Posted inଜାତୀୟ

ଗାୟତ୍ରୀ ପ୍ରଜାପତିଙ୍କ ଘର ସମେତ ୨୨ଟି ସ୍ଥାନରେ ସିବିଆଇ ଚଢ଼ାଉ

ଲକ୍ଷ୍ନୌ,୧୨।୬: ଉତ୍ତରପ୍ରଦେଶ ଅଖିଳେଶ ଯାଦବଙ୍କ ସରକାରରେ ମନ୍ତ୍ରୀ ଥିବା ଗାୟତ୍ରୀ ପ୍ରଜାପତିଙ୍କ ଘର ସମେତ ୨୨ଟି ସ୍ଥାନରେ ସିବିଆଇ ଚଢ଼ାଉ ଜାରି ରହିଛି। ତାଙ୍କ ନାମରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗ ହୋଇଥିଲା। ଅମେଠି ବିକାଶ କଲୋନୀସ୍ଥିତ ତାଙ୍କ ବାସଭବନରେ ସିବିଆଇ ଚଢ଼ାଉ କରିଥିବା କୁହାଯାଉଛି। ଖନନ ଦୁର୍ନୀତି ଅଭିଯୋଗରେ ସିବିଆଇ ପକ୍ଷରୁ ୧୪ ଜଣିଆ ଦଳ ଏହି ଚଢ଼ାଉରେ ସାମିଲ୍‌ ହୋଇଛନ୍ତି। ଚଢ଼ାଉ ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ଉପାୟ ଦ୍ୱାରା ଘରୁ ଦୂରେଇ ରୁହନ୍ତିି ଝିଟିପିଟି…

କେତେକଙ୍କ ଘରେ ଝିଟିପିଟି ରହିଥାନ୍ତି। ଏହାଦ୍ୱାରା ଘର ମଇଳା ହୋଇଥାଏ। ତେବେ ଝିଟିପିଟିଙ୍କୁ ଘରୁ ଦୂରେଇ ରଖିବା ପାଇଁ ଗନ୍ଧ କପୂର ଗୋଲିର ବ୍ୟବହାର କଲେ...

ସୁପ୍ରିମ୍‌କୋର୍ଟର ୪ ବିଚାରପତି ନେଲେ ଶପଥ: ଆସନ୍ତା ମାସଠାରୁ ଜଣିକିଆ ଖଣ୍ଡପୀଠରେ ବିଚାର ହେବା ସମ୍ଭାବନା

ନୂଆଦିଲ୍ଲୀ, ୨୩।୯: ସୁପ୍ରିମ୍‌କୋର୍ଟର ୪ ନୂଆ ବିଚାରପତି ସୋମବାର ଶପଥ ନେଇଛନ୍ତି। ଏହାଦ୍ୱାରା ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ସଂଖ୍ୟା ୩୪କୁ ବୃଦ୍ଧି ପାଇଛି। ବିଚାରପତି ହିମାଚଳପ୍ରଦେଶ...

୨୧ ଥରରେ ୨୨.୭୬ କୋଟି ଖର୍ଚ୍ଚ

ନୂଆଦିଲ୍ଲୀ,୩ା୨:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ମସିହାରୁ ଅଦ୍ୟାବଧି ୨୧ ଥର ବିଦେଶ ଗସ୍ତ କରିଛନ୍ତି। ତାଙ୍କ ଗସ୍ତ ବାବଦକୁ ୨୨.୭୬ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା...

ପ୍ରଧାନମନ୍ତ୍ରୀ ଦେଶଠାରୁ ଊର୍ଦ୍ଧ୍ୱରେ ନୁହନ୍ତି

ନୂଆଦିଲ୍ଲୀ,୨୭।୧୦: “କିଏ ପେଗାସସ୍‌କୁ ଆଣିଛି ? ଏହାଦ୍ୱାରା କେଉଁ ମାନଙ୍କୁ ଟାର୍ଗେଟ କରାଯାଇଛି ? ଅନ୍ୟ କୌଣସି ଦେଶ ପାଖରେ ଆମ ଲୋକଙ୍କ ତଥ୍ୟ ଅଛି...

ଡ୍ରାଗନର ନୂଆ ଷଡ଼ଯନ୍ତ୍ର: ଭାରତରେ ସାଇବର ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍‌…

ନୂଆଦିଲ୍ଲୀ,୧୯।୬: କରୋନା ମହାମାରୀ ଭୂତାଣୁ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି କରିଥିବା ଚାଇନା ଏବେ ଭାରତରେ ନୂଆ ସଙ୍କଟ ସୃଷ୍ଟି କରିବା ଲାଗି ଷଡ଼ଯନ୍ତ୍ର ରଚିଛି।...

ହିମାଚଳ ପ୍ରଦେଶରେ ଘୋଡା ବେପାରକୁ ନେଇ କଂଗ୍ରେସ ଭୟଭୀତ: ବିଧାୟକଙ୍କୁ କରାଯାଇପାରେ ଶିଫ୍ଟ

ଶିମ୍‌ଲା,୮।୧୨: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣନା ଚାଲିଛି। ରାଜ୍ୟରେ ୬୮ଟି ଆସନ ମଧ୍ୟରୁ କଂଗ୍ରେସ ଏବେ ୩୮ଟିରେ ଆଗୁଆ ଥିବାବେଳେ ଭାଜପା...

ଜିଲାପାଳଙ୍କୁ ଦାଦାଗିରି ପଡିଲା ମହଙ୍ଗା

ଅଗରତାଲା,୩।୫: କୋଭିଡ ନିୟମକୁ ପାଳନ କରିବା ଆଳରେ ପଶ୍ଚିମ ତ୍ରିପୁରା ଜିଲାପାଳ ଦାଦାଗିରି କରିବା ତାଙ୍କୁ ମହଙ୍ଗା ପଡିଛି। ଜିଲାପାଳ ଶୈଳେଶ କୁମାର ଯାଦବ ବିବାହ...

ସିଭିଲ୍‌ ସର୍ଭିସ ପରୀକ୍ଷା କାର୍ଯ୍ୟସୂଚୀ ଜାରି

ନୂଆଦିଲ୍ଲୀ, ୧୩।୧୨: କେନ୍ଦ୍ରୀୟ ଲୋକ ସେବା ଆୟୋଗ (ୟୁପିଏସ୍‌ସି) ସିଭିଲ୍‌ ସର୍ଭିସ୍‌ (ମେନ୍‌) ପରୀକ୍ଷା କାର୍ଯ୍ୟସୂଚୀ ଜାରି କରିଛି। ଆସନ୍ତା ବର୍ଷ ଜାନୁୟାରୀ ୮ରୁ ୧୭...

Advertisement
Archives

Model This Week