Posted inଜାତୀୟ

ଗିରିରାଜ୍‌ କିଶୋରଙ୍କ ପରଲୋକ

କାନ୍‌ପୁର, ୧୦ା୨(ପି.ଟି.): ବିଶିଷ୍ଟ ଲେଖକ ତଥା ଶିକ୍ଷାବିତ୍‌ ପଦ୍ମଶ୍ରୀ ଗିରିରାଜ୍‌ କିଶୋର(୮୨)ଙ୍କ ରବିବାର ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। ୧୯୩୭ରେ ଉତ୍ତରପ୍ରଦେଶର ମୁଜାଫର ନଗରଠାରେ ଜନ୍ମିତ ଗିରିରାଜ୍‌ ସାମାଜିକ ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରି ଆଇଆଇଟି କାନ୍‌ପୁରରେ ରେଜିଷ୍ଟ୍ରାର ଭାବେ କାର୍ଯ୍ୟ କରିଥିଲେ। ତାଙ୍କ ଲିଖିତ ‘ଧାଇ ଘର’, ପହ୍‌ଲା ଗିର୍‌ମିଟିୟା’ ଲେଖା ଲୋକଙ୍କ ମନକୁ ଛୁଇଁଥିଲା। ସାହିତ୍ୟ ଏକାଡେମୀର କାର୍ଯ୍ୟନିର୍ବାହୀ ସଦସ୍ୟ ଭାବେ ସେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷର କମ୍‌ ଶିଶୁଙ୍କୁ ଫଳ ରସ ଦେଉଛନ୍ତି କି, ତାହେଲେ ହୋଇଯାଆନ୍ତୁ ସାବଧାନ

ଫଳ ରସ ପିଇବା ଛୋଟ ଛୁଆଙ୍କ ଠାରୁ ଆରମ୍ଭ କରି ବୃ୍‌ଦ୍ଧ ଯାଏଁ ସମସ୍ତଙ୍କୁ ଭଲ ଲାଗିଥାଏ। ଏହାଦ୍ୱାରା ଜରୁରୀ ପୋଷକ ତତ୍ତ୍ୱ ମିଳିବା ସହ...

ପଥର ଫିଙ୍ଗାଳିଙ୍କୁ ମିଳିବନି ସରକାରୀ ଚାକିରି, ପାସ୍‌ପୋର୍ଟ ହେବନି ଭେରିଫିକେଶନ

ଶ୍ରୀନଗର,୧ ।୮: ଜମ୍ମୁ-କଶ୍ମୀରରେ ପଥର ଫିଙ୍ଗାଳିଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ପଥର ପିଙ୍ଗିବା ଭଳି ଘଟଣାରେ ସମ୍ପୃକ୍ତ ଥିବା ଯୁବକମାନଙ୍କୁ ଏଣିକି...

ଜେଟଲୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର, ଏମ୍ସ ଗଲେ ମୋହନ ଭାଗବତ

ନୂଆଦିଲ୍ଲୀ,୧୮।୮:ପୂର୍ବତନ କେନ୍ଦ୍ର ଅର୍ଥ ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅରୁଣ ଜେଟଲୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ତାଙ୍କୁ ତାଙ୍କ ଲାଇଫ୍‌ ସପୋର୍ଟ ସିଷ୍ଟମରେ ରଖାଯାଇଛି।...

ଏବେ ହେବ ରାମଙ୍କ କାମ: ମୋହନ ଭାଗଓ୍ବତ୍‌

ଉଦୟପୁର,୨୭।୫: ଭାଜପାର ବିପୁଳ ବିଜୟ ପରେ ଆର୍‌ଏସ୍‌ଏସ୍‌ କର୍ମୀଙ୍କ ମଧ୍ୟରେ ଉତ୍ସାହ ଖେଳି ଯାଇଛି। ଏହି ମର୍ମରେ ଆର୍‌ଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତ୍‌ ରାମ ମନ୍ଦିର...

‘ଅଗ୍ନିପଥ‘ ଯୋଜନାକୁ ବିରୋଧ ସତ୍ତ୍ୱେ ବାୟୁସେନାରେ ଚୟନ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ,୨୪ ।୬: କେନ୍ଦ୍ର ସରକାରଙ୍କ ଦ୍ୱାରା ସେନା ଭର୍ତ୍ତି ପ୍ରକ୍ରିୟାକୁ ନେଇ ଆସିଥିବା ଅଗ୍ନିପଥ ଯୋଜନାକୁ ବିରୋଧ କରାଯିବା ପରେ ବି ଶୁକ୍ରବାରଠାରୁ ବାୟୁସେନାରେ ଚୟନ...

ଡୋମିନିକାରୁ ଧରାହେଲେ ଚୋକ୍‌ସି

ନୂଆଦିଲ୍ଲୀ,୨୭।୫: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ରୁ ୧୪ ହଜାର କୋଟି ଟଙ୍କାର ଋଣ ଠକେଇ ମାମଲାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ପଳାତକ ମେହୁଲ ଚୋକ୍‌ସିଙ୍କୁ ଡୋମିନିକାରୁ...

ମନ୍ଦିରରୁ ମହିଳାଙ୍କୁ ଟେକିନେଇ ବଳାତ୍କାର

ଥିରୁଭାନନ୍ତପୁରମ୍‌, ୧୧।୭: ତାମିଲନାଡୁର ପାଲାନିସ୍ଥିତ ଏକ ମନ୍ଦିର ପରିସରରେ ଜଣେ ୪୦ ବର୍ଷୀୟା ମହିଳାଙ୍କୁ ନିର୍ଯାତନା ଦେବା ସହ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ...

ରଜନୀକାନ୍ତଙ୍କୁ ସମ୍ମାନୀତ କଲା ଆୟକର ବିଭାଗ

ମୁମ୍ବାଇ,୨୫ ।୭: ସାଉଥ ସୁପରଷ୍ଟାର ରଜନୀକାନ୍ତ ନିୟମିତ ଭାବେ ଆୟକର ପଇଠ କରିଥିବାରୁ ମୁମ୍ବାଇ ଇନକମ ଟ୍ୟାକ୍ସ ଡିପାର୍ଟମେଣ୍ଟ ତାଙ୍କୁ ସମ୍ମାନୀତ କରିଛି । ତାଙ୍କ...

Advertisement
Archives

Model This Week