Posted inଜାତୀୟ

ଗାନ୍ଧୀନଗରରେ ଭୋଟ ଦେଲେ ପ୍ରଧାନମନ୍ତ୍ରୀ

ଗାନ୍ଧୀନଗର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ଗୁଜରାଟ ଗାନ୍ଧୀନଗରରେ ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ମଙ୍ଗଳବାର ସକାଳେ ପ୍ରଧାନମନ୍ତ୍ରୀ ସ୍ଥାନୀୟ ରାନିପ୍‌ ପୋଲିଂ ବୁଥ୍‌ରେ ଭୋଟ ଦେଇଛନ୍ତି। ମା’ ହିରାବେନ୍‌ଙ୍କୁ ଭେଟିବା ପରେ ପ୍ରଧାନମନ୍ତ୍ରୀ ଭୋଟ ଦେବାକୁ ମତଦାନ କେନ୍ଦ୍ରରେ ପହଞ୍ଚିଥିଲେ। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ତାଙ୍କୁ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍, ଆରବିଆଇ ଜାରି କଲା….

ନୂଆଦିଲ୍ଲୀ,୧୭।୭: ଦେଶରେ ଖୁବ୍‌ଶୀଘ୍ର ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ହେବାକୁ ଯାଉଛି । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ମୁଦ୍ରା ବ୍ୟବସ୍ଥାରେ ଏହି ଗୁରୁତ୍ୱପୂର୍ଣ୍ଣ ଏବଂ ଆଧୁନିକ…

ବଡ଼ ଖୁଲାସା କଲେ ଆମିର ଖାନ୍‌: 3 idiots ସୋନମ ୱାଙ୍ଗଚୁକଙ୍କ ଉପରେ ଆଧାରିତ ନୁହେଁ, ଜାଣନ୍ତୁ କ’ଣ କହିଲେ…

ମୁମ୍ବାଇ: ଶିକ୍ଷାବିତ୍‌ ତଥା ସମାଜସେବୀ ସୋନମ ୱାଙ୍ଗଚୁକ ୨୦ ଦିନ ହେବ ଦିଲ୍ଲୀର ଯନ୍ତର ମନ୍ତରଠାରେ ଅନଶନରେ ବସିଛନ୍ତି। ଏହି ସମୟ ମଧ୍ୟରେ ତାଙ୍କ ଓଜନ ମଧ୍ୟ…

ଦେଶରେ ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କେତେ ଖାସ୍‌ ଏହି ଟ୍ରେନ୍‌

ନୂଆଦିଲ୍ଲୀ,୧୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶରେ ନିର୍ମିିତ ପ୍ରଥମ ହାଇଡ୍ରୋଜେନ୍‌ ଫ୍ୟୁଏଲ ସେଲ ଟ୍ରେନ୍‌କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ସହିତ ଭାରତ…

ଆନ୍ଧ୍ରପ୍ରଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ୪, ହାଇ ଆଲର୍ଟରେ…

ଅମରାବତୀ,୧୭।୭: ଆନ୍ଧ୍ରରେ ମାଡୁଛି କରୋନା ଭାଇରସ୍ । ରାଜ୍ୟ ସ୍ୱାସ୍ଥ୍ୟ କମିଶନର ଜି. ବୀରାପାଣ୍ଡିଆନ୍ କହିଛନ୍ତି ଯେ ଜୁନ୍ ୨୬ ରୁ ଜୁଲାଇ ୧୬ ମଧ୍ୟରେ ରାଜ୍ୟରେ…

ବଙ୍ଗୋପସାଗରରେ ବୁଡ଼ିଗଲା ଦୁଇ ଡଙ୍ଗା; ୫୦୦ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ,୧୭।୭: ମ୍ୟାନମାରରୁ ଯାଇଥିବା ୫୦୦ ରୁ ଅଧିକ ଲୋକ ସମୁଦ୍ରରେ ନିଖୋଜ ହେବାର ଆଶଙ୍କା କରାଯାଉଛି। ଖରାପ ପାଗ ଯୋଗୁ ମ୍ୟାନମାର ଉପକୂଳ ନିକଟରେ ଦୁଇଟି ଡଙ୍ଗା…

ସୋନମ ୱାଙ୍ଗଚୁକଙ୍କ ବିସ୍ଫୋରକ ବୟାନ, ‘ପଦଯାତ୍ରା ସଫଳ ନ ହେଲେ, ମୁଁ ଭୂତ ହୋଇ…’

ନୂଆଦିଲ୍ଲୀ,୧୭।୭: NEET ପେପର ଲିକ୍‌ ଏବଂ ପରୀକ୍ଷା ପ୍ରଣାଳୀରେ ହୋଇଥିବା କଥିତ ଅନିୟମିତତା ପ୍ରତିବାଦରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଶୁକ୍ରବାର ୨୦ତମ ଦିନରେ ପ୍ରବେଶ…

ରେଳ ବିଭାଗର ବଡ଼ ଅପ୍‌ଡେଟ୍‌: ଜୁଲାଇ ୨୦ରେ ଏସବୁ ରୁଟ୍‌ରେ ଟ୍ରେନ୍‌ ବାତିଲ, ଯାଞ୍ଚ୍‌ କରିନିଅନ୍ତୁ ସ୍ଥିତି…

ନୂଆଦିଲ୍ଲୀ,୧୭ା୭: ପ୍ରତ୍ୟେକ ଟ୍ରେନ୍‌ ଯାତ୍ରୀ ଜାଣିଛନ୍ତି ଗୋଟିଏ ଟିକେଟ୍‌ କନ୍‌ଫର୍ମ ହେବା କେତେ କଷ୍ଟକର। କନ୍‌ଫର୍ମ ଟିକେଟଗୁଡ଼ିକ ଆର୍‌ଏସି କିମ୍ବା ଓ୍ବେଟିଂ ଲିଷ୍ଟକୁ ଟ୍ରାନ୍ସଫର କରାଯାଏ। ବହୁ…

ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ; ଦେଶବ୍ୟାପୀ ବିସ୍ଫୋରଣ ଯୋଜନା ପଣ୍ଡ

ଅହମଦାବାଦ,୧୭।୭: ଗୁଜୁରାଟ ATS ଜୈଶ-ଇ-ମହମ୍ମଦ ସହିତ ଜଡିତ ୫ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ଜୈଶ ଆତଙ୍କବାଦୀଙ୍କ ସମ୍ପର୍କରେ ଗୁପ୍ତ ସୂଚନା ପାଇ ଗୁଜୁରାଟ ଆତଙ୍କବାଦ ନିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri