ଲୋଇସିଂହା, ୧୪।୧୧(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ମୁରସୁଣ୍ଢି ଗାଁରେ ଉପଜିଲାପାଳ ସଞ୍ଜୟ ମିଶ୍ରଙ୍କୁ ଗୁରୁବାର ଗ୍ରାମବାସୀ ଅଟକ ରଖିଛନ୍ତି। ଗାଁରେ ହେଉଥିବା ବିଭିନ୍ନ ଅନିୟମିତତା ତଥା ଦୁର୍ନୀତିକୁ ନେଇ ଗ୍ରାମବାସୀ ତାଙ୍କୁ ଅଟକ ରଖିଥିବା ଜଣାପଡ଼ିଛି। ଉପଜିଲାପାଳ ଦୁର୍ନୀତି ଅଭିଯୋଗର ତଦନ୍ତ ପାଇଁ ଗାଁକୁ ଆସିଥିବା ବେଳେ ନରସିଂହ ମନ୍ଦିରଠାରେ ମଧ୍ୟାହ୍ନରେ ମହିଳାମାନେ ତାଙ୍କୁ ଘେରିଯାଇ ଅଟକ ରଖିଛନ୍ତି। ସ୍ଥାନୀୟ ପୋଲିସ ଓ ବ୍ଲକ ପ୍ରଶାସକ ଏହାର ସୁରାକ ପାଇ ନ ଥିବା ଜଣାପଡ଼ିଛି।
Posted inHome, Home Left, ଆମ ଜିଲା ଖବର, ବଲାଙ୍ଗୀର View All
ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ
ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ…
ପୁରସ୍କାର ବିତରଣ ଉତ୍ସବରୁ ବାଦ୍ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର
ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…
ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ
ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ…
ୟୁକ୍ରେନ୍-ରୁଷିଆ ଯୁଦ୍ଧ: ୟୁକ୍ରେନ୍ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର
ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍ ଉପରେ ଜୋର୍ଦାର ଏୟାରଷ୍ଟ୍ରାଇକ୍ କରିଥିବା ବେଳେ କିଭ୍ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍ ଓଜନଦାର ଡ୍ରୋନ୍ ଯୋଗେ…
ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍ଦାର ଶତକ, ଭାରତ ୪୬୦/୯
ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍ରେ ଭାରତୀୟ ବ୍ୟାଟର ଦମ୍ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…
କେନାଲରେ ଫସି ରହିଥିଲା ବାର୍ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…
Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର
ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…
ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ
ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…
Archives

