Posted inଜାତୀୟ

ଗାନ୍ଧୀ ପରିବାର ନିକଟରୁ ଏସ୍‌ପିଜି ସୁରକ୍ଷା ଛଡ଼ାଇ ନେଇ ପାରନ୍ତି ମୋଦି ସରକାର

ନୂଆଦିଲ୍ଲୀ,୮।୧୧: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସୁରକ୍ଷାକୁ ସମୀକ୍ଷା କରାଯାଇ ଏମାନଙ୍କ ନିକଟରେ ଥିବା ସ୍ପେଶାଲ ପ୍ରୋଟେକ୍ସନ୍‌ ଗ୍ରୁପ(ଏସ୍‌ପିଜି) ସୁରକ୍ଷାକୁ ଉଠାଇ ନିଆଯିବ ବୋଲି ସୂଚନା ମିଳିଛି। ଯଦି ଏହା କାର୍ଯ୍ୟକାରୀ ହେଲା ତେବେ ସେମାନଙ୍କୁ Z+ CRPF ସୁରକ୍ଷା ପ୍ରଦାନ କରାଯିବ। ସୂଚନାଯୋଗ୍ୟ, ଏହା ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଉପରୁ ମଧ୍ୟ ଏସ୍‌ପିଜି ସୁରକ୍ଷା ଛଡାଇ ନେଇଥିଲେ ମୋଦି ସରକାର। ଗତ ସେପ୍ଟେମ୍ବରରେ ମନମୋହନଙ୍କ ନିକଟରୁ ଏହି ସୁରକ୍ଷା ହଟାଇ ଦିଆଯାଇ ତାଙ୍କୁ ଡାଉନ ଗ୍ରେଡ ଜେଡ୍‌ ପ୍ଲସ୍‌ ବର୍ଗର ସିଆର୍‌ପିଏଫ୍‌ କମାଣ୍ଡୋ ସୁରକ୍ଷା ଦିଆଯାଇଥିଲା। ଏବେ ଗାନ୍ଧୀ ପରିବାରକୁ ମଧ୍ୟ ଏହି ସୁରକ୍ଷା ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri