ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୁଅନ୍ତୁ ଯୁବବର୍ଗ

କଟକ ଅଫିସ, ୩ା୧୦: କଟକ ସ୍ବରାଜ ଆଶ୍ରମରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ମହାତ୍ମା ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଏମ୍‌ପି ଭର୍ତ୍ତୃହରି ମହତାବ, ବିଧାୟକ ଇଂ. ମହମ୍ମଦ ମୋକିମ ଯୋଗଦେଇ ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ କହିଥିଲେ। ଏହି ଅବସରରେ ଆରଏନ୍‌ଟିର ଶିକ୍ଷକ ଓ ଛାତ୍ରୀଛାତ୍ରମାନେ ମାଟିରେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିଥିଲେ। ଶିଳ୍ପୀ ରବିନାରାୟଣ ରଥ ନିର୍ମାଣ କୌଶଳ ଶିଖାଇଥିଲେ। ଏହି ଅବସରରେ ଗ୍ରାମ୍ୟ ସ୍ବରାଜକୁ ମଜଭୁତ କରିବାକୁ ଜିଲାପାଳ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ହାଇକୋର୍ଟରେ ବସିବ ସ୍ବତନ୍ତ୍ର ବେଞ୍ଚ

କଟକ ଅଫିସ,୬।୩: ଓଡ଼ିଶା ପୋଲିସ ଆନୁକୂଲ୍ୟରେ ‘ପୋଲିସରେ ମହିଳା’ ଶୀର୍ଷକ ଦିନିକିଆ ସମ୍ମିଳନୀ ଶୁକ୍ରବାର ଓଏସ୍‌ଏପି ଷଷ୍ଠ ବାଟାଲିୟନଠାରେ ଅନୁଷ୍ଠିତ ହେବ। ମହିଳା ପୋଲିସ ଅଧିକାରୀ...

ତୋରଣରେ ବ୍ରହ୍ମୋସ କ୍ଷେପଣାସ୍ତ୍ର

ବଅଁରପାଳ,୧୪।୯(ଡି.ଏନ.ଏ.): ମାତ୍ର ୩ ଦିନ ପରେ ବିଶ୍ୱକର୍ମା ପୂଜା। ଦେବଶିଳ୍ପୀଙ୍କୁ ଆରାଧନା ପାଇଁ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି। ନାଲ୍‌କୋନଗରରେ ଚାଲିଛି ଜୋର୍‌ଦାର ସାଜସଜ୍ଜା। ହାତରେ ଆଉ...

ଚାଇନା ଠକେଇ ର଼୍ୟାକେଟର ଭାରତୀୟ ମୁଖ୍ୟ ଗିରଫ

ଭୁବନେଶ୍ୱର,୧୬।୭ (ବ୍ୟୁରୋ): ଚାଇନା ନାଗରିକଙ୍କ ଦ୍ୱାରା ଭାରତ ସମେତ ବିଭିନ୍ନ ଦେଶରେ ହୋଇଥିବା ବଡ଼ଧରଣର ଲୋନ୍‌ ଆପ୍‌ ଠକେଇ ଓ ନିର୍ଯାତନା ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୫ ହଜାର ଟଙ୍କା ପ୍ରଦାନ

ଗୁଡଭେଲା,୨୪ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ଧାନଘରା ଗ୍ରାମର ମା’ଲକ୍ଷ୍ମୀ ନାରାୟଣୀ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ୫ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ...

ଅନ୍‌ଲକ୍‌ ଅଙ୍କକଷା

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ଏବେ ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ ଜାରି ରହିଛି। ପ୍ରାୟ ଦେଢ଼ ମାସ ହେବ ଜୀବନ ଓ ଜୀବିକାକୁ ନେଇ ଲୋକେ ବିଭିନ୍ନ...

ବିଜୁବାବୁଙ୍କ ଶ୍ରାଦ୍ଧଦିବସରେ ତିଳତର୍ପଣ

ସୋରଡ଼ା,୧୭ା୪(ଡି.ଏନ୍‌.ଏ.): ସୋରଡ଼ାରେ ବିଜୁବାବୁଙ୍କ ୨୫ତମ ଶ୍ରାଦ୍ଧଦିବସ ସ୍ଥାନୀୟ ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଅଧ୍ୟକ୍ଷ ଶିବଶଙ୍କର ପଣ୍ଡାଙ୍କ ସମେତ ଦଳୀୟ କର୍ମୀମାନେ...

ବୋମା ମାଡ଼ରେ ପୂର୍ବତନ କାଉନସିଲର ଗୁରୁତର ଘଟଣା: ୩ ଅଟକ, ଅଫୁଟା ବୋମା ନିଷ୍କ୍ରିୟ

ରାଉରକେଲା,୭।୨(ଡି.ଏନ୍‌.ଏ.): ରାଉରକେଲା ଉଦିତନଗର ଥାନା ଅଧୀନ ବାସନ୍ତୀ କଲୋନୀର ବାସିନ୍ଦା ତଥା ପୂର୍ବତନ କାଉନ୍‌ସିଲର ଆଶିଷ ମହାନ୍ତି (ବୁଲୁ)ଙ୍କୁ ବୋମାମାଡ଼ ଘଟଣାରେ ପୋଲିସ ୩ ଜଣଙ୍କୁ...

ଯୁବକଙ୍କ ଉନ୍ମତ୍ତକାଣ୍ଡ: ଘରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କରି ନିଜ ଗଳା କାଟିଲେ

ନୟାଗଡ଼ ଅଫିସ,୩୧ା୧: ନୟାଗଡ ଜିଲା ଶରଣକୁଳ ଥାନା ଗୋଡିପଡା ହାଇସ୍କୁଲ ସାହିରେ ଜଣେ ଯୁବକ ଶନିବାର ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ଘରେ ପଶି ସେ ଜଣେ ଶିକ୍ଷୟିତ୍ରୀଙ୍କୁ...

Advertisement
Archives

Model This Week