Posted inଜାତୀୟ

ଗାନ୍ଦେରବଲ୍‌ରେ ସର୍ଚ୍ଚ ଅପରେଶନ୍‌: ୨ ହିଜିବୁଲ୍‌ ଆତଙ୍କବାଦୀ ଗିରଫ; ଏକେ-୪୭ ସହିତ ବହୁ ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରରେ ସର୍ଚ୍ଚ ଅପରେଶନ୍‌ ସମୟରେ ସୋମବାର ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସ୍ଥାନୀୟ ଗାନ୍ଦେରବଲ୍‌ ଅଞ୍ଚଳରୁ ୨ ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ଏକେ-୪୭ ସହିତ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା କୁହାଯାଉଛି। କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସୋମବାର ସକାଳେ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ପୋଲିସ ହେପାଜତରେ ଆତଙ୍କବାଦୀଙ୍କୁ ପଚରାଉଚରା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଗି କି ବିନା ବିଜୁଳିରେ ୧ ଘଣ୍ଟା କାମ କଲେ ଏହି ଆଇଏଏସ୍‌ ଅଫିସର, ଜାଣନ୍ତୁ କାହିଁକି?

ଲକ୍ଷ୍ନୌ,୧୧ା୯: ଆଇଏଏସ୍‌ ଅଫିସର ତଥା ଜିଲାପାଳ (ଡିଏମ୍‌) ଅଜୟ ଶଙ୍କର ପାଣ୍ଡେ ଗାଜିଆବାଦ ଅଫିସରେ ବିନା ବିଜୁଳିରେ ୧ ଘଣ୍ଟା କାମ କରିଛନ୍ତି। କାରଣ ସରକାରୀ...

ଆ-କା-ମା-ବୈ ଉଚ୍ଚାରଣରେ କମ୍ପିଲା ହାଇଦ୍ରାବାଦ

ହାଇଦ୍ରାବାଦ,୮।୧୧: ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇବା ପାଇଁ ପ୍ରତିବର୍ଷ କାର୍ତ୍ତିକ ପୂର୍ଣ୍ଣିମାରେ ପାଳନ ହୁଏ ବୋଇତ ବନ୍ଦାଣ ଉତ୍ସବ। ଏଥିପାଇଁ ମଙ୍ଗଳବାର ପୁରପଲ୍ଲୀରୁ ଆରମ୍ଭ...

ଗୋଟିଏ ମାସରେ ତୃତୀୟ ଥର ପାଇଁ ଥରିଲା ଦିଲ୍ଲୀ

ନୂଆଦିଲ୍ଲୀ,୧୦।୫: ଭାରତରେ କରୋନା ସଂକ୍ରମଣ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଦିଲ୍ଲୀରେ ଗୋଟିଏ ମାସ ମଧ୍ୟରେ ତୃତୀୟ ଥର ପାଇଁ ଭୂକମ୍ପ ଅନୁଭୂତ ହୋଇଛି।...

ରାଜସ୍ଥାନ-ଛତିଶଗଡ଼କୁ ନେଇ ଚର୍ଚ୍ଚା ଆରମ୍ଭ, ଚିନ୍ତାରେ ଗେହଲଟ-ବ।ଘେଲା …

ଜୟପୁର/ରାୟପୁର,୧୯।୯: କଂଗ୍ରେସ ହାଇକମାଣ୍ଡ ପଞ୍ଜାବରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ କରିଛନ୍ତି। ତେବେ ରାଜ୍ୟରେ ନୂଆ ମୁଖ୍ୟମନ୍ତ୍ରୀ ନେଇ ଅଙ୍କକଷା ଜାରି ରହିଛି। ଏବେ ସମସ୍ତଙ୍କ ଆଖି ରାଜସ୍ଥାନ...

ଅବଶିଷ୍ଟ ବୋର୍ଡ ପରୀକ୍ଷା ବାତିଲ ପାଇଁ କେନ୍ଦ୍ର, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ,୨୭ା୬(ପି.ଟି.): କରୋନା ମହାମାରୀ ଯୋଗୁ ବାକି ରହିଥିବା ବୋର୍ଡ ପରୀକ୍ଷା ବାତିଲ ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ସରକାର ଏବଂ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ...

ପାନ୍ଥର୍ସ ପାର୍ଟି ସୁପ୍ରିମୋ ଭୀମ ସିଂଙ୍କ ପରଲୋକ

ଶ୍ରୀନଗର,୩୧।୫: ଜମ୍ମୁ କଶ୍ମୀର ନ୍ୟାଶନାଲ ପାନ୍ଥର୍ସ ପାର୍ଟିର ସୁପ୍ରିମୋ ପ୍ରଫେସର ଭୀମ ସିଂଙ୍କ ଦେହାନ୍ତ ହୋଇଛି। ସେ ମଙ୍ଗଳବାର ସକାଳେ ଜମ୍ମୁର ବକ୍ସି ନାଗର ହସ୍ପିଟାଲରେ...

୧,୦୮୨ ପୋଲିସଙ୍କୁ ପଦକ…

ନୂଆଦିଲ୍ଲୀ, ୧୪।୮ : ସ୍ବାଧୀନତା ଦିବସ ଅବସରରେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ (ସିଏପିଏଫ) ଏବଂ ରାଜ୍ୟ ପୋଲିସର ୧,୦୮୨ ପୋଲିସ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଛି।...

ଅଡୁଆରେ ଅମୀର

ମୁମ୍ବାଇ: ବଲିଉଡ୍‌ର ପରଫେକ୍ଟନିଷ୍ଟ ଅମୀର ଖାନ୍‌ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ତେବେ ଆଗାମୀ ଫିଲ୍ମ ‘ଲାଲ୍‌ ସିଂ ଚଢ଼ା’କୁ ନେଇ ନୁହେଁ, ବରଂ ଦିଲ୍ଲୀ...

Advertisement
Archives

Model This Week