ଗାଁ ନିକଟରେ ବୁଲୁଛି ଗୋଠଛଡ଼ା ଦନ୍ତା, ଲୋକେ ଭୟଭୀତ

ପାଟଣା,୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ଗୁରୁବାର ବିଲମ୍ବିତ ରାତିରେ ଏକ ଗୋଠଛଡ଼ା ଦନ୍ତାହାତୀ ପଶିଆସିଛି। ହାତୀଟି ଶୁକ୍ରବାର ସକାଳୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୃତଦେହ ବ୍ୟବଚ୍ଛେଦ କେନ୍ଦ୍ର ପର୍ଯ୍ୟନ୍ତ ଚାଲି ଆସିଥିଲା। ହାତୀଟି ପାଟଣା ଇଲେକ୍ଟ୍ରି ଅଫିସ କାର୍ଯ୍ୟାଳୟ ପାର୍ଶ୍ୱରେ ଯାଇ ବୈତରଣୀ ନଦୀ ପାର ହୋଇ ବର୍ତ୍ତମାନ ଧାନ ବେଣୀ ହୁଡ଼ିରେ ରହିଛି। ହାତୀଟି କିଛି କ୍ଷତି କରି ନ ଥିବା ବେଳେ ଧାନବେଣୀ ଓ ଖଜୁରଡ଼ିହା ଅଞ୍ଚଳରେ ଘୂରି ବୁଲୁଥିବା ଦେଖିବାକୁ ମିଳିଛି। ହାତୀକୁ ଘଉଡ଼ାଇବା ପାଇଁ ବନ ବିଭାଗ ପକ୍ଷରୁ ସାହାରପଡ଼ା ଫରେଷ୍ଟର ରୂପଶ୍ରୀ ସାହୁ, ପାଟଣା ଫରେଷ୍ଟର ସନାତନ ମିଶ୍ର, ଗାର୍ଡ ତ୍ରିନାଥ ଜେନା ଓ ଓ୍ବାସିମ ପ୍ରମୁଖ ବନ କର୍ମଚାରୀ ଉଦ୍ୟମ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା କୁମ୍ଭୀର ଗଣନା: ଆଖପାଖ ପୋଖରୀ ସହ ଘୋଡ଼ାହାଡ଼ ଡ୍ୟାମରେ ୬୫ କୁମ୍ଭୀର ଚିହ୍ନଟ

ଦିଗପହଣ୍ଡି, ୧୦।୧(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଘୋଡ଼ା ହାଡ଼ ଡ଼୍ୟାମ ସମେତ ଆଖପାଖ ପୋଖରୀରେ ଶୁକ୍ରବାର ବନବିଭାଗ ପକ୍ଷରୁ କୁମ୍ଭୀର ଗଣନା ସରିଛି। ଗତ ବର୍ଷ ଡ଼୍ୟାମରେ...

ମା’ ବିରଜାଙ୍କ ରଥଯାତ୍ରା ପ୍ରସଙ୍ଗ: ହାଇକୋର୍ଟରେ ଆଉ ଏକ ଜନସ୍ବାର୍ଥ ମାମଲା

ଯାଜପୁର ଟାଉନ୍‌,୧୮ା୯(ଡି.ଏନ୍‌.ଏ.): ଯାଜପୁର ଜିଲାର ଅଧିଷ୍ଠାତ୍ରୀ ମା’ ବିରଜାଙ୍କ ରଥଯାତ୍ରା ପ୍ରସଙ୍ଗରେ ପୂର୍ବରୁ ମନ୍ଦିର ସେବାୟତ ପରିଷଦ ପକ୍ଷରୁ ହାଇକୋର୍ଟରେ ପିଟିସନ ଦାଖଲ ହୋଇଥିବା ବେଳେ...

୫ ବାତ୍ୟା ନିରୋଧକ ଘର ସିଲ୍‌ କଲା ପ୍ରଶାସନ

ଚିକିଟି,୨୧ା୭(ଡି.ଏନ.ଏ.)-ଚିକିଟି ବ୍ଲକ୍‌ରେ କତୁରୁ ପଞ୍ଚାୟତର ଚନ୍ଦନବାଡ ଓ ସୋରଳ ପଞ୍ଚାୟତର ସୋରଳ ଗଁାରେ ଜିଲା ପ୍ରଶାସନ ଓ ବ୍ଲକ୍‌ ପ୍ରଶାସନ ମିଳିତ ଆନୁକୂଲ୍ୟରେ ଗତ ଗୁରୁବାର...

୧୧ରେ ବିଶ୍ୱ ଛେନାପୋଡ଼ ଦିବସ

ନୟାଗଡ଼ ଅଫିସ, ୯।୪: ଆସନ୍ତା ୧୧ ତାରିଖକୁ ବିଶ୍ୱ ଛେନାପୋଡ଼ ଦିବସ ଭାବେ ପାଳନ କରାଯାଉଛି। ଛେନାପୋଡ଼କୁ ଜିଆଇ ଟ୍ୟାଗ୍‌ ମାନ୍ୟତା ଦେବା ପାଇଁ ନୟାଗଡ଼ ଜିଲା...

ଚୁଲି ଜାଳି ପ୍ରତିବାଦ କଲେ ମହିଳା

ନିଶ୍ଚିନ୍ତକୋଇଲି,୨୨।୧୧(ସ୍ବ.ପ୍ର): ନିଶ୍ଚିନ୍ତକୋଇଲି ବ୍ଲକ ମହିଳା,ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ରନ୍ଧନ ଗ୍ୟାସ ଦର ବୃଦ୍ଧି ନେଇ ପ୍ରତିବାଦ ସଭା କରାଯାଇଛି । ନିଶ୍ଚିନ୍ତକୋଇଲି ବଉଳ...

ଓଡ଼ାପଡ଼ା ହାଇସ୍କୁଲ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଘାଟିତ: ‘ସକାରାତ୍ମକ ମନୋଭାବ ରଖ’

ଢେଙ୍କାନାଳ ଅଫିସ, ୧୫।୭:  ସଂସ୍କାର ହେଉଛି ଶିକ୍ଷାର୍ଥୀଙ୍କ ଆଭୂଷଣ। ଉଭୟ ଅନୁକୂଳ ଏବଂ ପ୍ରତିକୂଳ ପରିବେଶରେ ଛାତ୍ରୀଛାତ୍ରମାନେ ସକାରାତ୍ମକ ମନୋଭାବ ପୋଷଣ କରିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ।...

ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ଆଖି ବୁଜିଲେ ଆଉ ଜଣେ

ବ୍ରହ୍ମପୁର ଅଫିସ,୨୮।୭: ବ୍ରହ୍ମପୁର ଜିଲା ଗୋପାଳପୁର ଥାନା ରାମଚନ୍ଦ୍ରପୁର ଗାଁରେ ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ଶୁକ୍ରବାର ଆଉ ଜଣଙ୍କର ମୃତ୍ୟୁ ହୋଇଯାଇଥିବା ଜଣାପଡ଼ିଛି। ଏହା...

ଏବେ ବି ବିପଦସଙ୍କୁଳ ଅବସ୍ଥାରେ ହଷ୍ଟେଲ କୋଠା

ବ୍ରହ୍ମପୁର ଅଫିସ ୭ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ସାବେରୀ ଛାତ୍ରୀନିବାସର ୩ ମହଲା ବିଶିଷ୍ଟ ଶୌଚାଳୟ କୋଠା ଭୁଶୁଡିବା ଘଟଣା ଏକମାସରୁ ଊର୍ଦ୍ଧ୍ୱ ବିତିଲାଣି। ତଥାପି...

Advertisement
Archives

Model This Week