Advertisement
Posted inଜାତୀୟ

ଗାନ୍ଦରବଲ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର ଗାନ୍ଦରବଲରେ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ନାରାନାଦ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ଘେରାବନ୍ଦୀ ଆରମ୍ଭ କରିଥିଲେ। ସର୍ଚ୍ଚଅପରେଶନ କରାଯାଇ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳିଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୬।୨: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ତୃତୀୟଥର ଲାଗି ରବିବାର ଶପଥ ନେଇଛନ୍ତି ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ। ଉପରାଜ୍ୟପାଳ ଅନିଲ ବେଜଲ ତାଙ୍କୁ...

ଥମୁନି ଦାଦନ ଯାତନା

ଠାଣେ/ଗାଜିଆବାଦ,୧୯ା୫: କରୋନା ମୁକାବିଲା ପାଇଁ ଲକ୍‌ଡାଉନ ଅବଧି ବଢ଼ିଚାଲିଥିବାବେଳେ ପ୍ରବାସୀ ଶ୍ରମିକମାନଙ୍କ ଯାତନାର ଅନ୍ତ ହେଉନାହିଁ। କାମଧନ୍ଦା ହରାଇ ଭୋକ ଉପାସରେ ଦୀର୍ଘଦିନ ବିତାଇବା ପରେ...

କେଜ୍‌ରିଓ୍ବାଲଙ୍କ ନାଁରେ ତ୍ରିରଙ୍ଗାକୁ ଅସମ୍ମାନ କରିଥିବା ଅଭିଯୋଗ ଆଣିଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୨୮।୫: କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ ତ୍ରିରଙ୍ଗାକୁ ଅସମ୍ମାନ କରିଥିବା ଅଭିଯୋଗ କରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଏବଂ...

ପାକିସ୍ତାନକୁ ଖୋଲା ଚେତାବନୀ ଦେଲେ ଅମରିନ୍ଦର

ଅମୃତସର,୧୫।୮: ସାରା ଦେଶରେ ୭୫ତମ ସ୍ବାଧୀନତା ଦିବସ ଧୂମଧାମରେ ପାଳନ କରାଯାଉଛି। ଏହି ଅବସରରେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଅମୃତସରରେ ତ୍ରିରଙ୍ଗା ଉତ୍ତୋଳନ...

ପ୍ରଚାର ମଇଦାନରେ କେଜ୍‌ରିଓ୍ବାଲଙ୍କ ସ୍ତ୍ରୀ, ଝିଅ

ଚଣ୍ଡିଗଡ଼,୧୦।୨: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚାଲିଛି। ବିଭିନ୍ନ ଦଳ ପ୍ରଚାର ପାଇଁ କୌଣସି ସୁଯୋଗ ହାତଛଡା କରିବାକୁ ଚାହୁଁନାହାନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ...

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଅଭିନେତା ମିଲିନ୍ଦ ସୋମନ

ନୂଆଦିଲ୍ଲୀ,୨୫ ।୮: ବଲିଉଡ ଅଭିନେତା ତଥା ମଡେଲ ମିଲିନ୍ଦ ସୋମନ ଦେଶର ଟପ ଆଥେଲେଟରେ ସାମିଲ ଅଛନ୍ତି । ନିଜର ଫିଟନେସକୁ ନେଇ ସେ ଖୁବ୍...

ହିମାଚଳ ପ୍ରଦେଶରୁ ଚିହ୍ନଟ ‘ମଙ୍କିପକ୍ସ’ ଆକ୍ରାନ୍ତଙ୍କ ନାହିଁ ଟ୍ରାଭେଲ୍‌ ହିଷ୍ଟ୍ରି

ସିମ୍‌ଲା,୩୦।୭: ହିମାଚଳ ପ୍ରଦେଶର ସୋଲାନ ଜିଲାରେ ଜଣେ ବ୍ୟକ୍ତି ‘ମଙ୍କିପକ୍ସ’ରେ ଆକ୍ରାନ୍ତ ହୋଇଥିବା ନେଇ ଶୁକ୍ରବାର ସ୍ବାସ୍ଥ୍ୟ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ବ୍ୟକ୍ତିଙ୍କ ନମୁନା...

ତାମିଲନାଡୁ ଅକ୍ସିଜେନ ଉତ୍ପାଦନ କଲେ ଆପତ୍ତି ନାହିଁ

ନୂଆଦିଲ୍ଲୀ,୨୪ା୪: ଅକ୍ସିଜେନ ଅଭାବରୁ ଲୋକେ ମରୁଛନ୍ତି। ତାମିଲନାଡୁ ସରକାର ଅକ୍ସିଜେନ ଉତ୍ପାଦନ ପାଇଁ ବେଦାନ୍ତର ଟୁଟିକୋରିନ ପ୍ଲାଣ୍ଟକୁ କାହିଁକି ହାତକୁ ନେଇପାରିବେ ନାହିଁ ବୋଲି ଶୁକ୍ରବାର...

Advertisement
Archives

Model This Week