ଗାଁ ପ୍ରବେଶପଥକୁ ବନ୍ଦ କଲେ ଗ୍ରାମବାସୀ

ଭଦ୍ରକ ଅଫିସ, ୩୧ା୩-ପ୍ରଶାସନିକ କଟକଣାକୁ ନ ମାନି କେତେକ ଗ୍ରାମବାସୀ ଲକ୍‌ ଡାଉନ ସମୟରେ ବାହାରେ ଚଳାଚଳ କରୁଛନ୍ତି। ଏହି କଟକଣାକୁ କଡ଼ାକଡ଼ି କରିବା ପାଇଁ ଭଦ୍ରକ ବ୍ଲକର କିଛି ଗାଁର ପ୍ରବେଶ ପଥକୁ ବାଉଁଶ ଓ କଣ୍ଟାରେ ବାନ୍ଧି ଯେଭଳି ଗାଁକୁ କେହି ଆସିପାରିବେ ନାହିଁ କିମ୍ବା ଗାଁର କେହି ଲୋକ ଗାଁ ବାହାରକୁ ଯାଇପାରିବେ ନାହିଁ ସେଭଳି ବ୍ୟବସ୍ଥା କରିଛନ୍ତି। ସହରର ଉପକଣ୍ଠ ଦଇସିଂ ପଞ୍ଚାୟତର ବଢ଼େଇଗଡିଆ ଗଁାର ଅଙ୍ଗନୱାଡ଼ି କର୍ମୀ ପ୍ରଜ୍ଞାପରମିତା ନାୟକଙ୍କ ଉଦ୍ୟମରେ କେତେକ ମହିଳା ପ୍ରବେଶ ପଥରେ ବାଉଁଶ ବାନ୍ଧି ବନ୍ଦ କରିଥିବା କୁହାଯାଇଛି। ସେହିଭଳି ଭଦ୍ରକ ବ୍ଲକର ବାଣିତିଆ ଗାଁରେ ମଧ୍ୟ ଅନୁରୂପ ପ୍ରବେଶପଥରେ ବାଉଁଶ ଓ କଣ୍ଟା ପକାଇ ଯାତାୟାତ ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୨ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri