ଗାଡ଼ିରୁ ଖସି ଯୁବକ ମୃତ

ଗୁଣପୁର, ୭।୧୦(ଡି.ଏନ୍‌.ଏ.)-ରାୟଗଡ଼ା ଜିଲା ଗୁଣପୁର ବ୍ଲକ ବନ୍ଧୁଗୁଡା ନିକଟରେ ସୋମବାର ଚଳନ୍ତା ଗାଡ଼ିରୁ ଖସପଡି ଜଣେ ଯୁବକ ପ୍ରାଣ ହରାଇଛନ୍ତି। ସେ ହେଲେ ଗଜପତି ଜିଲା ସେରଙ୍ଗ ଥାନା ଅଧୀନ ବାଇଝଲ ଗାଁର ଇଶକ କାର୍ଜି(୩୫)। ପ୍ରକାଶ ଯେ, ବାଇଝଲରୁ ଏକ ମ୍ୟାକ୍ସ ପିକ୍‌ଅପ ଗାଡ଼ି ଗୁଣପୁର ଆସୁଥିଲା। ଇଶକ ସେଥିରେ ଆସୁଥିଲେ। ହଠାତ୍‌ ବନ୍ଧୁଗୁଡ଼ା ନିକଟରେ ସେ ଗାଡ଼ିରୁ ଖସି ପଡିଥିଲେ। ଫଳରେ ଇଶକଙ୍କ ପଛମୁଣ୍ଡ ମାଡ଼ ହୋଇଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଗୁଣପୁର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଇଶକଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ମା’, ଝିଅଙ୍କ ଜୀବନ; ବାପା ଗୁରୁତର

ବରଗଡ଼ ଅଫିସ,୨୧।୧: ବରଗଡ଼ ଜିଲା ଭେଡେନ ବ୍ଲକ ବୁର୍ଦ୍ଦା ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି ବୋଝେଇ ଟ୍ରାକ୍ଟର ଓ...

ପ୍ରାଚୀପ୍ରଜ୍ଞା ପିଏନ୍‌ କଲେଜ ଟପ୍ପର

ଖୋର୍ଦ୍ଧା ଅଫିସ,୩୧ା୧୦: ଖୋର୍ଦ୍ଧା ପ୍ରାଣନାଥ (ପିଏନ୍‌) ସ୍ବୟଂଶାସିତ ମହାବିଦ୍ୟାଳୟର ଦ୍ୱାଦଶତମ ସ୍ନାତକ(+୩) ୨୦୧୭-୨୦୨୦ ଶିକ୍ଷାବର୍ଷର ବାର୍ଷିକ ଫଳ ଶନିବାର ପ୍ରକାଶ ପାଇଛି। ଏଥିରେ ମୋଟ୍‌ ପାସ୍‌ ହାର...

CORONAVIRUS UPDATE: ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୩

ଭୁବନେଶ୍ୱର,୨୬।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ...

ପୋଲିସ୍‌ ଏନ୍‌କାଉଣ୍ଟର: ୨ ଦୁର୍ଦ୍ଦାନ୍ତ ଅପରାଧୀ ଭେଲୁ, ମିଟୁନା ଆହତ

କେନ୍ଦ୍ରାପଡ଼ା ଅଫିସ/ ମାର୍ଶାଘାଇ(ଡି.ଏନ୍‌.ଏ.), ୫ା୧୦: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଅଙ୍ଗୁଳାଇ ରାସ୍ତାର ପିଏନ୍‌ କଲେଜ ସମ୍ମୁଖ ରାସ୍ତାରେ ପୋଲିସ ଏନ୍‌କାଉଣ୍ଟରରେ ଦୁଇ ଦୁର୍ଦ୍ଦାନ୍ତ ଅପରାଧୀ ଶୁକ୍ରବାର...

ଏଣିକି ଶନିବାର ମିଳିବ ଜଗା ଦର୍ଶନ: ବଢ଼ିଲା ସମୟ ଅବଧି

ପୁରୀ ଅଫିସ,୮।୯: ଏଣିକି ଶ୍ରୀମନ୍ଦିର ଶନିବାର ଖୋଲା ରହିବ। ଦୈନିକ ଦର୍ଶନ ଅବଧି ମଧ୍ୟ ୨ ଘଣ୍ଟା ବୃଦ୍ଧି ହେବ। ଶ୍ରଦ୍ଧାଳୁ ପ୍ରତିଦିନ ସକାଳ ୭ଟାରୁ...

ମଦ ଦୋକାନ ବନ୍ଦ ଲାଗି ଅଣ୍ଟା ଭିଡିଲେ ମହିଳା

ଆସିକା,୧୭।୫(ଡି.ଏନ୍‌.ଏ.)- ଆସିକା ବ୍ଲକ ହରିଡାପଦର ଗ୍ରାମର ଅସବର୍ଣ୍ଣ ବସ୍ତିରେ ଏକ ଚୋରା ମଦ ଦୋକାନକୁ କେନ୍ଦ୍ର କରି ଶୁକ୍ରବାର ସମ୍ପୃକ୍ତ ବସ୍ତିରେ ତୀବ୍ର ଉତ୍ତେଜନା ପ୍ରକାଶ...

ଭୁଷଣ୍ଡେଶ୍ୱର ମନ୍ଦିର ନିର୍ମାଣ ଶୁଭାରମ୍ଭ: ଖର୍ଚ୍ଚ ହେବ ୧୨ରୁ ୧୫କୋଟି ଟଙ୍କା

ଭୋଗରାଇ, ୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୁବର୍ଣ୍ଣରେଖା ନଦୀ ତଟରେ ଅବସ୍ଥିତ ଏସିଆର ସର୍ବବୃହତ୍‌ ଶିବଲିଙ୍ଗ ଭୁଷଣ୍ଡେଶ୍ୱର ମନ୍ଦିର ଦୀର୍ଘବର୍ଷ ଧରି ଧରାଶାୟୀ ହୋଇଛି। ଏଥିପାଇଁ...

କାଳ ହେଲା ଫାଇନାନ୍ସ ଟଙ୍କା: ମହିଳାଙ୍କ ମୃତ୍ୟୁ, ଗ୍ରାମରେ ଉତ୍ତେଜନା

ଜଗତ୍‌ସିଂହପୁର ଅଫିସ, ୧୬ା୯: ଜଗତ୍‌ସିଂହପୁର ଥାନା ଅଧୀନ ଚାଟଣା (ଗନ୍ତ) ଗ୍ରାମରେ ରବିବାର ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସେ...

Advertisement


Archives

Model This Week