯: ଏଲ୍‌ଏସିରେ ଚାଇନା ସହିତ ସୀମା ବିବାଦ ବଢ଼ି ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଡ଼ୋଶୀ ଦେଶଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ସ୍ଥାପନ ଲାଗି...

Advertisement
Archives

Model This Week