Posted inଜାତୀୟ

ଗାଈକୁ ବଞ୍ଚାଇବାକୁ ଯାଇ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ମୋହନ ଭାଗବତ

ପୁଣେ, ୧୭।୫: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏକ ନିଶ୍ଚିତ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏକ ଗାଇକୁ ବଞ୍ଚାଇବାକୁ ଯାଇ ମୋହନ ଭାଗବତଙ୍କ ଗାଡି ଓଲଟି ଯାଇଥିଲା। କିନ୍ତୁ ଏହି ଦୁର୍ଘଟଣାରେ ଭାଗବତଙ୍କ କିଛି ହୋଇ ନ ଥିଲାବେଳେ ଜଣେ ସିଆରଏଫ ଯବାନ ଆହତ ହୋଇଛନ୍ତି। ମହାରାଷ୍ଟ୍ରର ଚନ୍ଦପୁର-ନାଗପୁର ହାଇଓ୍ବେରେ ଏହି ଦୁର୍ଘଟଣା ଘଟିଛି। ଗାଇକୁ ବଞ୍ଚାଇବା ପାଇଁ ଗାଡି ଡ୍ରାଇଭର୍‌ ହଠାତ୍‌ ବ୍ରେକ୍‌ ଲଗାଇ ଦେଇଥିଲେ। ଫଳରେ କାର୍‌ର ଏକ ଟାୟାର୍‌ ଫାଟି ଯାଇଥିଲା। ଗାଇ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ସୂଚନାଯୋଗ୍ୟ, ଗୁରୁବାର ସନ୍ଧ୍ୟା ୫.୧୫ରେ ମୋହନ ଭାଗବତ୍‌ ଜେଡ୍‌ ସୁରକ୍ଷାରେ ଚନ୍ଦ୍ରପୁରରୁ ନାଗପୁର ଯାଉଥିଲେ। ଗାଡିରେ ୬ଜଣ ସୁରକ୍ଷାକର୍ମୀ ଥିଲେ। ଆହତ ଯବାନଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

ମାନହାନି ମାମଲାରେ ପୁଣି କୋର୍ଟରେ ହାଜର ହେବେ ରାହୁଲ

ପାଟନା,୬।୭: କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ଦ୍ୱିତୀୟ ଥର ଲାଗି ରାହୁଲ ଗାନ୍ଧୀ ଏକ ମାନହାନି ମାମଲାରେ କୋର୍ଟରେ ହାଜର ହେବେ। ଶନିବାର...

ନିର୍ଦ୍ଦୋଷଙ୍କୁ ଧରାଯିବ ନାହିଁ, ଦୋଷୀଙ୍କୁ ଛଡ଼ା ଯିବନି, କହିଲେ ଡିଜି…

ଲକ୍ଷ୍ନୌ, ୨୪।୬ : ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ହୋଇଥିବା ହିଂସାକୁ ନେଇ ଉତ୍ତରପ୍ରଦେଶରେ ପୋଲିସ ବିଭାଗ ପକ୍ଷରୁ ସତର୍କକତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।...

କମିଶନରଙ୍କ ସ୍ଥାନରେ କରୋନା ଯୋଦ୍ଧା କଲେ ପତାକା ଉତ୍ତୋଳନ

ବାରାଣସୀ,୧୫।୮: ଦେଶ ପାଳନ କରିଛି ୭୪ତମ ସ୍ବାଧିନତା ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କଠାରୁ ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ବିଭିନ୍ନ ସ୍ଥାନରେ ଗର୍ବର ସହ ଜାତୀୟ ପତାକା...

ତ୍ରିପୁରାରେ ହିଜାବ ପିନ୍ଧିଥିବା ଛାତ୍ରୀଙ୍କୁ ସ୍କୁଲରେ ପୂରାଇ ଦିଆଗଲାନି

ଅଗରତାଲା,୬।୮: ତ୍ରିପୁରାର କୋରୋଇମୁରା ଉଚ୍ଚ ମାଧ୍ୟମିକ ସ୍କୁଲରେ ହିଜାବକୁ ନେଇ ହିନ୍ଦୁ ଓ ମୁସଲମାନ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବିଭାଜନ ଦେଖାଦେଇଛି। ହିଜାବ ପିନ୍ଧିଥିବା ମୁସଲମାନ ଛାତ୍ରୀମାନଙ୍କୁ...

ଟ୍ରେନ୍‌ ଧକ୍କାରେ ସିଂହ ମୃତ

ଅମ୍ରେଲି,୨୧।୭: ଗୁଜୁରାଟର ଆମ୍ରେଲି ଜିଲାରେ ଏକ ମାଲଗାଡି ଟ୍ରେନ ଧକ୍କାରେ ଗୋଟିଏ ସିଂହର ମତ୍ୟୁ ଘଟିଥିବା ବେଳେ ଆଉ ଗୋଟିଏ ଆହତ ହୋଇଛି। ଗୁରୁବାର ବିଳମ୍ବିତ...

କାନ୍ଦିଲେ ୯୬ ବର୍ଷୀୟ ଧର୍ମପାଲ ଗୁଲାଟୀ

ନୂଆଦିଲ୍ଲୀ, ୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପାର୍ଥିବ ଶରୀର ଦେଖି କାନ୍ଦି ପକାଇଛନ୍ତି ଏମଡିଏଚ୍‌ କମ୍ପାନୀର ମାଲିକ ମହାଶୟ ଧର୍ମପାଲ ଗୁଲାଟୀ। ୯୬ବର୍ଷୀୟ...

ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଇଣ୍ଡିଗୋ ଏୟାର ଲାଇନ୍ସର ବିମାନ, ଟେକଅପ୍ ପୂର୍ବରୁ ଇଞ୍ଜିନରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୨୯ ।୧୦: ଦିଲ୍ଲୀରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ଏୟାର ଲାଇନ୍ସର ଏକ ବିମାନକୁ ଶୁକ୍ରବାର ଏମରଜେନ୍ସି ଲ୍ୟାଣ୍ଡିଂ କରିବାକୁ ପଡିଛି । ବିମାନଟି ରନୱେରେ ଟେକ୍...

ଜମ୍ମୁ-କଶ୍ମୀର ପାଇଁ ୧,୩୫୦ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କଲେ ଉପରାଜ୍ୟପାଳ

ଜମ୍ମୁ,୧୯ ।୯: ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଶନିବାର ରାଜ୍ୟପାଇଁ ୧,୩୫୦ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି । ଏବେ ଜମ୍ମୁ-କଶ୍ମୀରରେ ବ୍ୟବସାୟୀମାନେ...

Advertisement
Archives

Model This Week