ଗାଁ ଗାଁରେ ସାମାଜିକ ଦୂରତ୍ୱକୁ ଦିଆଯାଉଛି ଗୁରୁତ୍ୱ: ବଲାଙ୍ଗୀର-ବୌଦ୍ଧ ପ୍ରବେଶ ପଥକୁ ସିଲ୍‌ କଲେ ଗ୍ରାମବାସୀ

ଗୁଡଭେଲା, ୧୦ା୪(ଡି.ଏନ୍‌.ଏ.): ଦିନକୁ ଦିନ କରୋନା ସଂକ୍ରମଣ ଭୟାବହତା ବଢି ଚାଲିଥିବାରୁ ରାଜ୍ୟବାସୀ ଭୟଭୀତ ହୋଇ ପଡିଛନ୍ତି। ସଂଗରୋଧ ସହ ସାମାଜିକ ଦୂରତ୍ୱ ରକ୍ଷା କରିବା ଦ୍ୱାରା ସଂକ୍ରମଣକୁ ରୋକାଯାଇପାରିବ। ତେବେ ଏହି ପରିପ୍ରେକ୍ଷୀରେ ବଲାଙ୍ଗୀର-ବୌଦ୍ଧ ଜିଲାକୁ ସଂଯୋଗ କରୁଥିବା ଗୁଡଭେଲା ବ୍ଳକ ଅନ୍ତର୍ଗତ ଖଡଙ୍ଗ ନଦୀ ଜାମୁଟ ବ୍ରିଜର ଦୁଇ ମୁଣ୍ଡକୁ ଶୁକ୍ରବାର ଜାମୁଟ ଗ୍ରାମବାସୀ କାଠ, ବାଉଁଶ ଦେଇ ବନ୍ଦ କରି ଦେଇଛନ୍ତି । ସେହିପରି ଗୁଡଭେଲା ବ୍ଲକ ବିଭିନ୍ନ ଅଞ୍ଚଳର ଏକାଧିକ ଗ୍ରାମର ଲୋକେ ନିଜ ଗ୍ରାମର ପ୍ରବେଶ ପଥକୁ ସିଲ କରୁଥିବା ଦେଖିବାକୁ ମିଳିଛି। ଗାଁ ମୁଣ୍ଡ ତଥା ଗାଁର ମୁଖ୍ୟ ରାସ୍ତାରେ ବାଉଁଶ, ଡାଳ କଣ୍ଟା, ଦୌଡି ପକାଇ ଗ୍ରାମବାସୀ ପାଳି କରି ଜଗି ରହିଛନ୍ତି। ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ଲୋକେ ଚାଲି କରି କିମ୍ବା ସାଇକେଲରେ ଯିବା ଆସିବା କରୁଛନ୍ତି। ଫଳରେ ସମ୍ପକ୍ତ ଗ୍ରାମମାନଙ୍କୁ ଅନ୍ୟାନ୍ୟ ଗ୍ରାମର ଲୋକେ ତଥା ଯାନବାହନ ଚଳାଚଳ ହେଉ ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସଙ୍ଗ, ଗୋଟି ଗୋଟି କରି ସବୁ କଥା କହିଦେଲେ ଦଇତାପତି ନିଯୋଗ ସମ୍ପାଦକ, ଜାଣନ୍ତୁ…

ପୁରୀ,୧୭।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ରଥଟଣା ଶେଷ ହୋଇଛି। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ରଥ…

କେସିଙ୍ଗା ରେଳ ଷ୍ଟେଶନ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ…

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର…

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ…

ଗୋଟିଏ ଦିନପରେ କୋଟିଆରେ ହେଲା ରଥଟଣା: ଯୋଗ ଦେଲେ ପଟ୍ଟାଙ୍ଗି ବିଧାୟକଙ୍କ ସହ…

ପଟ୍ଟାଙ୍ଗି,୧୭।୭(ଶରତ କୁମାର ଧଳ): ସାରା ରାଜ୍ୟରେ ଗୋଟିଏ ଦିନରେ ରଥଯାତ୍ରା ବା ରଥଟଣା ହେଉଥିବା ବେଳେ ରାଜ୍ୟର କିଛି ସ୍ଥାନରେ ଦିନକ ପରେ ରଥଯାତ୍ରା ବା ରଥଟଣା…

ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଦୁଇ ଭଉଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୭।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତିନି ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଏଥିମଧ୍ୟରୁ ଗୋଟିଏ ପରିବାରର ଦୁଇ ଭଉଣୀ ଏକା ସାଙ୍ଗେ ନିଟ ପରୀକ୍ଷାରେ…

ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ ହେଲା ରଥଯାତ୍ରା, ବର୍ଷାକୁ ଖାତିର ନକରି ରଥ ଟାଣିଲେ ମହିଳା ଭକ୍ତ

ବଲାଙ୍ଗୀର,୧୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ସୁରୁଖୁରୁରେ ରଥଯାତ୍ରା ପାଳିତ ହୋଇଯାଇଛି । ଅପରାହ୍ଣରେ ଗୋପାଲଜୀ ମନ୍ଦିରରୁ ଶ୍ରୀଜିଉଙ୍କୁ ରଥାରୂଢ଼ କରାଯିବା ପରେ ଶ୍ରଦ୍ଧାଳୁମାନେ ରଥ ଟାଣିଥିଲେ। ରଥକୁ…

ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ

ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri