କେନ୍ଦୁଝର, ୨୩।୫( ସ୍ବ.ପ୍ର.)-କେନ୍ଦୁଝରରେ ଜାଲ ଗାଡି ପାସ ଓ କ୍ୱାରାଣ୍ଟାଇନ ପାସ ପ୍ରସ୍ତୁତ କରି ଲୋକଙ୍କୁ ଠକିବା ଅଭିଯୋଗରେ ଟାଉନ ଥାନା ପୋଲିସ ଶୁକ୍ରବାର ଜଣେ ଜେରକ୍ସ ଦୋକାନୀ ସମେତ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ସେମାନଙ୍କ ଠାରୁ ଦଶ ହଜାର ଟଙ୍କା, କମ୍ପ୍ୟୁଟର ଏବଂ ଏସ୍ପିଙ୍କ ନାମରେ ଷ୍ଟାମ୍ପ ଜବତ କରିଛି। ଏମଡି. ପରଭେଜ ଆଲାମଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି।
Posted inଆମ ଜିଲା ଖବର, କେନ୍ଦୁଝର View All

୮ରେ ପୁରୀ ଡିଭିଜନରେ ପକ୍ଷୀ ଗଣନା
ପୁରୀ ଅଫିସ, ୫।୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ଆସନ୍ତା ୮ତାରିଖରେ ପକ୍ଷୀ ଗଣନା କରାଯିବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ରାଜ୍ୟର ବିଭିନ୍ନ ଡିଭିଜନରେ...

ସଧବା ପାଉଛନ୍ତି ବିଧବା ଭତ୍ତା : ଯୁବକ ହାତଉଛନ୍ତି ବାର୍ତ୍ତକ୍ୟ ଭତ୍ତା, କାର୍ଯ୍ୟାନୁଷ୍ଠାନ ଦାବି
ହାଟଡିହୀ,୧୫ା୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅନ୍ତର୍ଗତ ୩୧ଟି ପଞ୍ଚାୟତ ମଧ୍ୟରୁ ଅଧିକାଂଶରେ ଆଜକୁ ୯ବର୍ଷରୁ ଊର୍ଦ୍ଧ୍ୱ ହେବ କିଛି ସଧବା ମିଛ ପ୍ରମାଣପତ୍ର ଦର୍ଶାଇ...

ଚାନ୍ଦିପୁର ବେଳାଭୂମିରେ ସଫେଇ: ଜିଲାପାଳ, ଏସ୍ପି ଓ ଛାତ୍ରୀଛାତ୍ର ସାମିଲ
ବାଲେଶ୍ୱର ଅଫିସ, ୨୩।୧୨: ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ବର୍ଣ୍ଣିମ ବେଳାଭୂମିରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନେତୃତ୍ୱରେ ଜିଲା ପ୍ରଶାସନ ଓ ହୋଟେଲ ଆସୋସିଏଶନର ମିଳିତ...

ମୁଖ୍ୟମନ୍ତ୍ରୀଙ୍କ ରିଲଫ ପାଣ୍ଠିକୁ ୨୫ ହଜାର ସହାୟତା
ବାରିପଦା ଅଫିସ, ୭ା୪- ମହାମାରୀ କରୋନା ମୁକାବିଲା ପାଇଁ ବାରିପଦାର ବାସିନ୍ଦା ତଥା ଓଡ଼ିଶା ପ୍ରଶାସନିକ ସେବାର ଅବସରପ୍ରାପ୍ତ ଅଧିକାରୀ ବୈଦ୍ୟନାଥ କର ମୁଖ୍ୟମନ୍ତ୍ରୀଙ୍କ ରିଲିଫ...

କରୋନା ସଂକ୍ରମଣ ପ୍ରତିହତ ଲାଗି ଡବେରୀରେ ଗାଡ଼ିମୋଟର ଯାଞ୍ଚ
ଦାରିଙ୍ଗବାଡ଼ି,୧୯।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପକ୍ଷରୁ ମିଳିତ ଭାବେ ଡବେରୀଠାରେ ବ୍ଲକିଂ କରି କଡ଼ାକଡ଼ି ଭାବେ ଗାଡ଼ିମୋଟର ଯାଞ୍ଚ କରାଯାଉଛି। ରାଜ୍ୟ ବାହାରୁ ବିଶେଷକରି...

ଚିକିତ୍ସାରେ ଅବହେଳାରୁ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ
ନୟାଗଡ଼ ଅଫିସ,୧।୫: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୟାଗଡ଼ ବ୍ଳକ ଜୟପୁର ଗାଁର ମଞ୍ଜୁ ମହାରଣା(୬୦) ନାମକ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ...

ବଜ୍ରପାତରେ ଜଣେ ମୃତ, ଜଣେ ଗୁରୁତର
ଢେଙ୍କାନାଳ ଅଫିସ,୨ା୬-ଢେଙ୍କାନାଳ ଜିଲା ସଦର ଥାନା ସିମିନଇ ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ଅଭୟ ପରିଡା(୪୦)ଙ୍କ ମୃତ୍ୟୁ ହୋଇଛି। ସେହିପରି ଅଭିଷେକ ମହାରଣା(୧୯)ନାମକ ଜଣେ...

କପଡ଼ା ଘେର ଭିତରେ ଉତ୍କଳମଣି
ପୁରୀ ଅଫିସ,୧୫।୯: କିଛିଦିନ ତଳେ ମେଘନାଦ ପାଚେରି କଡରୁ ସମସ୍ତ ନିର୍ମାଣକୁ ପ୍ରଶାସନ ଉଚ୍ଛେଦ କରିଥିଲା। ତେବେ ଏହି ଉଚ୍ଛେଦ ବେଳେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ...