ଗାନ୍ଧୀ ଜୟନ୍ତୀରୁ ରେଳଷ୍ଟେଶନରେ ‘ପର୍ଯ୍ୟଟନ ପର୍ବ’

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଭାରତୀୟ ରେଳପଥ ପକ୍ଷରୁ ବିଶେଷ ପଦକ୍ଷେପମାନ ନିଆଯାଉଛି। ଏବେ ‘ସ୍ବଚ୍ଛତା ପଖଓ୍ବାଡ଼ା’ ଚାଲିଛି। ଏହାପରେ ଅକ୍ଟୋବର ୨ରୁ ୧୩ତାରିଖ ପର୍ଯ୍ୟନ୍ତ ଦେଶର ସବୁ ରେଳଷ୍ଟେଶନରେ ‘ପର୍ଯ୍ୟଟନ ପର୍ବ’ ଆରମ୍ଭ ହେବ। ରେଳମନ୍ତ୍ରୀ ପୀୟୂଷ ଗୋୟଲ ସବୁ ଷ୍ଟେଶନରେ ଏହି ଉତ୍ସବ ପାଳନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଉତ୍ସବରେ ଷ୍ଟେଶନକୁ ଗାନ୍ଧୀଙ୍କ ସମ୍ପର୍କିତ ତଥ୍ୟାବଳୀରେ ଅଳଙ୍କୃତ କରିବାକୁ କୁହାଯାଇଛି। ଛାତ୍ରୀଛାତ୍ରଙ୍କୁ ୩୪ଟି ରେଳ ମ୍ୟୁଜିୟମ, ପାର୍କ, ଫଟୋ ଗ୍ୟାଲେରି ବୁଲାଇବାକୁ ପରାମର୍ଶ ଦିଆଯାଇଛି। ପର୍ଯ୍ୟଟକଙ୍କ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ହେବ। ସ୍ବଚ୍ଛତା ଅଭିଯାନ, ରଚନା, ଚିତ୍ରାଙ୍କନ, ବକ୍ତୃତା, ଆଲୋଚନା ଆଦି ରେଳ ସ୍କୁଲ ଓ କାର୍ଯ୍ୟାଳୟ ପରିସରରେ କରାଯିବାର ଯୋଜନା କରାଯାଇଛି। ଏହି ଅବସରରେ ରେଲଓ୍ବେର ଫ୍ରଣ୍ଟଲାଇନ ଷ୍ଟାଫ ଓ ଆଇଆଇଟିଏମ ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଶିକ୍ଷଣ କର୍ମଶାଳା କରାଯିବ। ଏସବୁ ସହ ଷ୍ଟେଶନଗୁଡିକରେ ଥିବା ଡିସପ୍ଲେରେ ଗାନ୍ଧୀ କଥା ଓ ଭଜନ ପ୍ରସାରଣ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri