ଗାଡି ଧକ୍କାରେ ଜଣଙ୍କ ଜୀବନ ଗଲା

ବଡ଼ବିଲ, ୧୨।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଏନ୍‌ଏଚ ୫୨୦ର ରୋଇଡା ଛକ ନିକଟରେ ଶନିବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଯଶବିନ୍ଦର ସିଂ ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ତାଙ୍କ ଘର ବଲାଣି ଥାନା ଅଞ୍ଚଳରେ। ଯୋଡ଼ା ଅଭିମୁଖେ ଯିବାକୁ ଲିଫ୍ଟ ମାଗୁଥିବାବେଳେ ଏକ ଅଜଣା ଗାଡି ଧକ୍କାରେ ତାଙ୍କର ମୃତ୍ୟୁ ଘଟିଥବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ପୋଲିସ ଘଟଣାସ୍ଥଳରୁ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ବଦଳି ଆଦେଶ ପ୍ରତ୍ୟାହାର ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ: ବରଗଡ଼-ଛତିଶଗଡ଼ ଯାତାୟତ ବିଚ୍ଛିନ୍ନ

ବରଗଡ଼ ଅଫିସ/ଅମ୍ବାଭୋନା,୩୧।୮: ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା. ହିତାକାଂକ୍ଷୀ ପ୍ରଧାନଙ୍କୁ ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ...

ରଙ୍ଗ୍‌ ନମ୍ବରରୁ ପ୍ରେମ, ବ୍ଲାକମେଲିଂ

ପଦ୍ମପୁର, ୪।୪: ଯୁବତୀଙ୍କୁ ବ୍ଲାକମେଲିଂ କରୁଥିବା ଅଭିଯୋଗରେ ଭଦ୍ରକ ବ୍ଲକ ସାବରଙ୍ଗ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ବନ୍ତ ଥାନା ଅଧୀନ...

ବୃଦ୍ଧ ଦମ୍ପତିଙ୍କ ଘରୁ ନଗଦ ଟଙ୍କା, ସୁନା ଅଳଙ୍କାର ଚୋରି

ଭବାନୀପାଟଣା,୨୮।୧: କଳାହାଣ୍ଡି ଜିଲା ନର୍ଲା ଥାନା ଅଧୀନ ଇନ୍ଦ୍ରମାଲ ଗ୍ରାମର ଜଣେ ବୃଦ୍ଧ ଦମ୍ପତିଙ୍କ ଘରୁ ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର ଚୋରି ହୋଇଥିବା...

ନବୀନ ନିବାସ ଅଭିମୁଖେ ଦଣ୍ଡବତ ଯାତ୍ରା

ସମ୍ବଲପୁର,୧୯ା୧୦(ବ୍ୟୁରୋ): ସରକାର ୩ମାସ ସମୟ ଦେଇଥିଲେ। ହେଲେ ବର୍ଷେ ବିତିଥିଲେ ବି ପ୍ରତିଶ୍ରୁତି ପୂରଣ କଲେନି। ଶେଷରେ ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି ଓଡ଼ିଶା ଡ୍ରାଇଭର...

ଲୋକଙ୍କୁ ଚାଲାଣ, ପୋଲିସକୁ ମାଫ୍‌

ବ୍ରହ୍ମପୁର ଅଫିସ୍‌,୧।୩: ବ୍ରହ୍ମପୁର ସହରରେ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯାଇ ଟ୍ରିପଲ୍‌ ରାଇଡିଂ ଓ ମୋବାଇଲ୍‌ ଫୋନ୍‌ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ଏଥିସହ...

କାଦୋ ସରସର ଖାଲଢ଼ିପ ରାସ୍‌ତା: ପଲ୍‌ହା ରୁଇ ପରତିବାଦ ଜନାଲେ ଗଁ।ର ମହିଲା

  ବିନିକା,୨୦।୮(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଁଚେତ୍‌ ଅଧୀନ ତିଲେଇମାଲ ଗଁ। ର ମହିଲାମାନେ କାଦୋ ସରସର ରାସ୍‌ତାରେ ପଲ୍‌ହା ରୁଇ ଥାନୀୟ...

ସହାୟତା ଦେଲେ କେନ୍ଦ୍ରମନ୍ତ୍ରୀ

ସୋର,୪ା୫(ଡି.ଏନ.ଏ.)-କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ଲକ୍‌ଡାଉନ୍‌ ସମୟରେ ଅସହାୟ, ଗରିବ ଲୋକଙ୍କୁ ସହାୟତା ପ୍ରଦାନ କରିଛନ୍ତି। ସେ ୫୬ ବସ୍ତା ଚାଉଳ, ୪୦୦ ପ୍ୟାକେଟ୍‌ ଶୁଖିଲା...

ଲୋ-ଭୋଲ୍‌ଟେଜ ସମସ୍ୟା ଅନୁଧ୍ୟାନ

ଚମ୍ପୁଆ,୨ା୬(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ଚନ୍ଦ୍ରଶେଖରପୁର ପଞ୍ଚାୟତର ଲକ୍ଷ୍ମୀପଶି ଅଞ୍ଚଳରେ ଦୀର୍ଘଦିନ ଧରି ଲୋ-ଭୋଲ୍‌ଟେଜ ସମସ୍ୟା ଲାଗି ରହିଥିଲେ ମଧ୍ୟ ଏହାର ପ୍ରତିକାର...

Advertisement
Archives

Model This Week