ଗାଡ଼ି ପାସ୍‌ ନବୀକରଣ ଅନାବଶ୍ୟକ, ଖୋଲା ରହିବ ଟାୟାର ମରାମତି ଦୋକାନ: ପୋଲିସ କମିଶନର

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ଲକ୍‌ଡାଉନ୍‌ ପାଇଁ କମିଶନରେଟ ପୋଲିସ ପକ୍ଷରୁ ଜାରି ହୋଇଥିବା ସମସ୍ତ ଗାଡ଼ି ପାସ୍‌ ନବୀକରଣର ଆବଶ୍ୟକତା ନାହିଁ। କରୋନା (କୋଭିଡ-୧୯) ସ୍ଥିତିର ସୁଧାର ନ ଆସିବା ପର୍ଯ୍ୟନ୍ତ ଏହି ପାସ୍‌ ବୈଧ ରହିବ। ଏ ନେଇ ସୋମବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଟୁଇଟ୍‌କରି ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ, ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ଜାରି ହୋଇଥିବା ସବୁ ଗାଡି ପାସ୍‌ର ଆଉ ନବୀକରଣ ଆବଶ୍ୟକତା ନାହିଁ। ନବୀକରଣ ପାଇଁ ପୋଲିସ ପାଖକୁ ନ ଆସିବା ଲାଗି ସେ ସ୍ପଷ୍ଟ କରିଛନ୍ତି।
ସେହିପରି ଆଉ ଏକ ଟୁଇଟ୍‌ କରି ପିସି କହିଛନ୍ତି ଯେ, ପେଟ୍ରୋଲ ପମ୍ପ ନିକଟରେ ଥିବା ସବୁ ଟାୟାର ମରାମତି ଦୋକାନ ଖୋଲା ରହିବ। କେବଳ ଜରୁରି ସ୍ଥିତି ପାଇଁ ଖୋଲା ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌: ନିୟମ ମାନୁନାହାନ୍ତି ଅନେକ ଶୋ’ରୁମ୍‌ ମାଲିକ

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଆତଙ୍କବାଦ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସମଗ୍ର ଦେଶରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବାକୁ ସବୁ ରାଜ୍ୟକୁ ପରାମର୍ଶ ଦେଇଛନ୍ତି। ଓଡ଼ିଶାରେ...

ମକର ସଂକ୍ରାନ୍ତିରେ ଖୋର୍ଦ୍ଧା ଉପଖଣ୍ଡର ସମସ୍ତ ଦେବାଳୟରେ ୧୪୪ ଧାରା

ଖୋର୍ଦ୍ଧା ଅଫିସ,୧୪ା୧: ଖୋର୍ଦ୍ଧା ଗ୍ରାମାଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ପବିତ୍ର ମକର ସଂକ୍ରାନ୍ତିରେ ସମସ୍ତ ଦେବାଳୟରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ...

ଛାତ୍ର ନେତା ଇତିଶଙ୍କ ସମେତ ୨ ଗିରଫ

ଭୁବନେଶ୍ୱର,୧୧।୧(ବ୍ୟୁରୋ): କଂଗ୍ରେସ ଭବନରେ ପେଟ୍ରୋଲ ପକାଇ ନିଆଁ ଲଗାଇବା ଘଟଣାରେ କ୍ୟାପିଟାଲ ଥାନା ପୋଲିସ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ...

ଘର ଆଗରେ ଭାସୁଛି ଡ୍ରେନ୍‌ ପାଣି

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଘର ଆଗରେ ଭାସୁଛି ଡ୍ରେନ୍‌ ପାଣି। ଘରୁ ଗୋଡ଼ କାଢିଲେ ଅପରିଷ୍କାର ପାଣି ଭିତରେ ପାଦ ପକାଇବାକୁ ପଡୁଛି। ଡ୍ରେନ୍‌ ପାଣି ପାଇଁ ମଶାଙ୍କ...

ଆଜିଠୁ ଖୋଲିବ ପ୍ଲାନେଟାରିୟମ

ଭୁବନେଶ୍ୱର,୮।୨(ବ୍ୟୁରୋ): ଆଜି ଠାରୁ ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମ, ବୁର୍ଲା ଡ.ଏପି.ଜେ ଅବଦୁଲ କଲାମ ପ୍ଲାନେଟାରିୟମ ଏବଂ ଖଣ୍ଡପଡା ପଠାଣି ସାମନ୍ତ ସଂଗ୍ରହାଳୟ ଖୋଲିବ ।...

‘କମ୍‌ ଲୋକ ପୁରାଣ ପଢ଼ନ୍ତି’

ପିଲାଟି ଦିନରୁ ପୁରାଣ ଉପରେ ଥିଲା ତାଙ୍କର ବିଶେଷ ଆଗ୍ରହ। ତେଣୁ ପାଠ ପଢ଼ିବା ସମୟରୁ ସେ ପୌରାଣିକ ବିଷୟବସ୍ତୁ ଉପରେ ଲେଖାଲେଖି ଆରମ୍ଭ କରିଦେଇଥିଲେ।...

ଆଜି ସୁନାବେଶ: ରାତି ୧୨ ଯାଏ ଦର୍ଶନ

ପୁରୀ ଅଫିସ,୧୦।୭:  ଆଜି ମହାପ୍ରଭୁଙ୍କ ସୁନାବେଶ। ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧାମୂର୍ତ୍ତି। ନିର୍ଦ୍ଧାରିତ ନୀତିକାନ୍ତି ଅନୁଯାୟୀ ଠାକୁରମାନଙ୍କ ସୁନାବେଶ ସମ୍ପାଦନ...

ଶ୍ରୀମନ୍ଦିର ସେବାୟତଙ୍କୁ ସ୍ବାସ୍ଥ୍ୟବୀମା

ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ସହ ସମ୍ପୃକ୍ତ ସେବାୟତଙ୍କୁ ସ୍ବାସ୍ଥ୍ୟବୀମା ସୁବିଧା ମିଳିବ। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ନ୍ୟୁ ଇଣ୍ଡିଆ...

Advertisement
Archives

Model This Week