ଗିରଫ ହେଲେ ୟସ୍‌ ବ୍ୟାଙ୍କର ଫାଉଣ୍ଡର ରାଣା

ମୁମ୍ବାଇ,୮।୩: ୟସ୍‌ ବ୍ୟାଙ୍କ ଫାଉଣ୍ଡର ରାଣା କପୁରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପାଖାପାଖି ୨୦ ଘଣ୍ଟା ଜେରା କରିବା ପରେ ରବିବାର ଗିରଫ କରିଛି। ଇଡି ରାଣାଙ୍କୁ ରବିବାର ମୁମ୍ବାଇର ପିଏମ୍‌ଏଲ୍‌ଏ କୋର୍ଟରେ ହାଜର କରାଇଥିଲା। ପଚରାଉଚରା ପାଇଁ କୋର୍ଟ ରାଣାଙ୍କୁ ୧୧ ମାର୍ଚ୍ଚ ପର୍ଯ୍ୟନ୍ତ ଇଡି କଷ୍ଟୋଡିକୁ ପଠାଇ ଦେଇଛନ୍ତି। ସୂଚନାଯୋଗ୍ୟ, ୟସ୍‌ ବ୍ୟାଙ୍କରେ ଆର୍ଥିକ ସଙ୍କଟ ଦେଖାଦେବା ପରେ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)ପକ୍ଷରୁ ଏହାର କାରବାର ଉପରେ କଟକଣା ଲଗାଯାଇଥିଲା। ଏହାପରେ ମନିଲଣ୍ଡ୍ରିଂ ମାମଲାରେ ଇଡି ୟସ୍‌ ବ୍ୟାଙ୍କର ସଂସ୍ଥାପକ ରାଣାଙ୍କୁ ପଚରାଉଚରା ପାଇଁ ନେଇଥିଲା। ଶୁକ୍ରବାର ରାଣାଙ୍କ ଘର ଉପରେ ଚଢାଉ କରାଯାଇଥିବା ବେଳେ ଏବେ ସେ ସହଯୋଗ କରୁ ନ ଥିବା ବିଶେଷ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୃଷି ମନ୍ତ୍ରୀଙ୍କୁ ଚା, ପକୋଡାର ସ୍ବାଦ ଚାଖିବାକୁ ନିମନ୍ତ୍ରଣ କଲା କୃଷକ ସଂଗଠନ

ନୂଆଦିଲ୍ଲୀ,୨।୧୨: କୃଷକ ସଂଗଠନର ନେତାମାନେ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ସେମାନଙ୍କ ପିକେଟିଂସ୍ଥଳକୁ ଆସି ଜିଲାପି, ଚା-ପକୋଡା’ର ସ୍ବାଦ ଚାଖିବାକୁ ନିମନ୍ତ୍ରଣ କରିଛନ୍ତି। ମନ୍ତ୍ରୀ...

ଏଚ୍‌ସିଏଲ୍‌ ଜିଗସର ୪ର୍ଥ ସଂସ୍କରଣ

ନୂଆଦିଲ୍ଲୀ,୧୦।୪: ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଏଚ୍‌ସିଏଲ୍‌ ଜିଗସର ଆୟୋଜନ କରାଯାଉଛି। ଏଚ୍‌ସିଏଲ୍‌ ପ୍ରିମିୟର କ୍ରିଟିକାଲ ରିଜଏନିଂ ପ୍ଲାଟ୍‌ଫର୍ମ ‘ଏଚ୍‌ସିଏଲ୍‌ ଜିଗସ’ର ୪ର୍ଥ...

ବିମୁଦ୍ରୀକରଣ ମାମଲାର ବିଚାର ଅକ୍ଟୋବର ୧୨ରେ…

ନୂଆଦିଲ୍ଲୀ, ୨୮।୯ : ଅକ୍ଟୋବର ୧୨ ରେ ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚ ବିମୁଦ୍ରୀକରଣ ମାମଲାର ଶୁଣାଣି କରିବେ। ଶୁଣାଣି ସମୟରେ ପ୍ରଥମେ ନିଷ୍ପତ୍ତି ନିଆଯିବ ଯେ...

ନିର୍ବାଚନରେ ଜିତିଲେ ମାଗଣାରେ ୨ ଏଲପିଜି ସିଲିଣ୍ଡର, ଛାତ୍ରୀଙ୍କୁ ସ୍କୁଟି ଦେବ ଭାଜପା

ଇମ୍ଫାଲ,୧୭ ।୨: ମଣିପୁର ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ ଦିନ ବାକି ରହିଛି । ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେ ପି ନଡ୍ଡା...

ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୨୪।୨: ଜମ୍ମୁ-କଶ୍ମୀରର ପୁଲଓ୍ବାମା ନିକଟବର୍ତ୍ତୀ ଜୈନଟ୍ରାଗ୍‌ରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜୈଶ-ଇ-ମହମ୍ମଦର ଜଣେ ସଦସ୍ୟ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀଜଣକ...

ଲତା ମଙ୍ଗେସ୍‌କର ପୁଣି ଗୁରୁତର

ନୂଆଦିଲ୍ଲୀ,୬।୨ ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଭେଟେରାନ୍‌ ଗାୟିକା ଲତା ମଙ୍ଗେସ୍‌କରଙ୍କ ଅବସ୍ଥା ଗୁରୁତର ରହିଛି। ସେ ଏବେ ଆଇସିୟୁରେ ଭେଣ୍ଟିଲେଟରରେ ଚିକିତ୍ସିତ...

ଶିଖ୍‌ ତୀର୍ଥଯାତ୍ରୀଙ୍କ ସହ ପାକ୍‌ ଯିବା ଲାଗି ସିଦ୍ଧୁଙ୍କୁ ଅନୁମତି

ନୂଆଦିଲ୍ଲୀ,୮-୧୧(ଆଇଏଏନ୍‌ଏସ୍‌):ନଭେମ୍ବର ୯ରେ କର୍‌ତାରପୁର କରିଡର ଦେଇ ପାକିସ୍ତାନର ଦର୍‌ବାର ସାହିବ ଗୁରୁଦ୍ୱାର ଯିବା ଲାଗି କେନ୍ଦ୍ର ସରକାର କଂଗ୍ରେସ ନେତା ନବଜୋତ୍‌ ସିଂ ସିଦ୍ଧୁଙ୍କୁ ଅନୁମତି...

ଶପଥ ନେଲେ ଚନ୍ନି…

ଚଣ୍ଡିଗଡ଼,୨୦।୯: ପଞ୍ଜାବର ନୂଆ ତଥା ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀ ଭାବେ ଚରଣଜିତ୍‌ ସିଂ ଚନ୍ନି ଶପଥ ଗ୍ରହଣ କରିଛନ୍ତି। ଫଳରେ ଚନ୍ନି ଏବେ ପଞ୍ଜାବର ୧୬...

Advertisement
Archives

Model This Week