ଗାଁକୁ ବାହାର ଲୋକଙ୍କ ପ୍ରବେଶ ନିଷେଧ

ଧମା, ୨୮।୩ (ଡି.ଏନ.ଏ.):କରୋନା ମୁକାବିଲା ପାଇଁ ଦେଶ ଓ ରାଜ୍ୟରେ ଲକ୍‌ ଡାଉନ ସାଙ୍ଗକୁ ସଚେତନତା ଆରମ୍ଭ କରାଯାଇଛି। ଏହିକ୍ରମରେ ମାନେଶ୍ୱର ବ୍ଲକ୍‌ ଡକରା ପଞ୍ଚାୟତର ଭୃଙ୍ଗାପାଲି ଗ୍ରାମବାସୀ ନିଜେ ସଚେତନ ହୋଇ ଗ୍ରାମରେ ବାହାର ଲୋକଙ୍କ ପ୍ରବେଶ ନିଷେଧ କରିଛନ୍ତି । ଅନ୍ୟ ଗ୍ରାମରୁ ଆସିଥିବା କୌଣସି ଲୋକ ତାଙ୍କ ଗ୍ରାମକୁ ଯେପରି ପଶି ନ ପାରନ୍ତି ସେଥିପାଇଁ ଗ୍ରାମର ମୁଖ୍ୟ ରାସ୍ତାକୁ ବନ୍ଦ କରି ଦେଇଛନ୍ତି । କରୋନା ଭାଇରସର ଭୟାବହତାକୁ ଆଖିରେ ରଖି ଏହି ପଦକ୍ଷେପ ନିଆଯାଇଥିବା ଗ୍ରାମବାସୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଏତେଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri