Posted inଜାତୀୟ

ଗାଈ ଖୁରାକୁ ଭ୍ରୁକ୍ଷେପ ନକରି ମାଟିରେ ଶୋଇଲେ ଶହ ଶହ ଶ୍ରଦ୍ଧାଳୁ: ପାଳିତ ହେଲା ପୁରାତନ ପରମ୍ପରା

ଉଜ୍ଜୟିନୀ,୨୮।୧୦: ମଧ୍ୟପ୍ରଦେଶ ଉଜ୍ଜୟିନୀ ନିକଟବର୍ତ୍ତୀ ବଡ଼ନଗର ତହସିଲ୍‌ରେ ଥିବା ଭିଡ଼ାବଦ୍‌ ଗାଁରେ ପୁରାତନ ପରମ୍ପରା ସୋମବାର ପାଳିତ ହୋଇଛି। ଏଠାରେ ଶହ ଶହ ଶ୍ରଦ୍ଧାଳୁ ଗାଈ ଖୁରାକୁ ଭ୍ରୁକ୍ଷେପ ନକରି ମାଟିରେ ଶୋଇ ରହିଥିଲେ। ସେମାନଙ୍କ ଉପରେ ଗାଈପଲ ଚାଲି ଯାଇଥିଲେ। ଏହାଦ୍ୱାରା ମାନସିକ ପୂରଣ ହୋଇଥାଏ ବୋଲି ସ୍ଥାନୀୟ ଲୋକଙ୍କର ବିଶ୍ୱାସ ରହିଛି। ଗାଈଠାରେ ୩୩ କୋଟି ଦେବୀଦେବତା ବାସ କରୁଥିବା ପୁରାଣରେ ଉଲ୍ଲେଖ ରହିଛି। ଗାଈପଲ ତଳେ ଶୋଇଥିବା ଶ୍ରଦ୍ଧାଳୁଙ୍କ ଉପରେ ଚାଲୁଥିବା ବେଳେ ଉପସ୍ଥିତ ଅନ୍ୟ ଶ୍ରଦ୍ଧାଳୁ ଭଜନ କୀର୍ତ୍ତନ କରୁଥିବା ଦେଖିବାକୁ ମିଳିଥିଲା। ପ୍ରତିବର୍ଷ ଦୀପାବଳି ପରଦିନ ଏଠାରେ ଏହି ପରମ୍ପରା ପାଳିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ସଂସଦ ଭବନ ଉଦ୍‌ଘାଟନ ପ୍ରସଙ୍ଗ: ମାମଲାକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ମୋଦି ଆସନ୍ତା ରବିବାର ଦିନ ନୂଆ ସଂସଦ ଭବନ ଉଦ୍‌ଘାଟନ କରିବାକୁ ଯାଉଛନ୍ତି। ଏନେଇ ଉଦ୍‌ଘାଟନୀ ଉତ୍ସବକୁ ୨୧ଟି ବିରୋଧୀ ଦଳ ବର୍ଜନ...

ଇରାନରୁ ଚତୁର୍ଥ ପର୍ଯ୍ୟାୟରେ ଫେରିଲେ ୫୩ ଭାରତୀୟ

ନୂଆଦିଲ୍ଲୀ,୧୭।୩(ପି.ଟି.): ସର୍ବାଧିକ କରୋନା ପ୍ରଭାବିତ ମଧ୍ୟପ୍ରାଚ୍ୟ ଦେଶ ଇରାନରୁ ଚତୁର୍ଥ ପର୍ଯ୍ୟାୟରେ ସୋମବାର ଆଉ ୫୩ ଭାରତୀୟଙ୍କୁ ଫେରାଇ ଅଣାଯାଇଛି। ମହାନ୍‌ ଏୟାର ବିମାନରେ ଆସିଥିବା...

କୃତ୍ରିମ ଗୋଡ଼ରେ ଏଭରେଷ୍ଟ ଆରୋହଣ କଲେ ପୂର୍ବତନ ସୈନ୍ୟ

କାଠମାଣ୍ଡ,୨୧ା୫: ଦୁଇ ଗୋଡ଼ ହରାଇଥିବା ପୂର୍ବତନ ବ୍ରିଟିଶ୍‌ ଗୁର୍ଖା ସୈନ୍ୟ ବିଶ୍ୱର ସବୁଠୁ ବଡ଼ ଗିରିଶୃଙ୍ଗ ଚଢ଼ି ଚର୍ଚ୍ଚାକୁ ଆସିଛନ୍ତି। ୪୩ ବର୍ଷୀୟ ହରି ବୁଧମଗର...

ଜେଡିୟୁ ନେତାଙ୍କୁ ଗୁଳିକରି ହତ୍ୟା

ମାଧେପୁରା, ୧୩।୮: ବିହାର ମାଧେପୁରା ଜିଲାର ଜଣେ ୫୦ ବର୍ଷୀୟ ଜେଡିୟୁ ନେତାଙ୍କୁ ମଙ୍ଗଳବାର ରାତିରେ ଗୁଳି କରି ହତ୍ୟା କରାଯାଇଥିବା ପୋଲିସ କହିଛି। ଜେଡିୟୁର...

କଂଗ୍ରେସର ଝୁମ୍ପୁଡ଼ି ବସ୍ତି ରାଜନୀତି

ନୂଆଦିଲ୍ଲୀ, ୮।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟିବା ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି...

ମମତାଙ୍କ ଫୋନ୍‌ ଟ୍ୟାପିଙ୍ଗ୍‌ ଅଭିଯୋଗ

କୋଲକାତା, ୩ା୧୧(ପି.ଟି.): କେନ୍ଦ୍ର ସରକାରଙ୍କ ଉପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ଆକ୍ରମଣ କରିଛନ୍ତି। ସେ ଶନିବାର ଅଭିଯୋଗ କରି କହିଛନ୍ତି ଯେ,...

ରାଜ୍ୟ ସଭା ନିର୍ବାଚନ ପାଇଁ ୧୬ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨୯।୫: ଜୁନ୍‌ ୧୦ରେ ହେବାକୁ ଥିବା ରାଜ୍ୟ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ରବିବାର ୧୬ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।...

କର୍ନାଟକ ଫଳାଫଳର ସାଇଡ ଇଫେକ୍ଟ: ଏମପିଙ୍କୁ ମାସକ ମଧ୍ୟରେ ରିପୋର୍ଟ କାର୍ଡ ତଲବ କଲେ ଭାଜପା ହାଇକମାଣ୍ଡ…

ନୂଆଦିଲ୍ଲୀ,୧୬।୫ : କର୍ନାଟକରେ ହୋଇଥିବା ଅପମାନଜନକ ପରାଜୟରେ ଅସନ୍ତୁଷ୍ଟ ହୋଇ ଭାଜପା ଏହାର ସମସ୍ତ ଏମପିଙ୍କ ରିପୋର୍ଟ କାର୍ଡ ମାଗିଛି। ସମସ୍ତ ରାଜ୍ୟ ସଭାପତିଙ୍କୁ ଏକ...

Advertisement
Archives

Model This Week