ଗାନ୍ଧିଜୀଙ୍କ ପ୍ରଚାର ପାଇଁ ଆମେରିକା କଂଗ୍ରେସରେ ବିଲ୍‌

ଓ୍ବାଶିଂଟନ,୨୨ା୧୨ ମହତ୍ମା ଗାନ୍ଧୀ ଓ ମାର୍ଟିନ ଲୁଥର କିଙ୍ଗ୍‌ ଜୁନିୟରଙ୍କ ଲିଗାସୀର ପ୍ରଚାର ପ୍ରସାର ପାଇଁ ସିଭିଲ ରାଇଟ୍ସ ନେତା ତଥା କଂଗ୍ରେସ ସଦସ୍ୟ ଜନ୍‌ ଲଓ୍ବେିସ୍‌ ଆମେରିକା ପ୍ରତିନିଧି ସଭାରେ ଏକ ବିଲ୍‌ ଆଣିଛନ୍ତି। ଆଗାମୀ ୫ ବର୍ଷ ପାଇଁ ଏଦିଗରେ ୧୫୦ ନିୟୁତ ଡଲାର ବଜେଟ ମଞ୍ଜୁର ପାଇଁ ସେ ଦାବି କରିଛନ୍ତି। ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ବିଶ୍ୱର ଦୁଇ ବୃହତ ଗଣତାନ୍ତ୍ରିକ ରାଷ୍ଟ୍ର ମଧ୍ୟରେ ବନ୍ଧୁତ୍ୱକୁ ସୁଦୃଢ଼ କରିବା ସହ ଗାନ୍ଧିଜୀ ଓ ମାର୍ଟିନ ଲୁଥରଙ୍କ ଲିଗାସୀ ଓ ଅବଦାନକୁ ସମ୍ମାନ ଜଣାଇ ଏହି ହାଉସ୍‌ ବିଲ୍‌ ଅଣାଯାଇଛି। ବିଲ୍‌ର ପ୍ରସ୍ତାବ ଅନୁଯାୟୀ ଅନ୍ତର୍ଜାତୀୟ ବିକାଶ ପାଇଁ ଗାନ୍ଧୀ-କିଙ୍ଗ୍‌ ଡେଭେଲପମେଣ୍ଟ ଫାଉଣ୍ଡେଶନ ପ୍ରତିଷ୍ଠା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ନାଁରେ ବିପୁଳ ଅର୍ଥ ସଂଗ୍ରହ

ୱାଶିଂଟନ,୧୭ା୬: ଭାରତରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଯୋଗୁ ଅକ୍ସିଜେନ ସଙ୍କଟ ଦେଖାଦେଇଥିଲା। ଭାରତ ପକ୍ଷରୁ ଦିଆଯାଇଥିବା ସହାୟତା ବଦଳରେ ବିଶ୍ୱର ଅନେକ ଦେଶ ସହଯୋଗର...

ଫିନଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବ୍ରେକଫାଷ୍ଟ ବିଲର ତଦନ୍ତ ହେବ

ହେଲସିନ୍‌କି,୨୮।୫: ଟିକସଦାତାଙ୍କ ଟଙ୍କାରେ ଫିନଲାଣ୍ଡ ପ୍ରଧାନମନ୍ତ୍ରୀଙ୍କୁ ବ୍ରେକଫାଷ୍ଟରେ ରିହାତି ଦିଆଯାଉଥିବା ଅଭିଯୋଗ ଆସିଛି। ଏହାର ତଦନ୍ତ କରାଯିବ ବୋଲି ପୋଲିସ ଶୁକ୍ରବାର ଘୋଷଣା କରାଯାଇଛି। କେସାରାଣ୍ଟା...

ବେଲ୍ଟ ଆଣ୍ଡ ରୋଡ୍‌ର ରିବ୍ରାଣ୍ଡିଂ କରୁଛି ଚାଇନା

ବେଜିଂ, ୧୪ା୧୧: ଆମେରିକାର ‘ବିଲ୍ଡ ବ୍ୟାକ୍‌ ବେଟର ଓ୍ବାଲର୍‌ଡ’ (ବି୩ଡବ୍ଲ୍ୟୁ) ପଦକ୍ଷେପକୁ ପ୍ରତିହତ କରିବା ପାଇଁ ଚାଇନା ଏହାର ମଲ୍ଟି-ବିଲିୟନ-ଡଲାର ପ୍ରୋଜେକ୍ଟ ବେଲ୍ଟ ଆଣ୍ଡ୍‌ ରୋଡ୍‌...

କଶ୍ମୀର ନିଷ୍ପତ୍ତି ସମ୍ପର୍କରେ ପୁଟିନଙ୍କୁ ଜଣାଇଲେ ମୋଦି: ମିଥ୍ୟା ପ୍ରସାର କରୁଛି ପାକ୍‌

ଭ୍ଲାଡିଭୋଷ୍ଟକ୍‌,୫ା୯: ଜମ୍ମୁ-କଶ୍ମୀର ମାମଲାରେ ହସ୍ତକ୍ଷେପ କରିବା ପାଇଁ ପାକିସ୍ତାନର ଅନୁରୋଧକୁ ରୁଷିଆ ପ୍ରତ୍ୟାଖ୍ୟାନ କରିଥିଲା। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ...

ମୋଦିଙ୍କ ୨୧ ଦିନ ଲକ୍‌ଡାଉନ୍‌: କରୋନା ସଂକ୍ରମିତ ଦେଶଙ୍କ ପାଇଁ ଏକ ଆଦର୍ଶ

ଓ୍ବାଶିଂଟନ,୩୦।୩: ଏବେ ବିଶ୍ୱର ଅଧିକାଂଶ ଦେଶ କରୋନା ଭାଇରସ ସହ ଲଢେଇ କରି ଚାଲିଛନ୍ତି। ତେବେ କରୋନା ସଂକ୍ରମଣକୁ ରୋକିବାକୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଆମେରିକା-ଦକ୍ଷିଣ କୋରିଆ ସାମରିକ ଅଭ୍ୟାସ ନେଇ ଭୟଭୀତ କିମ୍‌, ବନ୍ଦ କରିବାକୁ ଜାତିସଂଘରେ କଲେ ଦାବି…

ପ୍ୟୋଙ୍ଗୟାଙ୍ଗ,୫।୩ : ମାର୍ଚ୍ଚ ୧୩ ରୁ ୨୩ ପର୍ଯ୍ୟନ୍ତ ଆମେରିକା ଏବଂ ଦକ୍ଷିଣ କୋରିଆ ମଧ୍ୟରେ ହୋଇଥିବା ସାମରିକ ଅଭ୍ୟାସକୁ ନେଇ ଉତ୍ତର କୋରିଆର ଏକଛତ୍ରବାଦୀ...

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଅନୁରୋଧ କଲେ ପାକିସ୍ତାନର ପୂର୍ବତନ କ୍ରିକେଟର୍‌

ଦୋହା,୨୧।୩: ଚଳିତ ବର୍ଷ ଖେଳାଯିବାକୁ ଥିବା ଏସିଆ କପ ଟୁର୍ନାମେଣ୍ଟ ପାକିସ୍ତାନରେ ଆୟୋଜିତ ହେଉଛି। କିନ୍ତୁ ଭାରତୀୟ ଦଳ ଏସିଆ କପ ୨୦୨୩ ପାଇଁ ପାକିସ୍ତାନ...

ଜେରୁଜେଲମର ଏକ ପୂଜା ସ୍ଥଳରେ ଗୁଳିକାଣ୍ଡ, ୮ ମୃତ. ୧୦ ଆହତ, ପୋଲିସ କହିଲା ଆତଙ୍କବାଦୀ ଆକ୍ରମଣ

ଜେରୁଜେଲମ,୨୮ ।୧: ଇସ୍ରାଏଲର ରାଜଧାନୀ ଜେରୁଜେଲମର ବାହାରେ ଥିବା ନେଭେ ୟାକୋଭ ଷ୍ଟ୍ରିଟରେ ଏକ ପୂଜା ସ୍ଥଳରେ ଶୁକ୍ରବାର ଗୁଳିକାଣ୍ଡ ହୋଇଛି । ଇସ୍ରାଏଲ ଉଦ୍ଧାର...

Advertisement
Archives

Model This Week