ଗାଧୋଇବାକୁ ଯାଉଥିବାବେଳେ ଯୁବକଙ୍କୁ ଶୁଣ୍ଢରେ କଚାଡ଼ି ଦେଲା ହାତୀ

ରାସୋଳ,୧୧।୭(ଡି.ଏନ.ଏ.)-ଢେଙ୍କାନାଳ ବନଖଣ୍ଡ ହିନ୍ଦୋଳ ବନାଞ୍ଚଳ ବାବନ୍ଧ ସେକ୍ସନ ଅଧୀନ କାଦୁଆମଡା ଗ୍ରାମର ପ୍ରଫୁଲ ନାୟକ ଗୁରୁବାର ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି।
ସେ ଅପରାହ୍ନରେ ଗ୍ରାମ ନିକଟସ୍ଥ ବେଗାନାଳକୁ ଗାଧୋଇବା ପାଇଁ ଯାଉଥିବାବେଳେ ଏକ ହାତୀ ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ସ୍ଥାନୀୟବାସିନ୍ଦା ତାଙ୍କୁ ଉଦ୍ଧାର କରି ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶୁକ୍ରବାର ତାଙ୍କ ମୃତଦେହ ବ୍ୟବଚ୍ଛେଦ ହେବ। ସରକାରୀ ସହାୟତା ଅନୁସାରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଯୋଗାଇ ଦିଆଯିବ ବୋଲି ବାବନ୍ଧ ଫରେଷ୍ଟର ପ୍ରଶାନ୍ତ କୁମାର ପାଣିଗ୍ରାହୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାନୁଷ୍ଠାନ ପୃଥକୀକରଣ ପ୍ରସ୍ତୁତି

ଢେଙ୍କାନାଳ ଅଫିସ, ୪।୩ – ଢେଙ୍କାନାଳ ଜିଲାରେ ପ୍ରସ୍ତାବିତ ଶିକ୍ଷାନୁଷ୍ଠାନ ପୃଥକୀକରଣ କାର୍ଯ୍ୟ ଲାଗି ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଜିଲା ସଦ୍‌ଭାବନା...

ବର୍ଜ୍ୟବସ୍ତୁରୁ ବଗିଚା

କାମାକ୍ଷାନଗର, ୧୭।୧(ଡି.ଏନ୍‌.ଏ.) ଅଗଣାରେ ହସୁଛି ରଙ୍ଗବେରଙ୍ଗ ଫୁଲ। କେଉଁଠି ସେବତୀ, ଗେଣ୍ଡୁ, ସଦାବିହାରୀ ତ ଆଉ କେଉଁଠି ଡାଲିଆ, ବରବିନା, ଦାଇଁଥସ୍‌, ପେଟୁନିଆ, ଇମ୍ପ୍ରେସନ, ଜେର୍‌ବେରା,...

ଢେଙ୍କାନାଳ ଜିଲାରେ ବିପର୍ଯ୍ୟସ୍ତ ଶିକ୍ଷା : ୧୦୮ ହାଇସ୍କୁଲରେ ନାହାନ୍ତି ପ୍ରଧାନ ଶିକ୍ଷକ

ଢେଙ୍କାନାଳ ଅଫିସ, ୬।୭ – ଢେଙ୍କାନାଳ ଜିଲାରେ ଶିକ୍ଷା ବ୍ୟବସ୍ଥା ରସାତଳଗାମୀ ହେବାରେ ଲାଗିଛି। ଭିତ୍ତିଭୂମି ଥିବା ସତ୍ତ୍ୱେ ଶିକ୍ଷକ ଅଭାବ ଏବେ ଶିକ୍ଷା ପ୍ରଗତିରେ...

କାଦୁଅରେ ପଡ଼ି ୨ହାତୀ ଛଟପଟ

ପରଜଙ୍ଗ, ୨୭।୧୨(ଡି.ଏନ୍‌.ଏ.)  ବେଆଇନ ଇଟାଭାଟି ପାଇଁ ଜଙ୍ଗଲାଞ୍ଚଳରେ ଖୋଳାଯାଇଥିଲା ମାଟି। ଆଉ ଏହାଦ୍ୱାରା ସୃଷ୍ଟି ହୋଇଥିବା କାଦୁଅ ଭର୍ତ୍ତି ଗାତରେ ପଡ଼ି ୨ଦିନ ହେଲା ଛଟପଟ ହେଉଛନ୍ତି...

ଡାଇଭର୍ସନ ରାସ୍ତା ଧୋଇଗଲା; ୪ ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ

ଢେଙ୍କାନାଳ ଅଫିସ, ୧୯ା୮: ଢେଙ୍କାନାଳ-ବଣସିଂହ ପୂର୍ତ୍ତ ବିଭାଗ ରାସ୍ତାର ଖମାର ନିକଟରେ ପ୍ରବାହିତ ଧୋବଣିଗାଡ଼ିଆ ନାଳ ଉପରେ ନିର୍ମାଣାଧୀନ ପୋଲ ସଂଲଗ୍ନ ଡାଇଭର୍ସନ ରାସ୍ତା ଲଗାଣ ବର୍ଷାରେ...

୧୮,୦୩୬ ପ୍ରକଳ୍ପକୁ ଅନୁମୋଦନ

ଢେଙ୍କାନାଳ ଅଫିସ, ୯।୩: ରାଜ୍ୟ ସରକାର ଚାଷୀ ଓ ଚାଷର ବିକାଶ ଲାଗି ଫୋକସ କରୁଛନ୍ତି। କୃଷିକ୍ଷେତ୍ରରେ ଉତ୍ପାଦନ ଏବଂ ଚାଷୀଙ୍କ ଆୟ ବୃଦ୍ଧି ଲାଗି ଆମ...

ମଉଳିଲା ରଜମଉଜ

କାମାକ୍ଷାନଗର, ୧୬।୬(ଡି.ଏନ.ଏ.) – କରୋନା ଆସିବା ଦିନରୁ ଓଡ଼ିଆ ଘରର ସବୁ ପର୍ବପର୍ବାଣି ମଉଳିଯାଇଛି। ଜନସମାଗମ ଉପରେ କଟକଣା ଜାରି କରାଯାଇଥିବାରୁ ଏକାଠି ହୋଇ ଉତ୍ସବ...

ରଜ ପାଇଁ ଲାଗିଲା ୧୪୪ ଧାରା

ଢେଙ୍କାନାଳ ଅଫିସ, ୧୩।୬ – ରଜ ଉତ୍ସବ ଉପଲକ୍ଷେ ମନ୍ଦିର ଏବଂ ରଜପଡ଼ିଆରେ ଜନସମାଗମ ଆଶଙ୍କାରେ ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ...

Advertisement
Archives

Model This Week