Posted inଫୁରସତ

ଗାର୍ଲଫ୍ରେଣ୍ଡ୍‌ଙ୍କୁ ଯୁବକ ପିନ୍ଧାଇଲେ ଏମିତି ମୁଦି, ଦେଖିଲେ ଲାଗିବ ଘୃଣା

ଶୋସିଆଲ ମିଡିଆରେ ଏକ ଏନ୍‌ଗେଜ୍‌ମେଣ୍ଟ ରିଙ୍ଗ୍‌ ଭାଇରାଲ ହୋଇଛି। ଏହି ରିଙ୍ଗ୍‌ ଦେଖିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବା ସହ ଘୃଣା ବି କରିବ। ଏହି ରିଙ୍ଗ୍‌ ବା ମୁଦି କୌଣସି ସୁନା କିମ୍ବା ରୁପାରେ ନୁହେଁ, ମୁଣ୍ଡ କେଶରେ ତିଆରି ହୋଇଛି। ଏହି ଫଟୋକୁ ଶେୟାର କରିଥିବା ମହିଳାଙ୍କ ପରିଚୟ ମିଳୁନାହିଁ। କିନ୍ତୁ ଶୋସିଆଲ ମିଡିଆରେ କେହି ଜଣେ ଯୁବକ ଏହାର ସ୍କ୍ରିନ୍‌ସଟ୍‌ କରି ଫେସ୍‌ବୁକ୍‌ରେ ଶେୟାର କରିଛନ୍ତି। ଶେୟାର ହୋଇଥିବା ଏହି ଫଟୋରେ ମହିଳା ଜଣକ କ୍ୟାପଶନ ବି ଲେଖିଛନ୍ତି, ମୋ’ ‘ବୟଫ୍ରେଣ୍ଡ ଏବେ ଭାବିସ୍ବାମୀ’। ଆହୁରି ମଧ୍ୟ ମହିଳା ଜଣକ ଲେଖିଛନ୍ତି, ଏହି ମୁଦି ପିନ୍ଧାଇ ମୋ’ ବୟଫ୍ରେଣ୍ଡ ବିବାହ ପ୍ରପୋଜ କରିଛନ୍ତି। ଫେସ୍‌ବୁକ୍‌ରେ ଫଟୋ ଏହି ଦେଖି ଲୋକେ ବିଭିନ୍ନ କମେଣ୍ଟ ମଧ୍ୟ ଦେଇଛନ୍ତି। ଜଣେ ୟୁଜର ଲେଖିଛନ୍ତି ଏପରି ମୁଦି ଦେଖି ଘୃଣା ଲାଗୁଛି। ଆଉ ଜଣେ ଲେଖିଛନ୍ତି ବୟଫ୍ରେଣ୍ଡଙ୍କ ପ୍ରୟାସ ଖୁବ୍‌ ଭଲ। ଏଭଳି ଅନେକ କମେଣ୍ଟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

୧୨ ତାରିଖରେ ମହାକାଶରେ ଦେଖାଯିବ ୪ ବିରଳ ଦୃଶ୍ୟ, ସୂର୍ଯ୍ୟୋଦୟ ପୂର୍ବରୁ…

ଓ୍ବାଶିଂଟନ,୧୦ା୮: ଆସନ୍ତା ୧୨ ତାରିଖରେ ୨୪ ଘଣ୍ଟା ମଧ୍ୟରେ ମହାକାଶରେ ୪ଟି ଅଲଗା ବିରଳ ମହାକାଶୀୟ ଦୃଶ୍ୟ ଦେଖିବାକୁ ମିଳିବ। ଯଦିଓ ଏହିସବୁ ଘଟଣା ନିଜସ୍ବ କ୍ୟାଲେଣ୍ଡର…

ବିଶ୍ୱ ସିଂହ ଦିବସ: ସୁରକ୍ଷା ପାଇଁ ସଚେତନତା ଜରୁରୀ

ପ୍ରତିବର୍ଷ ଅଗଷ୍ଟ ୧୦ରେ ପାଳନ କରାଯାଇଆସୁଛି ‘ବିଶ୍ୱ ସିଂହ ଦିବସ’। ଜଙ୍ଗଲର ରାଜା କୁହାଯାଉଥିବା ସିଂହର ସୁରକ୍ଷା, ବଂଶ ବୃଦ୍ଧି ଏବଂ ସେମାନଙ୍କର ହ୍ରାସ ପାଉଥିବା ବାସସ୍ଥଳୀ…

୨୨୦ କୋଟି ଖର୍ଚ୍ଚ କରି ଯୁବକ ହେଲେ କୁକୁର, କାରଣ ଜାଣିଲେ ଉଡିଜିବ ହୋସ୍‌: ଦେଖନ୍ତୁ Video

ନୂଆଦିଲ୍ଲୀ, ୮।୮: ସୋସିଆଲ ମିଡିଆରେ ଏକ ଭିଡିଓ ଦ୍ରୁତଗତିରେ ଭାଇରାଲ ହେଉଛି, ଯାହାକୁ ଦେଖି ଲୋକେ ବିଭିନ୍ନ ପ୍ରକାରର କଥା କହୁଛନ୍ତି। ଭାଇରାଲ ପୋଷ୍ଟରେ ଦାବି କରାଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri