Posted inଜାତୀୟ

ଗାଈ ଯୋଗୁ ନିଃଶ୍ୱାସ ପ୍ରଶ୍ୱାସ ଜନିତ ରୋଗ ଭଲ ହୁଏ: ତ୍ରିବେନ୍ଦ୍ର ସିଂ ରାଓ୍ବତ

ଡେରାଡୁନ୍‌, ୨୬।୭: ବିଶ୍ୱରେ ଗାଈ ଏକମାତ୍ର ଜୀବ, ଯେ କି ଅମ୍ଳଜାନ ନେଇ ଅମ୍ଳଜାନ ଛାଡେ। ଗାଈକୁ କିଛି ସମୟ ଆଉଁସିଲେ ନିଃଶ୍ୱାସ ପ୍ରଶ୍ୱାସ ଜନିତ ରୋଗ ଭଲ ହୁଏ ବୋଲି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଓ୍ବତ ମତ ଦେଇଛନ୍ତି। ଏକ ଭାଇରାଲ ଭିଡିଓରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗାଈ ଅମ୍ଳଜାନ ଛାଡି ଅମ୍ଳଜାନ ନେଉଥିବାରୁ ତାକୁ ଗୋମାତା କୁହାଯାଏ। ଗାଈ ଗୋବର, ମୂତ୍ର କିଡ୍‌ନୀ ଏବଂ ହୃଦ୍‌ ସମ୍ବନ୍ଧୀୟ ରୋଗ ଭଲ କରେ ବୋଲି ସେ କହିଛନ୍ତି। ଯଦି ଜଣେ ଟିବି ରୋଗୀ ଗାଈ ଆଖପାଖରେ କିଛି ସମୟ ବୁଲାବୁଲି କରେ ରୋଗ ଭଲ ହୋଇଯାଏ। ଆମ ବୈଜ୍ଞାନିକ ମତାମତ ମଧ୍ୟ ଏହା କହୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ନଭିଟା ବିଜ୍ଞାପନ ହଟାଇବାକୁ ଏନ୍‌ସିପିସିଆର୍‌ର ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ା୪(ପି.ଟି.) : ବିଭ୍ରାନ୍ତିକର ବିଜ୍ଞାପନ, ପ୍ୟାକେଜିଂ ଓ ଲେବଲ୍‌ ହଟାଇବା ପାଇଁ ବର୍ନଭିଟାକୁ ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (ଏନ୍‌ସିପିସିଆର୍‌) ନିର୍ଦ୍ଦେଶ ଦେଇଛି। ମୋଣ୍ଡେଲେଜ୍‌...

ପାଣି ପାଇଁ ଲଢ଼େଇ: ମହିଳାଙ୍କୁ ଗରାରେ ପିଟିଲେ ମହିଳା, ଭିଡିଓ ଭାଇରାଲ

ଭୋପାଳ,୪।୪: ଜଳ ହିଁ ଜୀବନ। ଅମ୍ଳଜାନ ପରି ପାଣି ମଣିଷର ନିହାତି ଆବଶ୍ୟକ। ନଚେତ ବଞ୍ଚିବା ସମ୍ଭବ ହେବନାହିଁ। ଏବେ ଏହି ପାଣି ଲୋକଙ୍କ ମଧ୍ୟରେ...

ମହିଳା ସଂରକ୍ଷଣ ବିଲ୍‌ ଆଜିଠାରୁ ଲାଗୁ ହେବା ଉଚିତ୍‌: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୦।୯: ଲୋକସଭାରେ ମହିଳା ସଂରକ୍ଷଣ ବିଲ ଉପରେ ବୁଧବାର ବିତର୍କରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଅଂଶଗ୍ରହଣ କରିଥିଲେ। ରାହୁଲ କହିଛନ୍ତି ଯେ, ମହିଳା ସଂରକ୍ଷଣ...

ଆଉ ଗୋଟିଏ ବ୍ୟାଙ୍କ ଉପରେ ଲାଗିଲା ପ୍ରତିବନ୍ଧକ, ୬ ମାସ ପର୍ଯ୍ୟନ୍ତ ୧୦୦୦ରୁ ଅଧିକ ଟଙ୍କା ଉଠାଇ ପାରିବେ ନାହିଁ ଗ୍ରାହକ

ବେଙ୍ଗାଲୁରୁ,୨୦।୨: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) କର୍ନାଟକର ଡେକାନ ଅର୍ବାନ କେଅପରେଟିଭ୍‌ ବ୍ୟାଙ୍କ ଉପରେ ପ୍ରତିବନ୍ଧକ ଲଗାଇଛି। ଫଳରେ ଏବେ ବ୍ୟାଙ୍କ ପକ୍ଷରୁ କୌଣସି ନୂଆ ଋଣ...

ଭାରତରେ ୭୪ ଲକ୍ଷ ଆକାଉଣ୍ଟ ବ୍ୟାନ୍‌ କଲା ହ୍ବାଟ୍ସଆପ୍‌

ଷ୍ଟକ୍‌ହୋମ୍‌,୨ା୧୦: ତ୍ୱରିତ୍‌ ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ଅଗଷ୍ଟ ମାସରେ ଭାରତର ୭୪.୨ ଲକ୍ଷ ଆକାଉଣ୍ଟକୁ ବ୍ୟାନ୍‌ କରିଛି। ପୂର୍ବ ମାସ ତୁଳନାରେ ଏହା ୨ ଲକ୍ଷ...

୫୪ ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ମୁମ୍ବାଇ,୧୯।୧(ପି.ଟି.): ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ ଶନିବାର ୫୪ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ପୂର୍ବତନ ଏଏପି ନେତା ଆଳକା ଲାମ୍ବା ଚାନ୍ଦ୍‌ନୀଚୌକ,...

ବିଶ୍ୱବିଦ୍ୟାଳୟରେ ପ୍ରଦାନ କରାଯାଉଥିବା ଶିକ୍ଷା ସମାଜରେ ହୋଇଥାଏ ପ୍ରତିଫଳିତ: ପ୍ରଧାନ ବିଚାରପତି

ନାଗପୁର,୧୮।୧: ବିଶ୍ୱବିଦ୍ୟାଳୟ ଇଟା ଏବଂ ସିମେଣ୍ଟରେ ନିର୍ମାଣ କରାଯାଇଥିବା ଏକ ଉତ୍ପାଦନ କେନ୍ଦ୍ର ନୁହେଁ। ଏଠାରେ ପ୍ରଦାନ କରାଯାଉଥିବା ଶିକ୍ଷା ହିଁ ପରବର୍ତ୍ତୀ ସମୟରେ ଶିକ୍ଷାର୍ଥୀଙ୍କ...

ଭାରତ-ଚାଇନା ସଂଘର୍ଷର ସାଟେଲାଇଟ ଫଟୋ ଭାଇରାଲ୍‌

ନୂଆଦିଲ୍ଲୀ,୧୩।୧୨: ପୂର୍ବ ଲଦାଖକୁ ଲାଗିଥିବା ଏଲଏସି ଉପରେ ଥିବା ଟେନସନ ଏପର୍ଯ୍ୟନ୍ତ ଶେଷ ହୋଇ ନ ଥିବାବେଳେ ଚାଇନା ଏବେ ଅରୁଣାଚଳ ପ୍ରଦେଶରେ ମଧ୍ୟ ଅନୁପ୍ରବେଶ...

Advertisement
Archives

Model This Week