ଗାଁ ଦାଣ୍ଡ ଧୋଇଲେ, ଘର କାନ୍ଥ ବିଶୋଧନ କଲେ ଗ୍ରାମବାସୀ

କଣ୍ଟାପଡା, ୫|୪(ଡି.ଏନ.ଏ.) – ମହାମାରୀ କରୋନା ପ୍ରକୋପରୁ ଗାଁକୁ ସୁରକ୍ଷା ଦେବାପାଇଁ ଗତ ୩ ଦିନହେଲା କଟକ ଜିଲା ଅନ୍ତର୍ଗତ କଣ୍ଟାପଡା ଗାଁର ବିଭିନ୍ନ ରାସ୍ତାକୁ ସିଲ କରିଦିଆ ଯାଇଛି। ଏହାସତ୍ତ୍ୱେ କେତେଜଣ ସଂକ୍ରମଣ ଆଶଙ୍କା ରହିଛି। ଫଳରେ ଗ୍ରାମବାସୀମାନେ ସ୍ଵଛତାକୁ ଗୁରୁତ୍ୱ ଦେଇ ଗାଁକୁ ବିଶୋଧନ କରିଛନ୍ତି। ରବିବାର ଗ୍ରାମର ମହିଳା, ଯୁବକ ଓ ବୟସ୍କ ବ୍ୟକ୍ତିମାନେ ଦାଣ୍ଡଧୋଇବା ଆରମ୍ଭ କରିଛନ୍ତି। ସରପଞ୍ଚ ପ୍ରୀତି ବେହେରା, ଅଜୟ ବେହେରାଙ୍କ ନେତୄତ୍ବରେ ବ୍ଲିଚିଂ ପାଉଡର ପକାଯାଇ ଦାଣ୍ଡ ଧୁଆଯାଇଛି। ସେହିପରି ଯୁବକମାନେ ଗାଁର ବିଭିନ୍ନ ଘରେ ସାନିଟାଇଜର ସ୍ପ୍ରେ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍‌ କାର୍ଡ ବଦଳାଇ ଟଙ୍କା ଲୁଟୁଥିଲେ ଜେଲଫେରନ୍ତା

ଭୁବନେଶ୍ୱର,୧୭।୧(ବ୍ୟୁରୋ):ଏଟିଏମ୍‌ କାଉଣ୍ଟରରେ ସହାୟତା ଆଳରେ ଚତୁରତାର ସହ ଏଟିଏମ୍‌ କାର୍ଡ ବଦଳାଉଥିଲେ। ଏଥିସହ ପିନ୍‌ ନମ୍ବର ମନେ ରଖି ଉକ୍ତ କାର୍ଡରୁ ଟଙ୍କା ଉଠାଣ, ଟ୍ରାନ୍ସଫର୍‌...

ସହରରେ ପଶିଲା ହାତୀ

ପୁରୀ ଅଫିସ, ୧୦ା୧: ପୁରୀ ସହରରେ ହାତୀ ଆତଙ୍କ। ସୋମବାର ଭୋର ସମୟରେ ଚନ୍ଦନପୁର ଅଞ୍ଚଳର ପ୍ରତାପ ପୁରୁଷୋତ୍ତମପୁର ଜଙ୍ଗଲ ନିକଟରେ ଏକ ଦନ୍ତାହାତୀ ଦେଖିବାକୁ...

ହିରୋ ଏକ୍ସଟ୍ରିମ୍‌ ୧୬୦-ଆର୍‌ ବଜାର ପ୍ରବେଶ

ଢେଙ୍କାନାଳ ଅଫିସ,୧୧ା୮ ଢେଙ୍କାନାଳ ସହର କୁଞ୍ଜକାନ୍ତଠାରେ ଥିବା ସୋମ୍‌ ଅଟୋରେ ସୋମବାର ମଧ୍ୟାହ୍ନରେ ପ୍ରମୁଖ ଦୁଇଚକିଆ ଯାନ ନିର୍ମାଣକାରୀ କମ୍ପାନୀ ହିରୋ ମୋଟୋକର୍ପ ଲିମିଟେଡ୍‌ ପକ୍ଷରୁ...

ଚୋରି ଧରିବା ପାଇଁ ଖଟବୁଲା ପୋଲିସ ବଦଳରେ ଖୋଜାପଡୁଛି ଗୁଣିଆ

ନୟାଗଡ଼ ଅଫିସ,୨୩ା୬- ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଧରିବା ପାଇଁ ଖଟ ବୁଲୁଥିବା ଦେଖିବାକୁ ମିଳୁଛି। କୌଣସି ଗ୍ରାମରେ ଚୋରି ହେଲେ ଲୋକମାନେ ପୋଲିସ...

ନବୀନ ଅପରାଜେୟ: ଦାମ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ବରିଷ୍ଠ ନେତା ଦାମୋଦର ରାଉତ ନିୟମିତ ବ୍ୟବଧାନରେ ନିଜ ମନ୍ତବ୍ୟ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ଭାଜପାରୁ ଇସ୍ତଫା ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ...

କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର : ୪ ସହପାଠୀ ଛାତ୍ର ଅଟକ, ପୋଲିସ ତନାଘନା

ସୁନ୍ଦରଗଡ଼, ୧୬।୭ (ଡି.ଏନ୍‌.ଏ.) -ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅଞ୍ଚଳରେ ଥିବା ଏକ କଲେଜର ଜଣେ ଯୁକ୍ତ ୩ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ପିଲା ଅଛନ୍ତି। ସେହିପରି ୮୪ ଜଣ...

କରୋନା ଆକ୍ରାନ୍ତ ଯୁବକ ଚିକିତ୍ସିତ ହୋଇଥିବା ଘରୋଇ କ୍ଲିନିକ ବନ୍ଦ

କଟକ ରୋଡ,୧୭।୩(ଡି.ଏନ୍‌.ଏ.): ରାଜଧାନୀର ଜଣେ ଯୁବକଙ୍କ ରକ୍ତ ନମୁନାରେ କରୋନା ଭୂତାଣୁ ଥିବା ଜଣାପଡିବା ପରେ ଲୋକେ ଭୟଭୀତ ହୋଇପଡିଛନ୍ତି। ଯୁବକଜଣକ ଇଟାଲୀରୁ ଭୁବନେଶ୍ୱର ଫେରିବା...

Advertisement
Archives

Model This Week