ଗାଧୋଇବା ବେଳେ ଟିକ୍‌ଟକ୍‌ ଭିଡିଓ କରିବା ହେଲା କାଳ: ବାହ୍ମଣୀରେ ବୁଡ଼ିଗଲେ ଯୁବକ

ପଟ୍ଟାମୁଣ୍ଡାଇ,୧୬ା୬(ସ୍ବ.ପ୍ର.)- ଗାଧୋଉଥିବା ବେଳେ ମୋବାଇଲେ ଟିକଟକ୍‌ ଭିଡିଓ କରିବା କାଳ ହୋଇଛି। କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ ଅନ୍ତର୍ଗତ ନାହିଆଦିଆ ଗ୍ରାମରେ ଏଭଳି ଘଟଣା ଘଟିଛି। ସେଠାରେ ଥିବା ବାହ୍ମଣୀ ନଦୀରେ ବୁଡ଼ିି ଜଣେ ୨୫ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ କେନ୍ଦ୍ରାପଡ଼ା ଟାଉନ୍‌ ଅନ୍ତର୍ଗତ ଫକୀରାବାଦ ଅଞ୍ଚଳର ବୋଲି ଜଣାପଡ଼ିଛି । ସେ ୫ ଜଣ ସାଙ୍ଗଙ୍କସହ ନାହିଆଦିଆଗ୍ରାମସ୍ଥିତ ବାହ୍ମଣୀ ନଦୀକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ସେ ଟିକ୍‌ଟକ୍‌ ଭିଡିଓ କରିଥିଲେ। ମାତ୍ର ଅସାବଧାନତାବଶତଃ ନଦୀ ଭିତରେ ଜେସିବି ଖୋଳିଥିବା ଗାତରେ ଖସି ପଡ଼ିଥିଲେ। ଏହାଦେଖି ଅନ୍ୟ ସାଙ୍ଗମାନେ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ମାତ୍ର ଗୋଡ଼ ତଳକୁ ଖସିଯିବାରୁ ସମ୍ପୃକ୍ତ ଯୁବକ ପାଣିରେ ବୁଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ ତାଙ୍କ ମୃତଦେହ ଉଦ୍ଧାର କରି କେନ୍ଦ୍ରାପଡ଼ା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଜିଲାରେ ପ୍ରଥମ କରୋନା ଚିହ୍ନଟ : ଦାନଗହିର ୧୧ ଦିନ ସଟ୍ ଡାଉନ

ପୁରୀ ଅଫିସ,୪-୪_ପୁରୀ ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପିପିଲି ବ୍ଲକ ଦାନଗହିର ଗ୍ରାମର ଜଣେ ବ୍ୟକ୍ତି ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ...

ଜିଲାସ୍ତରୀୟ ଯୁବ ଉତ୍ସବ: ଉଦ୍‌ଘାଟନ କଲେ ଅତିରିକ୍ତ ଜିଲାପାଳ

ବରଗଡ଼ ଅଫିସ,୨।୧୨: ବରଗଡ଼ ଜିଲା ପ୍ରଶାସନ ତଥା ଜିଲା କ୍ରୀଡ଼ା ବିଭାଗ ପକ୍ଷରୁ ସୋମବାର ଜିଲାସ୍ତରୀୟ ଯୁବ ଉତ୍ସବ ଉଦଘାଟିତ ହୋଇଯାଇଛି। ସ୍ଥାନୀୟ ସୌଖୀନ ରଙ୍ଗମଞ୍ଚରେ...

ଲକ୍‌ଡାଉନ୍‌ ନ ମାନି ୨ ଗିରଫ, ବୋଲେରୋ ସହ ୬ ବାଇକ୍‌ ଜବତ

ଠାକୁରମୁଣ୍ଡା,୨୬।୩(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଦିଗରେ ରାଜ୍ୟ ଓ କେନ୍ଦ୍ର ସରକାର ମିଳିତ ଭାବରେ ପଦକ୍ଷେପ ଆରମ୍ଭ କରିଥିବା ବେଳେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା...

