Posted inଜାତୀୟ

ଗାନ୍ଧୀ ପରିବାର ସଦସ୍ୟ ଅଧ୍ୟକ୍ଷ ନ ହେଲେ ୨୪ ଘଣ୍ଟାରେ ଭାଙ୍ଗିବ କଂଗ୍ରେସ: ନଟଓ୍ବର ସିଂ

ନୂଆଦିଲ୍ଲୀ,୨୨।୭: କଂଗ୍ରେସରେ ଅଧ୍ୟକ୍ଷ ପଦ ନେଇ ସଙ୍କଟ ଜାରି ରହିଛି। ଏନେଇ ବରିଷ୍ଠ କଂଗ୍ରେସ ନେତା ନଟଓ୍ବର ସିଂ କହିଛନ୍ତି ଯେ, ଗାନ୍ଧୀ ପରିବାର ସଦସ୍ୟ ଦଳର ଅଧ୍ୟକ୍ଷ ନ ହେଲେ ୨୪ଘଣ୍ଟା ମଧ୍ୟରେ କଂଗ୍ରେସ ଦଳ ଭାଙ୍ଗିଯିବ। ରାହୁଲ ଗାନ୍ଧୀ ଅଧ୍ୟକ୍ଷ ପଦ ନେବାକୁ ଚାହୁଁ ନ ଥିବାରୁ ତାଙ୍କ ସ୍ଥାନରେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଏହି ପଦବୀ ଦେବାର ଆବଶ୍ୟକତା ରହିଛି। ଦଳରେ ପ୍ରିୟଙ୍କାର ମଧ୍ୟ ବିଶେଷ ଲୋକପ୍ରିୟତା ରହିଛି ବୋଲି ସେ କହିଛନ୍ତି। ଗାନ୍ଧୀ ପରିବାର ସଦସ୍ୟଙ୍କ ବଦଳରେ ଅନ୍ୟ କେହି ଦଳର ଅଧ୍ୟକ୍ଷ ହେଲେ ଦଳ ଭାଗ ଭାଗ ହେବାର ଆଶଙ୍କା ଥିବା ନଟଓ୍ବର କହିଛନ୍ତି। ନଟଓ୍ବରଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ କାର୍ଯ୍ୟକ୍ରମ: ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା ପାଇଁ ମନା କରିବାରୁ…

କେସିଙ୍ଗା,୧୮ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବ୍ଲକ ସ୍ତରୀୟ ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମ…

ଜଳିଗଲା EV ଶୋ’ରୁମ୍‌, ପୋଡ଼ି ଛାରଖାର ହେଲା EV ଗାଡ଼ି

ନୂଆଦିଲ୍ଲୀ,୧୮।୬:  ଗୁଜରାଟର ସୁରଟ ସହରରେ ଗୁରୁବାର ସକାଳେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅନେକ ବୈଦ୍ୟୁତିକ ଯାନ (EV) ନଷ୍ଟ ହୋଇଯାଇଥିବା ବେଳେ ଏକ ଇଭି…

ପାଠ୍ୟପୁସ୍ତକ ତ୍ରୁଟି: ଆସନ୍ତାବର୍ଷକୁ ଆଉ ଭୁଲ୍‌ ହେବନି କହିଲେ SCERT ନିର୍ଦ୍ଦେଶିକା

ଭୁବନେଶ୍ୱର,୧୮ା୬: ପାଠ୍ୟ ପୁସ୍ତକ ତ୍ରୁଟିକୁ ନେଇ SCERT ନିର୍ଦ୍ଦେଶିକା କହିଛନ୍ତି ଏଥର ଭୁଲ୍‌ ହୋଇଯାଇଛି। ଆସନ୍ତା ବର୍ଷକୁ ଭୁଲ ହେବନି ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନିର୍ଦ୍ଦେଶିକା। ଡିଇଓମାନଙ୍କୁ…

ଶସ୍ତା ହେବ କି ପେଟ୍ରୋଲ? ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ପରେ ଭାରତ ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଚୁକ୍ତି ହେବା ପରଠାରୁ ହିଁ ଅଶୋଧିତ ତୈଳ (କ୍ରୁଡ ଅଏଲ) ମୂଲ୍ୟରେ କ୍ରମାଗତ ହ୍ରାସ ଘଟୁଛି, କିନ୍ତୁ ଏହା ପରେ…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କେଉଁଠି କ’ଣ ରହିଛି କାର୍ଯ୍ୟସୂଚୀ…

ଭୁବନେଶ୍ୱର,୧୮ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ…

ବୁଡ଼ିଗଲା ଟିଏମସିର ୮୭୬,୫୭,୧୫,୫୮୬ କୋଟି ଟଙ୍କା? ମମତାଙ୍କ ନିଜ କୋଷାଧ୍ୟକ୍ଷ କାହିଁକି ଫ୍ରିଜ କଲେ ବ୍ୟାଙ୍କ ଆକାଉଣ୍ଟ, ଜାଣନ୍ତୁ ଭିତରି କଥା

କୋଲକାତା,୧୮।୮: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି) ଏବେ ତାର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛି। ପ୍ରତିଦିନ କିଛି ନା କିଛି ନୂଆ କାହାଣୀ ସାମ୍ନାକୁ…

ମହିଳାଙ୍କୁ ବଳାତ୍କାର ଅଭିଯୋଗ ପଡ଼ିଲା ମହଙ୍ଗା, ବଦଳିଲେ ଆଇଆଇସି

ନୟାଗଡ଼,୧୮ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିବା ବେଳେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri