ଗାଡ଼ି ଡ୍ରାଇଭିଂ କରି ପ୍ରବାସୀ ଶ୍ରମିକଙ୍କୁ ନେଲେ ମନ୍ତ୍ରୀ

ସୋହେଲା, ୬ା୫(ଡି.ଏନ.ଏ.)-ବୌଦ୍ଧ, ସୋନପୁର, କଣ୍ଟାମାଳର ୧୨ଜଣ ଶ୍ରମିକ ଉତ୍ତର ପ୍ରଦେଶର ସିକନ୍ଦରାବାଦକୁ କାମ କରିବାକୁ ଯାଇଥିଲେ। ସେମାନେ ଏକ ଟ୍ରକ ଉପରେ ମଙ୍ଗଳବାର ଘରକୁ ଫେରୁଥିଲେ। ଫେରିବା ବାଟରେ ସୋହେଲା ନିକଟ ଲୁହୁରାଚଟିରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ସେମାନଙ୍କୁ ଭେଟିଥିଲେ । ମନ୍ତ୍ରୀ ସେମାନଙ୍କ ପାଇଁ ଖାଇବା, ପିଇବା ବ୍ୟବସ୍ଥା କରିଥିଲେ । ଏହା ସହିତ ଏକ ପିକ୍‌ଅପ୍‌ ଭ୍ୟାନରେ ନିଜେ ଗାଡ଼ି ଚଲାଇ ମନ୍ତ୍ରୀ ସିଂ ସେମାନଙ୍କୁ ସେମାନଙ୍କ ଘରକୁ ଛାଡ଼ିବାକୁ ଯାଇଥିଲେ । ପ୍ରବାସୀ ଶ୍ରମିକଙ୍କ ପ୍ରତି ମନ୍ତ୍ରୀଙ୍କ ଏଭଳି ବଦାନ୍ୟତା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri