ଗାଈକ୍ଷୀର ଶିଶୁ ପାଇଁ ନୁହେଁ ଉପଯୋଗୀ…

ଶିଶୁକୁ ଗାଈକ୍ଷୀର ଦେଲେ ଅନେକ ସମସ୍ୟା ଦେଖାଦେଇଥାଏ। ଗାଈକ୍ଷୀର ଶିଶୁଙ୍କ ପାଇଁ ଅନୁପଯୁକ୍ତ ଏବଂ ଏହାଯୋଗୁ ପିଲାଙ୍କ କିଡ୍‌ନୀ ଉପରେ ବିପରୀତ ପ୍ରଭାବ ପଡିବାର ଆଶଙ୍କା ଥାଏ । ଏନେଇ ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏଥିରେ ପ୍ରୋଟିନର ମାତ୍ରା ଖୁବ୍‌ ଅଧିକ ଥିବାରୁ ଶିଶୁର ଅପରିପକ୍ୱ କିଡ୍‌ନୀ ଉପରେ ଅଧିକ ଚାପ ପଡ଼ିଥାଏ। ଫଳରେ ପରବର୍ତ୍ତୀ ସମୟରେ କିଡ୍‌ନୀ ସମସ୍ୟା ସୃଷ୍ଟି ଆଶଙ୍କା ରହିଥାଏ। ଶିଶୁ ଜନ୍ମ ହେବା ପରେ ବର୍ଷେ ପର୍ଯ୍ୟନ୍ତ ତାକୁ ଗାଈକ୍ଷୀର ଦେବା ଠିକ୍‌ ନୁହେଁ। ଏପରିସ୍ଥଳେ ମା’କ୍ଷୀର ସବୁ ଦିଗରୁ ସୁରକ୍ଷିତ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଇନ୍ସ ୟୁନିଭର୍ସିଟି ଚାନ୍‌ସେଲର ହେଲେ ହିଲାରୀ

ଓ୍ବାଶିଂଶନ/ଲଣ୍ଡନ,୩ା୧(ପି.ଟି.):ଆମେରିକାର ପୂର୍ବତନ ପରରାଷ୍ଟ୍ର ସଚିବ ହିଲାରୀ ରୋଡ୍‌ହାମ୍‌ କ୍ଲିଣ୍ଟନଙ୍କୁ ବ୍ରିଟେନର କୁଇନ୍ସ ୟୁନିଭର୍ସିଟିର ପ୍ରଥମ ମହିଳା ଚାନ୍‌ସେଲର ଭାବେ ନିଯୁକ୍ତି ମିଳିଛି। ୨୦୧୮ରେ ଉକ୍ତ ବିଶ୍ୱବିଦ୍ୟାଳୟରୁ...

୨୦୦୦ ଶିଶୁଙ୍କୁ ଅପହରଣ କରିଛି ରୁଷିଆ…

କ୍ୱିଭ୍‌, ୨୮।୩ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଅଭିଯୋଗ କରିଛନ୍ତି ଯେ, ରୁଷିଆ ୨୦୦୦...

ଦହି କିଣିବା ପାଇଁ ରାସ୍ତା ମଝିରେ ଟ୍ରେନ୍‌ ଅଟକାଇଦେଲେ ଚାଳକ, ଆଉ ତା’ ପରେ…

ଇସଲାମାବାଦ,୯ା୧୨: ପାକିସ୍ତାନରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏକ ପାସେଞ୍ଜର ଟ୍ରେନ୍‌ ଚାଳକଙ୍କ ଅଦ୍ଭୁତ କାର୍ଯ୍ୟ ପାଇଁ ଚର୍ଚ୍ଚାରେ ରହିଛି। ଏହି ଚାଳକ ଜଣକ...

ପର୍ଲ ହାର୍ବର ଗୁଳିକାଣ୍ଡରୁ ଅଳ୍ପକେ ବର୍ତ୍ତିଲେ ଭାରତୀୟ ବାୟୁସେନା ମୁଖ୍ୟ

ଓ୍ବାଶିଂଟନ,୫।୧୨: ଆମେରିକାର ହାଓ୍ବାଇ ନିକଟରେ ଗୁରୁବାର ହୋଇଥିବା ଗୁଳିକାଣ୍ଡରେ ସେଠାରେ ଉପସ୍ଥିତ ଥିବା ଭାରତୀୟ ବାୟୁସେନା ମୁଖ୍ୟ ଆର୍‌କେଏସ୍‌ ଭଦୌରିଆ ଓ ତାଙ୍କ ଟିମ୍‌ ଅଳ୍ପକେ...

ହ୍ବାଇଟ ହାଉସରୁ ହଟିଲା ବିଲ୍‌ କ୍ଲିଣ୍ଟନ, ଜର୍ଜ ବୁଶଙ୍କ ଫଟୋ

ଓ୍ବାଶିଂଟନ,୧୯।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜର୍ଜ ବୁଶ ଓ ବିଲ୍‌ କ୍ଲିଣ୍ଟନଙ୍କ ସମ୍ମାନରେ ଆଞ୍ଚ ଆସିଛି। ହ୍ବାଇଟ ହାଉସରେ ଥିବା ଏହି ଦୁଇ ରାଷ୍ଟ୍ରପତିଙ୍କ ଫଟୋକୁ...

ସ୍ପିକରଙ୍କ ଘର ଉପରକୁ ରକେଟ୍‌ ମାଡ

ବାଗଦାଦ,୨୬।୧: ଇରାକ ପାର୍ଲାମେଣ୍ଟ ସ୍ପିକର ମୋହମ୍ମଦ ଅଲ-ହଲବୁସୀଙ୍କ ଘର ଉପରକୁ ରକେଟ ମାଡ ହୋଇଛି। ଏହି ଘଟଣାରେ ସ୍ପିକରଙ୍କ ସ୍ଥିତି ସ୍ପଷ୍ଟ ହୋଇ ନ ଥିବା...

ବାଇଡେନ, ହାରିସଙ୍କ ହେବ କରୋନା ଟେଷ୍ଟ

ଓ୍ବାଶିଂଟନ୍‌,୨୫।୮: କରୋନା ସଙ୍କଟ ମଧ୍ୟରେ ଆମେରିକାରେ ନଭେମ୍ବର ୩ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ରାଜନୈତିକ ହଲଚଲ ଆରମ୍ଭ ହୋଇଗଲାଣି। ତେବେ ରାଷ୍ଟ୍ରପତି...

ଡେଜର୍ଟ ଗାର୍ଡେନ

ଆଡେନ: ବଦଳୁଛି ଗାର୍ଡେନିଂର ଟ୍ରେଣ୍ଡ। ରୁଫ୍‌ ଗାର୍ଡେନ, କିଚେନ ଗାର୍ଡେନ ପରେ ଏହି ଧାରାରେ ଯୋଡ଼ି ହୋଇଛି ‘ଡେଜର୍ଟ ଗାର୍ଡେନ’। ଏପରି ବଗିଚା ମରୁଭୂମିରେ ଫସଲ...

Advertisement
Archives

Model This Week