Posted inଜାତୀୟ

ଗାଈ ଗୋବରରୁ ସାବୁନ ତିଆରି: ଦାମ୍‌ ୧୨୫ ଟଙ୍କା

ନୂଆଦିଲ୍ଲୀ,୨।୧୦: ଭାରତ ସରକାରଙ୍କ ଖଦୀ ଓ ଗ୍ରାମୋଦ୍ୟୋଗ ବିଭାଗ ପକ୍ଷରୁ ଗାଈ ଗୋବରରୁ ସାବୁନ ତିଆରି କରାଯାଇଛି। ଆୟୋଜିତ ଏକ ଉତ୍ସବରେ ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ଏହାର ବଜାର ପ୍ରବେଶ କରାଇଛନ୍ତି। ସାଧାରଣ ସାବୁନର ଦାମ୍‌ ୩୦-୪୦ ଟଙ୍କା ଥିବାବେଳେ ଗାଈ ଗୋବରରୁ ତିଆରି ହୋଇଥିବା ଏହି ସାବୁନ୍‌ ଦାମ୍‌ ୧୨୫ ଟଙ୍କା ରହିଛି। ଏହା ଶରୀର ଉପରେ କୌଣସି ଖରାପ ପ୍ରଭାବ ପକାଇ ନ ଥାଏ। ଆଗାମୀ ୨ ବର୍ଷ ମଧ୍ୟରେ ଖଦୀ ଓ ଗ୍ରାମୋଦ୍ୟୋଗ ବିଭାଗ ଏହାଦ୍ୱାରା ୧୦ ହଜାର କୋଟି କାରବାରର ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ, ଇଡିରେ ହାଜର ହେବାକୁ ନୋଟିସ୍‌

ନୂଆଦିଲ୍ଲୀ,୨୦।୬: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଏ ନେଇ ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି।...

ଲକ୍‌ଡାଉନ୍‌: ରାଜରାସ୍ତାରେ ନୀଳଗାଈ

ନୂଆଦିଲ୍ଲୀ: କରୋନା ଭାଇରସ୍‌ ଯୋଗୁ ଏବେ ସବୁ ଦେଶ ଲକ୍‌ଡାଉନ୍‌ ହୋଇ ଯାଇଥିବାରୁ ଲୋକମାନେ ଘର ଭିତରେ ରହୁଛନ୍ତି। ସେଥିପାଇଁ ଚାରିଆଡେ ରାସ୍ତାଘାଟ ଶୂନଶାନ୍‌ ହୋଇଯାଇଛି।...

ପୁଣି ବଢ଼ିଲା ମୃତକଙ୍କ ସଂଖ୍ୟା, କମିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

୪୦+ଙ୍କୁ ବୁଷ୍ଟର ଡୋଜ୍‌ ଦେବାକୁ ସୁପାରିସ

ନୂଆଦିଲ୍ଲୀ, ୪।୧୨ : ଭାରତରେ ଓମିକ୍ରନ୍‌ ଭାରିଆଣ୍ଟ ଚିହ୍ନଟ ହେବା ପରେ ଏହାକୁ ନେଇ ଚିନ୍ତା ବଢ଼ିଯାଇଛି। ଏହି ଚିନ୍ତାଜନକ ଭାରିଆଣ୍ଟ ସଂକ୍ରମଣରୁ ରକ୍ଷା ପାଇବା...

ବିଶ୍ୱାସ ପ୍ରସ୍ତାବ ଆଗତ କଲେ ହେମନ୍ତ ସୋରେନ…

ରାଞ୍ଚି, ୫।୯ : ଝାଡ଼ଖଣ୍ଡ ବିଧାନସଭାର ସ୍ବତନ୍ତ୍ର ଅଧିବେଶନରେ ବିରୋଧୀ ଦଳଙ୍କ ପକ୍ଷରୁ ହଟ୍ଟଗୋଳ କରାଯାଇଛି। ପ୍ରବଳ ପାଟିତୁଣ୍ଡ ମଧ୍ୟରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସରକାରଙ୍କ...

‘ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଦିଆଯିବ’

ନୂଆଦିଲ୍ଲୀ, ୧୩।୨: ଲୋକ ସଭାରେ ଶନିବାରେ ଜମ୍ମୁ-କଶ୍ମୀର ପୁନର୍ଗଠନ ସଂଶୋଧନ ବିଲ୍‌ ପାରିତ ହୋଇଛି। ଏହା ପୂର୍ବରୁ ଜମ୍ମୁ-କଶ୍ମୀର ସଂକ୍ରାନ୍ତରେ ଗୃହରେ ଦୀର୍ଘ ସମୟ ଆଲୋଚନା...

ଆରମ୍ଭ ହେଲା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ: ବ୍ୟବହାର ହେବନି ଲୁହା !

ନୂଆଦିଲ୍ଲୀ,୨୦।୮: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ସମ୍ବନ୍ଧୀୟ ଓ ଦେଖାରଖା ପାଇଁ ଗଠିତ ଶ୍ରୀ ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସୂଚନାରୁ ଜଣାପଡିଛି କି...

ପ୍ରେମବିବାହ ପରେ ସୁରକ୍ଷା ପାଇଁ ହାଇକୋର୍ଟ ଯାଇଥିବା ନବମ୍ପତିଙ୍କୁ ବନ୍ଧୁକ ଦେଖାଇ ଅପହରଣ

ଲକ୍ଷ୍ନୌ,୧୫।୭: ପ୍ରେମବିବାହ ପରେ ସୁରକ୍ଷା ପାଇଁ ଆହ୍ଲାବାଦ୍‌ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିବା ନବଦମ୍ପତିଙ୍କୁ କିଛି ଲୋକ ବନ୍ଧୁକ ଦେଖାଇ ଅପହରଣ କରି ନେଇଛନ୍ତି। ସେମାନଙ୍କୁ ସୋମବାର...

Advertisement
Archives

Model This Week