ଗାନ୍ଧୀ ଜୟନ୍ତୀରୁ ଏୟାର ଇଣ୍ଡିଆରେ ପ୍ଳାଷ୍ଟିକ ବ୍ୟାନ୍‌

ନୂଆଦିଲ୍ଲୀ,୩୦-୮: ଦେଶକୁ ପ୍ଲାଷ୍ଟିକମୁକ୍ତ କରିବା ଉଦ୍ଦେଶ୍ୟରେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ପ୍ଲାଷ୍ଟିକ ବ୍ୟବହାର କରିବ ନାହିଁ ବୋଲି ନିଷ୍ପତ୍ତି ନେଇଛି। ଅକ୍ଟୋବର ୨ ଅର୍ଥାତ୍‌ ଗାନ୍ଧୀ ଜୟନ୍ତୀରୁ ଏୟାର ଇଣ୍ଡିଆରେ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଲାଗୁ କରାଯିବ ବୋଲି କମ୍ପାନୀ ସିଏମ୍‌ଡି ଅଶ୍ୱିନୀ ଲୋହାନୀ ଗୁରୁବାର କହିଛନ୍ତି। ସେ କହିଛନ୍ତି ଯେ, ପ୍ରଥମ ପର୍ଯ୍ୟାୟରେ ଏୟାର ଏକ୍ସପ୍ରେସର ସମସ୍ତ ବିମାନ ଓ ସହଯୋଗୀ ବିମାନରେ ପ୍ଲାଷ୍ଟିକ ବ୍ୟବହାରକୁ ବ୍ୟାନ କରାଯିବ। ଦ୍ୱିତୀୟ ପର୍ଯ୍ୟାୟରେ ଏୟାର ଇଣ୍ଡିଆର ସମସ୍ତ ବିମାନରେ ଏହାକୁ ଲାଗୁ କରାଯିବ। ଦେଶକୁ ପ୍ଲାଷ୍ଟିକ ମୁକ୍ତ କରିବା ଲାଗି ଜନଆନ୍ଦୋଳନ ଆରମ୍ଭ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି। ଏହାକୁ ସାକାର କରିବା ଦିଗରେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଉକ୍ତ ପଦକ୍ଷେପ ନେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?