Posted inଜାତୀୟ

ଗିରଫ ହେବେ ଥରୁର

କୋଲକାତା,୧୩।୮: ବରିଷ୍ଠ କଂଗ୍ରେସ ନେତା ଶଶି ଥରୁରଙ୍କ ନାଁରେ ଏକ ଗିରଫ ପରଓ୍ବାନା ଜାରି କରାଯାଇଛି। କୋଲକତା ମାଜିଷ୍ଟ୍ରେଟ୍‌ ମେଟ୍ରୋପଲିଟାନ୍‌ କୋର୍ଟ ଥରୁରଙ୍କ ନାଁରେ ଏହି ଓ୍ବାରେଣ୍ଟ ଜାରି କରିଛନ୍ତି। ‘ହିନ୍ଦୁ-ପାକିସ୍ତାନ’କୁ ନେଇ ଥରୁର ଯେଉଁ ମନ୍ତବ୍ୟ ଦେଇଥିଲେ ତାକୁ ନେଇ ସୁମିତ ଚୌଧୁରୀ ନାମକ ଜଣେ ଓକିଲ ଥରୁରଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଏହି ମାମଲାରେ କୋର୍ଟ ଏବେ ଥରୁରଙ୍କ ନାଁରେ ଗିରଫ ପରଓ୍ବାନା ଜାରି କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲଦାର୍‌ଙ୍କ ଘରେ ଚଡ଼ାଉ: ଭୟରେ ପୋଡ଼ିଦେଲେ ୨୦ ଲକ୍ଷ ନୋଟ୍‌

ଜୟପୁର,୨୫।୩: ଦୁର୍ନୀତି ନିବାରଣ ଟିମ୍‌ ଘରେ ଚଢ଼ାଇ କରିବା ପୂର୍ବରୁ ଜଣେ ତହସିଲଦାର୍‌ ଭୟରେ ଘରେ ଥିବା ୨୦ ଲକ୍ଷ ଟଙ୍କାର ନୋଟ୍‌ ଜଳାଇ ଦେଇଛନ୍ତି।...

ଜମ୍ମୁର ୪ ଜିଲାରେ ଆରମ୍ଭ ହେଲା ମୋବାଇଲ ସେବା

ଶ୍ରୀନଗର,୧୭।୮: ପାଖାପାଖି ୨ ସପ୍ତାହ ପରେ ଜମ୍ମୁର ୪ ଜିଲାରେ ଶନିବାର ମୋବାଇଲ ସେବା ଆରମ୍ଭ କରାଯାଇଛି। ଏଥିରେ କେବଳ ୨ଜି ମୋବାଇଲ ଓ ଇଣ୍ଟରନେଟ୍‌...

୧୮ ମୁଖ୍ୟମନ୍ତ୍ରୀଙ୍କୁ ମମତାଙ୍କ ଚିଠି

ନୂଆଦିଲ୍ଲୀ, ୨୭ା୩: ୨୧ ଦିନିଆ ଲକ୍‌ଡାଉନ୍‌ ଚାଲିଥିବାବେଳେ ପଶ୍ଚିମବଙ୍ଗର ଲୋକେ ଦେଶର ବିଭିନ୍ନ ରାଜ୍ୟରେ ଫସିରହିଛନ୍ତି। ସେମାନଙ୍କୁ ମୌଳିକ ସୁବିଧା ଯୋଗାଇଦେବା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ...

‘ମନ୍ଦିର ଲାଗି ନୂଆ ଟ୍ରଷ୍ଟର ଆବଶ୍ୟକତା ନାହିଁ’

ଅଯୋଧ୍ୟା, ୧୪ା୧୧ : ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ସରକାର ନୂଆ ଟ୍ରଷ୍ଟ ଗଠନ କରିବାର ଆବଶ୍ୟକତା ନାହିଁ ବୋଲି ରାମ ଜନ୍ମଭୂମି ନ୍ୟାସ ମୁଖ୍ୟ...

‘ସବ୍‌କା ସାଥ୍‌-ସବ୍‌କା ବିକାଶ’ ଏବେ ପାଲଟିଛି ‘ସବ୍‌କା ସର୍ବନାଶ’: ମମତା

କୋଲକାତା,୧୮।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ବୁଧବାର ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ହାଓଡାରେ ଏକ...

‘୭୦ ବର୍ଷରେ ଭାରତ ଯାହା କରିଥିଲା, ସବୁ ବିକି ଦେଲେ ମୋଦି’

ନୂଆଦିଲ୍ଲୀ,୨୪।୮: ଗତ ୭୦ ବର୍ଷରେ ଭାରତରେ ସୃଷ୍ଟି କରାଯାଇଥିବା ସମସ୍ତ ସମ୍ପତ୍ତିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଶିଳ୍ପପତି ବନ୍ଧୁମାନଙ୍କୁ ବିକ୍ରି କରି ଦେଉଛନ୍ତି। ଏଭଳି...

ମୋଦିଙ୍କୁ ପ୍ରଶ୍ନ କଲେ ପ୍ରିୟଙ୍କା-ରାହୁଲ

ନୂଆଦିଲ୍ଲୀ,୨ ।୨: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଗତ ୨ ମାସ ହେବ ବିଭିନ୍ନ ରାଜ୍ୟର କୃଷକ ଦିଲ୍ଲୀ ସୀମାରେ ଆନ୍ଦୋଳନରେ...

ଉଦିତ ନାରାୟଣନଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ, ୩୦।୭: ବଲିଉଡ ସିଙ୍ଗର ଉଦିତ ନାରାୟଣଙ୍କୁ ହତ୍ୟା ଧମକ ଦିଆଯାଇଛି। ଏନେଇ ସେ ପୋଲିସ୍‌ ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ମୁତାବକ, କେହି ଜଣେ ଅଜ୍ଞାତ...

Advertisement


Archives

Model This Week