ମୁଖ୍ୟମନ୍ତ୍ରୀଙ୍କ ରିଲଫ ପାଣ୍ଠିକୁ ୨୫ ହଜାର ସହାୟତା

ବାରିପଦା ଅଫିସ, ୭ା୪- ମହାମାରୀ କରୋନା ମୁକାବିଲା ପାଇଁ ବାରିପଦାର ବାସିନ୍ଦା ତଥା ଓଡ଼ିଶା ପ୍ରଶାସନିକ ସେବାର ଅବସରପ୍ରାପ୍ତ ଅଧିକାରୀ ବୈଦ୍ୟନାଥ କର ମୁଖ୍ୟମନ୍ତ୍ରୀଙ୍କ ରିଲିଫ...

ଶ୍ରୀମନ୍ଦିରରେ କୃଷ୍ଣଲୀଳା ସମାପନ

ପୁରୀ ଅଫିସ,୨୯ା୮: ପ୍ରବଳ ପ୍ରତାପୀ କଂସ ବଧ ସହିତ ଶ୍ରୀମନ୍ଦିରରେ ଚାଲିଥିବା କୃଷ୍ଣଲୀଳା ପରିସମାପ୍ତି ଘଟିଛି। ଭାଦ୍ରବ ଶୁକ୍ଲ ଦଶମୀ ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ଶ୍ରୀନୀଳମାଧବ ଜୀଉଙ୍କ ପରିତ୍ୟକ୍ତ ଚନ୍ଦନ ପୋଖରୀ: ସମ୍ପନ୍ନ ହୋଇପାରିଲାନି ପୁନରୁଦ୍ଧାର କାର୍ଯ୍ୟ

ଖଣ୍ଡପଡା,୩୦।୬(ସ୍ବ.ପ୍ର.)-ଦୀର୍ଘଦିନ ଧରି ପରିତ୍ୟକ୍ତ ହୋଇ ପଡିରହିଥିବା ଶ୍ରୀ ନୀଳମାଧବ ଜୀଉଙ୍କ ଚନ୍ଦନ ପୋଖରୀ ପୁନରୁଦ୍ଧାର ହୋଇପାରିଲା ନାହିଁ। ପୋଖରୀ ପୁନରୁଦ୍ଧାର ଦାୟିତ୍ୱ ନୀଳମାଧବ ବିଦ୍ୟାପୀଠର ୬...

ନରହନ୍ତା ଦନ୍ତାର ଉଗ୍ରରୂପ:୯ ଘର ଭାଙ୍ଗିଲା, ରାତିସାରା ବର୍ଷାରେ ଭିଜିଲେ କ୍ଷତିଗ୍ରସ୍ତ

ପରଜଙ୍ଗ, ୧୮।୮(ଡି.ଏନ୍‌.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଅଧୀନ ଡିହଡୋଳ ଫରେଷ୍ଟ ସେକ୍ସନରେ ନରହନ୍ତା ଦନ୍ତା ତାଣ୍ଡବ ଚରମ ସୀମାରେ ପହଞ୍ଚତ୍ଛି। ଦାନ୍ତ କଟାଯିବା ପରେ କିଛି...

ସିଗାରେଟ୍‌ ପାଇଁ ଯୁବକଙ୍କୁ ହତ୍ୟା: ଗ୍ରାମବାସୀଙ୍କ ଆକ୍ରମଣରେ ୪ ଯୁବକ ଗୁରୁତର, ମୃତକଙ୍କୁ ନ୍ୟାୟ ଦାବିରେ ରାସ୍ତାରୋକୋ

ବାଲେଶ୍ୱର ଅଫିସ,୧୩।୨: ବାଲେଶ୍ୱର ସଦର ବ୍ଲକ ସାର୍ଥା ଗ୍ରାମରେ ସିଗାରେଟ ପାଇଁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ଘଟଣାରେ ଗ୍ରାମବାସୀଙ୍କ ପ୍ରତିଆକ୍ରମଣରେ ୪ଜଣ ଯୁବକ ଗୁରୁତର...

Coronavirus Update


Archives

Model This Week

Why Dharitri