ଗାନ୍ଧୀ ଜୟନ୍ତୀ: ସ୍କୁଲଗୁଡ଼ିକରେ କରାଯିବ ଅହିଂସା ସମ୍ପର୍କିତ ପ୍ରତିଯୋଗିତା

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ତାରିଖରେ ଗାନ୍ଧିଜୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ କରାଯିବ। ରାଜ୍ୟ ସରକାର ଏଥିପାଇଁ ବିଦ୍ୟାଳୟସ୍ତରରେ ପିଲାଙ୍କୁ ଜାତିର ପିତାଙ୍କ ସମ୍ପର୍କରେ ଶିକ୍ଷା ଦେବାକୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରିଛନ୍ତି। ଏହି କ୍ରମରେ ସ୍କୁଲରେ ଅହିଂସା ସମ୍ପର୍କିତ ପ୍ରତିଯୋଗିତା କରାଯିବା ସହ ପିଲାଙ୍କୁ ଅହିଂସା ମନ୍ତ୍ର ଦିଆଯିବ ବୋଲି ଗୁରୁବାର ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି, ରାଜ୍ୟର ୬୨ଲକ୍ଷ ପିଲାଙ୍କୁ ଅହିଂସା ବାବଦରେ ଶିକ୍ଷା ଦିଆଯିବ। ଏହାପରେ ରଚନା, ତର୍କ, ଚିତ୍ରାଙ୍କନ, ସାଧାରଣ ଜ୍ଞାନ ଆଦି ଉପରେ ପ୍ରତିଯୋଗିତା କରାଯିବ। ସେପ୍ଟେମ୍ବର ୧୬ରୁ ୧୮ ପର୍ଯ୍ୟନ୍ତ ସ୍କୁଲ ସ୍ତରରେ ପ୍ରତିଯୋଗିତା ହେବ। ଏଥିରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରମାନେ ୨୩ରୁ ୨୪ ଯାଏ ବ୍ଲକ ସ୍ତରରେ ହେବାକୁ ଥିବା ପ୍ରତିଯୋଗିତାରେ ଭାଗ ନେବେ। ଏହାପରେ ୨୭ ଓ ୨୮ ଦୁଇ ଦିନ ଧରି ଜିଲାସ୍ତରରେ ପ୍ରତିଯୋଗିତା ଅନୁଷ୍ଠିତ ହେବ। ବିଜୟୀ ଛାତ୍ରୀଛାତ୍ରଙ୍କୁ ଅକ୍ଟୋବର ୨, ଗାନ୍ଧୀ ଜୟନ୍ତୀରେ ପୁରସ୍କୃତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri