Posted inଖେଳ

ଗାଭାସ୍କରଙ୍କ ରେକର୍ଡର ସମକକ୍ଷ ସ୍ମିଥ

ଓଭାଲ,୧୬।୯: ଚଳିତ ଆଶେସରେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥଙ୍କ ରେକର୍ଡ ପ୍ରଦର୍ଶନ ରବିବାର ୨୩ ରନ୍‌ର ଇନିଂସ ସହ ଶେଷ ହୋଇଛି। ୫ମ ଟେଷ୍ଟର ଦ୍ୱିତୀୟ ଇନିଂସରେ ସେ ଷ୍ଟୁଆର୍ଟ ବ୍ରଡଙ୍କ ବଲରେ ଆଉଟ୍‌ ହୋଇଛନ୍ତି। ଫଳରେ ସିରିଜ୍‌ ୪ ମ୍ୟାଚ୍‌ ଖେଳିଥିବା ସ୍ମିଥ ୭୭୪ ରନ୍‌ କରି ଅଭିଯାନ ଶେଷ କରିଛନ୍ତି। ଏଥିସହ ସେ ଭାରତର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କରଙ୍କ ସମକକ୍ଷ ହୋଇଛନ୍ତି। ଗାଭାସ୍କର ୧୯୭୧ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ସମାନ ରନ୍‌ କରିଥିଲେ। ପ୍ରଥମ ଟେଷ୍ଟରୁ ବାଦ୍‌ ପଡ଼ିବା ପରେ ଅନ୍ତିମ ୪ ମ୍ୟାଚ୍‌ ସେ ୭୭୪ ରନ୍‌ କରିଥିଲେ। ତେବେ ପୂର୍ବତନ ଅଧିନାୟକ ସ୍ମିଥ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିବାର ରେକର୍ଡ ଭାଙ୍ଗିବାରେ ବିଫଳ ହୋଇଛନ୍ତି। ଏହି ରେକର୍ଡ ଭିଭିଆନ ରିଚାଡର୍‌ସଙ୍କ ନାମରେ ରହିଛି। ୧୯୭୬ରେ ଇଂଲଣ୍ଡ ବିପକ୍ଷରେ ରିଚାଡର୍‌ସ ୮୨୯ ରନ୍‌ କରିଥିଲେ। ସେ ମଧ୍ୟ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ର ଗୋଟିଏ ଟେଷ୍ଟରୁ ଅସୁସ୍ଥତା କାରଣରୁ ବାଦ୍‌ ପଡ଼ିଥିଲେ।
୮୨୯- ଭିଭିଆନ ରିଚାଡର୍‌ସ (୧୯୭୬)
୭୭୪- ସୁନୀଲ ଗାଭାସ୍କର (୧୯୭୧) ପଦାର୍ପଣ ସିରିଜ୍‌
୭୭୪- ଷ୍ଟିଭ ସ୍ମିଥ (୨୦୧୯)
୭୬୯- ଷ୍ଟିଭ ସ୍ମିଥ (୨୦୧୪/୧୫)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri