ପୋଲିସ ସାଇରନ୍‌ ଶୁଣି ଦୌଡ଼ିବା ବେଳେ ତଳେ ପଡ଼ି ଜଣଙ୍କ ଜୀବନ ଗଲା

ବେଗୁନିଆପଡ଼ା,୧୨ା୪(ଡି.ଏନ୍‌.ଏ.): ବର୍ତ୍ତମାନ ପୋଲିସ ସାଇରନ ଲୋକଙ୍କ ମନରେ ଛନକା ସୃଷ୍ଟି କରିଛି। ଏହି ସାଇରନ୍‌ ଶୁଣି କନ୍ଧମାଳ ଜିଲା ବେଗୁନିଆପଡ଼ା ଫାଣ୍ଡି ଅନ୍ତର୍ଗତ ଖଣ୍ଡିଆନଈ ପଞ୍ଚାୟତର ତିରିଡ଼ା ଗ୍ରାମରେ ରବିବାର ଜଣଙ୍କର ମୃତ୍ୟୁ ଘଟିଛି।
ପ୍ରାପ୍ତ ସୂଚନାନୁଯାୟୀ, ଉକ୍ତ ଗ୍ରାମର କୃଷ୍ଣ ବେହେରା ରବିବାର ଅପରାହ୍ନରେ ଘରଠାରୁ କିଛି ଦୂରରେ ବସିଥିଲେ। ଠିକ୍‌ ଏହି ସମୟରେ ସାହି ଦେଇ ଏକ ଆମ୍ବୁଲାନ୍ସ ସାଇରନ୍‌ ଦେଇ ଯିବା ବେଳେ ପୋଲିସ ଗାଡ଼ି ଆସୁଥିବା ଭାବି ସେ ଘରକୁ ଦୌଡ଼ି ଯାଇଥିଲେ। ଫଳରେ ଏକ ପାଣି ବୋତଲ ଉପରେ ତାଙ୍କର ଗୋଡ଼ ପଡ଼ିଯିବା ସହ ସେ ତଳେ ପଡ଼ିଯାଇଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ଖଲ୍ଲିକୋଟ ମେଡିକାଲକୁ ନିଆଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। କୃଷ୍ଣ ହୃଦରୋଗୀ ଥିଲେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri