Posted inଜାତୀୟ

ଗିରିରାଜଙ୍କୁ ନୋଟିସ୍‌ ଜାରି କଲେ ନଡ୍ଡା

ନୂଆଦିଲ୍ଲୀ,୧୫।୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା କେନ୍ଦ୍ରୀୟ ମନ୍ତ୍ରୀ ଗିରିରାଜ ସିଂଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଗିରିରାଜଙ୍କ ବିବାଦୀୟ ମନ୍ତବ୍ୟ ନେଇ ଏଭଳି କରାଯାଇଛି। ଗିରିରାଜ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ମନ୍ତବ୍ୟ ଦେଉଥିବାବେଳେ ସମ୍ପ୍ରତି ଉତ୍ତରପ୍ରଦେଶର ସହାରଣନପୁରରେ ଏକ ସଭାରେ ଯୋଗଦେଇ ଦେଓବନ୍ଦ ଆତଙ୍କବାଦ ଗଙ୍ଗୋତ୍ରୀ ବୋଲି କହିଥିଲେ। ଏହାକୁ ନେଇ ବହୁ ପ୍ରତିକ୍ରିୟା ଆସିଥିଲା। ସେହିପରି ସିଏଏକୁ ସେ ଦେଶ ବିରୋଧୀ ଆନ୍ଦୋଳନ କହିଥିଲେ। ଏହାକୁ ନେଇ ବିରୋଧୀ ଦଳ ଭାଜପାକୁ ଘେରିବା ଆରମ୍ଭ କରିଥିଲେ। ଦଳର ସ୍ଥିତିକୁ ଦୃଷ୍ଟିରେ ରଖି ନଡ୍ଡା ଗିରିରାଜଙ୍କୁ ନୋଟିସ୍‌ ଜାରି କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri