Posted inଜାତୀୟ

ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଦେଲେ

ହଜାରିବାଗ୍‌, ୧୦ା୨: ଝାଡ଼ଖଣ୍ଡର ହଜାରିବାଗ୍‌ରେ ଦୁର୍ବୃତ୍ତମାନେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦେଇଛନ୍ତି। ଓ୍ବାର୍ଡ ନଂ. ୨୪ର କୁମ୍‌ହାର ଟୋଲିରେ ନିର୍ମିତ ଏହି ପ୍ରତିମୂର୍ତ୍ତିରେ ଗାନ୍ଧିଜୀ ବାଡ଼ି ଧରିଥିବା ଡାହାଣ ହାତଟି ଶରୀରରୁ ସମ୍ପୂର୍ଣ୍ଣ ଅଲଗା ହୋଇଯାଇଛି। ଏଥିସହ ୨ ଗୋଡ଼ ଭାଙ୍ଗି ପ୍ରତିମୂର୍ତ୍ତିଟି ଭୂମିରେ ପଡ଼ିରହିଛି। ଘଟଣାର ତଦନ୍ତ ଆରମ୍ଭ ହୋଇଥିବା ହଜାରିବାଗ୍‌ର କଟ୍‌କମ୍‌ଡଗ୍‌ ଥାନା ଅଧିକାରୀ ଗୌତମ୍‌ କୁମାର ପ୍ରକାଶ କରିଛନ୍ତି। ରବିବାର ଘଟଣାସ୍ଥଳକୁ ଯାଇ ପୋଲିସ ସମୀକ୍ଷା କରିଥିବା ସେ କହିଛନ୍ତି। ପ୍ରକାଶଥାଉ କି, ଗତ ୧୫ ବର୍ଷ ମଧ୍ୟରେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ଭଙ୍ଗାଯିବାର ଏହା ଦ୍ୱିତୀୟ ଘଟଣା। ମହାତ୍ମା ଗାନ୍ଧୀ ସ୍ମାରକ ବିକାଶ ନ୍ୟାସର ଅଧ୍ୟକ୍ଷ ମନୋଜ ବର୍ମା ଏହି ପ୍ରତିମୂର୍ତ୍ତି ଭଙ୍ଗା ପଛରେ ଜମି ମାଫିଆଙ୍କ ହାତ ଥିବା ଅଭିଯୋଗ କରିଛନ୍ତି। ପୋଲିସ କାହାକୁ ଗିରଫ କରି ନ ଥିବାବେଳେ ତଦନ୍ତ ଜାରିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri