ଗିରଫ ହେଲେ ଆଶୀର୍ବାଦ

କଟକ ଅଫିସ,୧୯।୯: ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ଗୁରୁବାର ସକାଳେ ସିବିଆଇ ଗିରଫ କରିଛି।ଭୋରରୁ କଟକ ସ୍ଥିତ ତାଙ୍କ ବାସଭବନରେ ସିବିଆଇ ଚଢ଼ାଉ କରିବା ସହ ତାଙ୍କୁ ଗିରଫ କରିଛି। ଅନ୍ୟପଟେ ଜନୈକ ହୋଟେଲ ମାଲିକ କମଳାକାନ୍ତ ଦାସଙ୍କୁ ମଧ୍ୟ ସିବିଆଇ ଗିରଫ କରିଛି। ଉଭୟଙ୍କୁ ସିବିଆଇ ଅର୍ଥତତ୍ତ୍ବ ଚିଟଫଣ୍ଡ ମାମଲାରେ ଗିରଫ କରାଯାଇଥିବା ନେଇ ସୂଚନା ମିଳିଛି। ପୂର୍ବରୁ ଚିଟଫଣ୍ଡ ମାମଲାରେ ଛନ୍ଦି ହୋଇ ବହୁଥର ଜେରାର ସମ୍ମୁଖୀନ ହୋଇଥିଲେ ଆଶୀର୍ବାଦ। ସୂଚନାଯୋଗ୍ୟ, ସିବିଆଇ ପୂର୍ବରୁ ଆଶୀର୍ବାଦଙ୍କ ନାଁରେ ଚାର୍ଜସିଟ ଦାଖଲ କରି ଜେରା କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri