Posted inଭଦ୍ରକ

ଗାଁରେ ପହଞ୍ଚିଲେ ୨୩ ପ୍ରବାସୀ ଓଡିଆ

ବନ୍ତ,୫।୫(ଡି.ଏନ୍‌.ଏ.)-କରୋନା ଲକ୍‌ ଡାଉନ୍‌ ସମୟରେ ଅନ୍ୟ ରାଜ୍ୟରେ ଥିବା ପ୍ରବାସୀ ଓଡିଆ ମାନେ ଏବେ ବସ୍‌ ଯୋଗେ ଆସି ନିଜ ଗ୍ରାମରେ ପହଞ୍ଚିଥିବାର ଦେଖାଯାଇଛି। ଭଦ୍ରକ ଜିଲା ବନ୍ତ ବ୍ଲକର ଚାରିଗାଁ, ଗୋପିନାଥପୁର, ଅଣିଜୋ, କାଦବରାଙ୍ଗ ଆଦି ବିଭିନ୍ନ ପଞ୍ଚାୟତର ୨୩ ଜଣ ପ୍ରବାସୀ ଓଡିଆ ନିଜ ଗ୍ରାମରେ ପହଞ୍ଚିଥିବା ଜଣାଯାଇଛି। ସୂଚନା ଅନୁଯାୟୀ, ଶନିବାର ୫ ଜଣ, ରବିବାର ୧୧ ଜଣ ଓ ସୋମବାର ଅପରାହ୍ନ ସୁଦ୍ଧା ୭ ଜଣ ଫେରିଛନ୍ତି। ସମସ୍ତ ପ୍ରବାସୀ ଓଡିଆ ମାନଙ୍କୁ କ୍ୱାରାଣ୍ଟାଇନରେ ରଖାଯିବାର ବ୍ୟବସ୍ଥା କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ଆତ୍ମହତ୍ୟା: ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ

ଭଣ୍ଡାରିପୋଖରୀ,୧୨ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଷୋଳମପୁର ପଞ୍ଚାୟତ ଦାଣ୍ଡକୂଳ ଗ୍ରାମରେ ବୁଧବାର ଜଣେ ମହିଳା ତାଙ୍କ ଶୋଇବା ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା...

ଦୁର୍ନୀତି ବିରୋଧରେ ଭାଜପାର ବିକ୍ଷୋଭ

ବନ୍ତ,୯।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଭାଜପା ପକ୍ଷରୁ ବିଭିନ୍ନ ଦୁର୍ନୀତି ବିରୋଧରେ ଶୁକ୍ରବାର ବିକ୍ଷୋଭ ଓ ପ୍ରତିବାଦ ସଭା କରାଯାଇଛି। ଭାଜପା ନେତା ବଦ୍ରି...

ରାଜପଥ ପ୍ରଶସ୍ତୀକରଣ କାର୍ଯ୍ୟ ନିମ୍ନମାନର

ଭଣ୍ଡାରିପୋଖରୀ,୨୩ା୬(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଦେଇ ଯାଇଥିବା ୧୬ନଂ. ଜାତୀୟ ରାଜପଥର ପ୍ରଶସ୍ତୀକରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେବେ କାମର ସ୍ଥାୟିତ୍ୱକୁ ନେଇ ସାଧାରଣରେ...

୪ ଟ୍ରେନରୁ ଓହ୍ଲାଇଲେ ପ୍ରବାସୀ

ଭଦ୍ରକ ଅଫିସ,୨୬ା୫- ଭଦ୍ରକ ଷ୍ଟେଶନରେ ସୋମବାର ୩ଟି ଟ୍ରେନରେ ପ୍ରବାସୀ ଓଡ଼ିଆ ଓହ୍ଲାଇଛନ୍ତି। ସୋମବାର ଅପରାହ୍ନରେ ହାଇଦ୍ରାବାଦରୁ ଏକ ଟ୍ରେନ ଆସି ଭଦ୍ରକରେ ପହଞ୍ଚିଥିଲା। ସେଥିରେ...

ସୁବର୍ଣ୍ଣରେଖାରେ ବନ୍ୟା ସ୍ଥିତି

ଭଦ୍ରକ ଅଫିସ /ଭଣ୍ଡାରିପୋଖରୀ/ ଭୋଗରାଇ/ ଯାଜପୁର ଅଫିସ,୨୮ା୫ (ଡି.ଏନ.ଏ.): ବାତ୍ୟା ‘ୟାସ’ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଉତ୍ତରଓଡ଼ିଶାର ୪ ଜିଲା ସମେତ ଯାଜପୁରରେ...

ଡ. ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ଅନାବରଣ କଲେ କେନ୍ଦ୍ରମନ୍ତ୍ରୀ

ବନ୍ତ,୨।୧(ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁରେ ଡ. ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିକୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଗୁରୁବାର ଅନାବରଣ କରିଛନ୍ତି । ବାତ୍ୟା...

ଶିକ୍ଷକ ଅଭାବ, ଚିନ୍ତାରେ ମାଟ୍ରିକ୍‌ ଛାତ୍ରୀଛାତ୍ର

ଭଣ୍ଡାରିପୋଖରୀ,୭।୨ (ଡି.ଏନ.ଏ)-କରୋନା ଯୋଗୁ ଦୀର୍ଘ ୯ ମାସ ଧରି ବନ୍ଦ ରହିବା ପରେ ଗତ ଜାନୁୟାରୀରେ ସ୍କୁଲ ଖୋଲାଯାଇଛି। ବିଦ୍ୟାଳୟଗୁଡ଼ିକରେ ଶହେ ଦିନ ପାଠ ପଢ଼ାଇ...

ଭୁଶୁଡ଼ିଲା ସୁରକ୍ଷା ପାଚେରି

ପଦ୍ମପୁର, ୨୫ା୫(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତରେ ଦେଢ଼ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ବ୍ୟୟରେ ନିର୍ମିତ ଓଭରହେଡ଼ ପାଣି ଟାଙ୍କିର ସୁରକ୍ଷା ପାଚେରି...

Advertisement
Archives

Model This Week