ଗାନ୍ଧୀ ପରିବାର ବିନା କଂଗ୍ରେସର ଭଲ ପ୍ରଦର୍ଶନ

ଚଣ୍ଡିଗଡ଼,୨୪।୧୦: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସ ପୂର୍ବାପେକ୍ଷା ଭଲ ପ୍ରଦର୍ଶନ କରିଛି। ଏମିତିକି ହରିୟାଣାରେ ଭାଜପା ପାଇଁ କଂଗ୍ରେସ ବଡ ସମସ୍ୟା ହୋଇ ଠିଆ ହୋଇଛି। ଏବେ ଆଲୋଚନା ହେଉଛି କି ହରିୟାଣା ବିଧାନସଭା ନିର୍ବାଚନ ପ୍ରଚାରରେ ଗାନ୍ଧୀ ପରିବାରର କେହି ଆସି ନ ଥିଲେ ମଧ୍ୟ ଏଠାରେ କଂଗ୍ରେସ ଭଲ ପ୍ରଦର୍ଶନ କରିଛି। ଅର୍ଥାତ୍‌ କଂଗ୍ରେସ ଗାନ୍ଧୀ ପରିବାର ବିନା ଚାଲି ପାରିବ ବୋଲି କେହି କେହି ଆଲୋଚନା ମଧ୍ୟ କରୁଛନ୍ତି। କାରଣ ଏହି ନିର୍ବାଚନ ପାଇଁ ଭାଜପା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଚାର କରିଥିଲେ ମଧ୍ୟ କଂଗ୍ରେସ ପକ୍ଷରୁ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ବା ପ୍ରିୟଙ୍କା ଗାନ୍ଧୀ ଭଦ୍ରା କାହାକୁ ଦେଖିବାକୁ ମିଳି ନ ଥିଲା। ଏହାପରେ ବି କଂଗ୍ରେସର ଉତ୍ତମ ପ୍ରଦର୍ଶନରେ ସମସ୍ତେ ଖୁସି ବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ପଞ୍ଜାବରେ କ୍ୟାପଟେନ ଅମରିନ୍ଦର ସିଂ ସରକାର ଗଢିବା ବେଳେ ମଧ୍ୟ ଏହାର ପ୍ରଚାର ପାଇଁ ଗାନ୍ଧୀ ପରିବାର ଯାଇ ନ ଥିବାରୁ କଂଗ୍ରେସ ସେଠାରେ ଭଳ ପ୍ରଦର୍ଶନ କରିଥିଲା ବୋଲି ପରେ ଶୁଣିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଟ୍ରେନ ଉପରେ ପୁଣି ପଥର ମାଡ

ଥିରୁଭାନନ୍ତପୁରମ୍‌,୧୭।୮: ପୁଣିଥରେ ବନ୍ଦେ ଭାରତ ଟ୍ରେନ ଉପରେ ପ୍ରଥର ମାଡ ହୋଇଛି। କେରଳରେ ଏହି ଘଟଣା ଘଟିଛି। କିଛି ଅଜ୍ଞାତ ଲୋକେ ରାଜ୍ୟ ରେଳବାଇର କାସରଗୋଡ-ଥିରୁଭାନନ୍ତପୁରମ...

ବାଲାସାହେବଙ୍କୁ କରାଯାଇଛି ଅପମାନିତ: ଫଡନାଭିସ…

ମୁମ୍ବାଇ,୨୪।୬ : ଭାରତୀୟ ଜନତା ପାର୍ଟି (ଭାଜପା)ଉଦ୍ଧବ ଠାକରେଙ୍କ ବିରୋଧରେ ସେ ବାଲାସାହେବ ଠାକରେଙ୍କୁ ଅପମାନିତ କରିଥିବା ଅଭିଯୋଗ କରାଯାଇଛି। ଭାଜପାକୁ ପରାସ୍ତ କରିବାକୁ ଉଦ୍ଧବ...

ସାଧାରଣତନ୍ତ୍ର ଦିବସରେ ଯୋଗଦେବେ ଇଜିପ୍ଟର ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୧୧: ୨୦୨୩ ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ଇଜିପ୍ଟର ରାଷ୍ଟ୍ରପତି ଫତା ଅଲ୍‌-ସିସିଙ୍କୁ ଭାରତ ପକ୍ଷରୁ ନିମନ୍ତ୍ରଣ କରାଯାଇଛି।...

୧୧ ଜଣଙ୍କୁ ହତ୍ୟା କଲେ ଯୁବତୀ: ନିଦ ଔଷଧ ପରେ ବିଷ ଇଞ୍ଜେକଶନ ଦେଇଥିଲେ

ଯୋଧପୁର, ୧୦।୮: ରାଜସ୍ଥାନର ଯୋଧପୁରର ଦେଚୁ ଅଞ୍ଚଳର ଲୋଡ଼ତା ଗାଁ ଘଟିଥିବା ୧୧ ଜଣ ପାକିସ୍ତାନୀ ଶରଣାର୍ଥୀଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଘରର ୨୫...

ବାହାରିଲା ନାହିଁ କୌଣସି ସମାଧାନ: କୃଷି ଆଇନକୁ ନେଇ ପୁଣିଥରେ ୧୯ ଜାନୁୟାରୀରେ ହେବ ବୈଠକ

ନୂଆଦିଲ୍ଲୀ,୧୫ ।୧: କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଆନ୍ଦୋଳନରେ ବସିଥିବା କୃଷକଙ୍କ ସହ ଶୁକ୍ରବାର କେନ୍ଦ୍ର ସରକାର ୯ମ ଥର ପାଇଁ...

ଦେଶରେ କୋଭିଡ ଭ୍ୟାକ୍ସିନ ବଞ୍ଚାଇଛି ୩୪ ଲକ୍ଷ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ,୨୫ ।୨: ଠିକ୍ ସମୟରେ ନାଗରିକଙ୍କୁ ଭ୍ୟାକ୍ସିନ ଦେଇ ଭାରତ ୩୪ ଲକ୍ଷ ଲୋକଙ୍କ ଜୀବନ ବଞ୍ଚାଇ ଦେଇଛି । ଏକଥା କହିଛି ଷ୍ଟାନଫୋର୍ଡ ୟୁନିଭର୍ସିଟିର...

ଚାକିରି ନେଲା ଆଣ୍ଟିଲିଆ ମାମଲା

ମୁମ୍ବାଇ,୧୨ା୫: ସଚିନ ଓ୍ବାଜେ ଏନ୍‌ଆଇଏ କୋର୍ଟରେ ପୂର୍ବରୁ ଏକ ଚିଠି ଦାଖଲ କରିଥିଲେ। ଅନିଲ ଦେଶମୁଖ ମହାରାଷ୍ଟ୍ରର ଗୃହମନ୍ତ୍ରୀ ଥିବାବେଳେ ମାସକୁ ୧୦୦ କୋଟି ଟଙ୍କା...

ଭାରତଛାଡ଼ ଆନ୍ଦୋଳନର ୭୭ ବର୍ଷ ପୂର୍ତ୍ତି

ନୂଆଦିଲ୍ଲୀ,୯।୮: ଭାରତଛାଡ଼ ଆନ୍ଦୋଳନ ତଥା ଅଗଷ୍ଟ କ୍ରାନ୍ତି ଦିବସର ୭୭ତମ ବାର୍ଷିକୀ ଗୁରୁବାର ପାଳିତ ହୋଇଛି। ଭାରତର ସ୍ବାଧୀନତା ଆନ୍ଦୋଳନରେ ଏହା ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ...

Advertisement
Archives

Model This Week