ଗାଁ ରାସ୍ତା ସିଲ୍‌

ସମ୍ବଲପୁର, ୨୬।୩ (ବ୍ୟୁରୋ)
କରୋନା ସଂକ୍ରମଣକୁ ନେଇ ସମ୍ବଲପୁର ଜିଲାରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ସହର ସହ ଗ୍ରାମାଞ୍ଚଳରେ ମଧ୍ୟ ଲୋକମାନେ ସଚେତନ ହେବା ଦେଖା ଦେଇଛି । ଶାସନ ଥାନା ବହିଦାର ନୂଆଁପାଲି ଗ୍ରାମକୁ ଯୁବକମାନେ ସିଲ୍‌ କରି ଦେଇଛନ୍ତି । ଗାଁ ମୁଣ୍ଡ ରାସ୍ତାରେ ବ୍ୟାରିକେଡ୍‌ କରି ଗାଁ ରାସ୍ତାକୁ ବନ୍ଦ କରି ଦେଇଛନ୍ତି । କରୋନା ମୁକାବିଲାରେ ସହଯୋଗ କରନ୍ତୁ ଓ ବାହାର ଲୋକେ ଗ୍ରାମକୁ ଆସନ୍ତୁ ନାହିଁ ବୋଲି ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri